-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ଟାଟା ପାୱାର ର ବିଦ୍ୟୁତ ବିଭ୍ରାଟ ସହ ବିଭାଗୀୟ ଅଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ନେଇ ବିଦ୍ୟୁତ୍ କାର୍ଯ୍ୟାଳୟ ଘେରାଉ

18-Jun-2024



ଟିଟିଲାଗଡ: ଟିଟିଲାଗଡ ସବ ଡିଭିଜନ ଅନ୍ତର୍ଗତ ତେନ୍ତୁଳୀଖୁଣ୍ଟି ଓ ମାଲିସିରା ଗ୍ରାମ ପଞ୍ଚାୟତ ଅଞ୍ଚଳ ରେ ଟାଟା ପାୱାର କମ୍ପାନୀ ଦ୍ଵାରା ବିଦ୍ୟୁତ ବିଭାଗ କାର୍ଯ୍ୟକାରୀ ହେବା ଦିନ ଠାରୁ ଦିନ,ଦିନ ଧରି ବିଜୁଳି ନ ରହିବା ମନଇଚ୍ଛା ବିଦ୍ୟୁତ କାଟ ହେବା ସତ୍ତ୍ଵେ ନୂତନ ମିଟର ଚାଲୁ ରହି ଅଧିକ ବିଲ ଆସିବା ନେଇ ବାରମ୍ବାର ଅଞ୍ଚଳ ବାସି ଆବେଦନ, ନିବେଦନ କରି କରି ନିରାଶ ହୋଇ ବିଦ୍ୟୁତ୍ ବିଭାଗ କାର୍ଯ୍ୟାଳୟ ଦୀର୍ଘ ସମୟ ଧରି ଘେରାଉ କରି ଥିଲେ । ବହୁ ସଂଖ୍ୟା ରେ ଗ୍ରାମବାସୀ ଆସି ବିଭାଗୀୟ ଏସ ଡି ଓ ଙ୍କ କାର୍ଯ୍ୟାଳୟ ଘେରାଉ କରି ରଖି ଏକ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଥିଲେ । ସେହିପରି ବିଭିନ୍ନ ଉଚ୍ଚ ଅଧିକାରୀ ଙ୍କ ନିକଟକୁ ଡାକ ଯୋଗେ ଦାବି ପତ୍ର ପ୍ରେରଣ ସହ ଆଗାମୀ ଦିନରେ ଆନ୍ଦୋଳନ ର ଚେତାବନୀ ଦେଇଛନ୍ତି । ବାରମ୍ବାର ବିଦ୍ୟୁତ କାଟ ଯୋଗୁଁ ସାଧାରଣ ତଥା ଚାଷୀ, ତଥା ସରକାରୀ ସ୍ବାସ୍ଥ୍ୟ ଉପ କେନ୍ଦ୍ର,କାର୍ଯ୍ୟାଳୟ ଗୁଡ଼ିକ ରେ ସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବା ଅଭିଯୋଗ କରିଛନ୍ତି । ସରପଞ୍ଚ ଶ୍ରୀ ଦେବରାଜ ପାତ୍ର ଓ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ କୈବଲ୍ୟ ବେହେରା, ସୁଜିତ ବେହେରା, ଲଳିତ ମହାନ୍ତି, ଆଲୋକ ବେହେରା ତଥା ବହୁ ସଂଖ୍ୟାରେ ଗ୍ରାମବାସୀ ଉପସ୍ଥିତ ଥିଲେ ।

(ରିପୋର୍ଟ, ସନ୍ତୋଷ କୁମାର ନାୟକ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like