-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା ଗସ୍ତ କଲେ ମାନ୍ୟବର ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ

18-Jun-2024



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯିବା ସହ ରୋଡ ସୋ କରାଯାଇଥିଲା l ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ପ୍ରଯୁକ୍ତି ସୁଚନା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ନୂତନ ଭାବେ ଦାୟିତ୍ୱ ପାଇବା ପରେ ଲୋଇସିଂହା କୁ ପ୍ରଥମ ଗସ୍ତ କରିଛନ୍ତି l ଏହି ଅବସର ରେ ସ୍ଥାନୀୟ କଲେଜ୍ ଛକ ଠାରେ ବାଣ ଓ  ବାଜା ବଜାଇ ସ୍ବାଗତ ସମ୍ବର୍ଦ୍ଧନା କରାଗଲା l ଏହି ସମୟରେ ସାହସ୍ରାଧିକ ସଂଖ୍ୟାରେ ଦଳୀୟ କର୍ମୀ ସହ ଜନସାଧାରଣ ଉପସ୍ଥିତ ଥିଲେ l ପ୍ରଥମେ ଆଦିବାସୀ ସଙ୍ଘ ପକ୍ଷରୁ ଫୁଲମାଳ, ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କୁ ସମ୍ବର୍ଦ୍ଧିତ  କରାଗଲା l ଏହାସହ ଡ଼. ମୁକେଶ ମହାଲିଙ୍ଗ ଶ୍ରୀ ରଘୁନାଥ ମନ୍ଦିର ଦର୍ଶନ କରିଥିଲେ l

ପରେ ପରେ ବିଭିନ୍ନ ଅନୁଷ୍ଠାନ, ବୁଦ୍ଧିଜୀବୀ ଓ ବ୍ୟକ୍ତି ବିଶେଷ ଡ଼ ମୁକେଶ ମହାଲିଙ୍ଗ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ଏହାପରେ ରୋଡ ସୋ ରେ  ଜାତୀୟ ରାଜପଥ ରେ ବ୍ଲକ ଛକ, ବସଷ୍ଟାଣ୍ଡ ହୋଇ ଲୋଇସିଂହା ଦୁର୍ଗା ମନ୍ଦିର, ଜଗନ୍ନାଥ ମନ୍ଦିର , ସମଲେଇ ମନ୍ଦିର ଦର୍ଶନ କରିବା ସହ ଲୋଇସିଂହା ବସ୍ତି ପରିକ୍ରମା କରିଥିଲେ l ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ନବ ନିର୍ବାଚିତ ବିଧାୟକ ଡ. ମୁକେଶ ମହାଲିଙ୍ଗ ରାଜ୍ୟରେ ନୂତନ ଭାବେ ଗଠିତ ବିଜେପି ସରକାର ରେ କ୍ୟାବିନେଟ ମନ୍ତ୍ରୀ ଭାବେ ସ୍ଥାନ ପାଇ ଆଜି ପ୍ରଥମ କରି ଲୋଇସିଂହା ଗସ୍ତ ରେ ପହଞ୍ଚିଛନ୍ତି l ଚଳିତ ମାସ ୧୨ ତାରିଖରେ ଓଡ଼ିଶାରେ ପ୍ରଥମ କରି ବିଜେପି ସରକାର ଗଠନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ସରକାର ଆରମ୍ଭ ହୋଇଛି l ଏଥିରେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଡ. ମୁକେଶ ମହାଲିଙ୍ଗ ଶପଥ ଗ୍ରହଣ କରିଥିବା ବେଳେ ଶନିବାର ସନ୍ଧ୍ୟାରେ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତି ବିଭାଗ ଭଳି ଦାୟିତ୍ୱ ପ୍ରଦାନ କରାଯାଇଛି l ପ୍ରଥମେ ରବିବାର ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁତଳା  ବ୍ଲକ ର  ବିଭିନ୍ନ ଗ୍ରାମରେ ସ୍ବାଗତ ସମ୍ବର୍ଦ୍ଧନା ସହ ସେଠାରୁ ମନ୍ତ୍ରୀ ପାଟଣେଶ୍ୱରୀ ଓ ସମଲେଶ୍ୱରୀ ମନ୍ଦିର ପହଞ୍ଚି ଦେବୀମାଁଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ l ଏହାପରେ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଦୁଲଦୁଲୀ କଳାପରିଷଦ ପକ୍ଷରୁ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ପ୍ରକାଶ କଲେ ଯେ, ଆମେ ଲୋକଙ୍କୁ ଯେଉଁ ନିର୍ବାଚନ ପ୍ରତିଶୃତି ଦେଇଛୁ ତାକୁ ନିଶ୍ଚୟ ପୂରଣ କରିବୁ l ପରେ ପରେ ବଲାଙ୍ଗୀର ସ୍ଥିତ ସର୍କିଟ ହାଉସ ରେ ରାତ୍ରୀ ରହଣୀ କରିଥିଲେ l ସୋମବାର ପ୍ରାତଃ ପ୍ରଥମେ   ଲୋଇସିଂହା ଗସ୍ତ କରି ଲୋଇସିଂହା,  କୁଟେନ୍ ପାଲି, କର୍କଚିଆ ଛକ, ଝାରମୁଣ୍ଡା ରେ ସ୍ବାଗତ ସମ୍ବର୍ଦ୍ଧନା  ପାଇ କୁଶଙ୍ଗ ସ୍ଥିତ ମା କୁଶଙ୍ଗାଇ ଙ୍କୁ ଦର୍ଶନ କରିଥିଲେ l ପରେ ତଳିଉଡାର, ବୁରୋମୁଣ୍ଡା , ସରଗାଡ, ମାହାରପାଲି ଛକ, ଭରସୁଜା, ନଅଗାଁ(କ) , ଆଗଲପୁର,  ଡୁଡୁକା, ସାଲେଭଟା, ରୁଗୁଡ଼ିଖାଲ ରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଙ୍କୁ  ଭବ୍ୟ ସ୍ଵାଗତ କରାଯିବା ସହ  ମନ୍ତ୍ରୀ ଙ୍କ ନିଜ ଗାଁ ନଅଗାଁ (ଖ) ରେ ବିପୁଳ ସ୍ବାଗତ ସମ୍ୱର୍ଦ୍ଧନା କରାଯିବା ଦେଖିବାକୁ ମିଳିଥିଲା l ଏହି କାର୍ଯ୍ୟକ୍ରମ ରେ ଦଳୀୟ କର୍ମୀ, ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ସହିତ ଅନେକ ଅନୁଷ୍ଠାନ ର କର୍ମକର୍ତ୍ତା ଓ ଜନସାଧାରଣ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like