-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ତରଫରୁ ସ୍କୁଲ ଫେର ସଚେତନ କାଯ୍ୟ କ୍ରମ l

19-Jun-2024



କଳାହାଣ୍ଡି (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ମ.ରାମପୁର ବ୍ଲକ ର ମୁଡିଙ୍ଗ ଗ୍ରାମ ପଂଚାୟତ ର ପ।କେଲପଡ଼। ଠାରେ   ସ୍କୁଲ ଫେର ଅଭିଯାନ  ରାଲି ମାଧ୍ୟମରେ  ଲୋକଙ୍କୁ ସଚେତନ କରାଯାଇଥିଲା  ଜିଲ୍ଲା ସ୍ତରୀୟ ଲୋକ ସଂଗଠନ ନାଗରିକ ବିକାଶ ସଂଗଠନ କଳାହାଣ୍ଡି ପକ୍ଷରୁ  ରଖାଯାଇଥିଲା ଏହି କାର୍ଯ୍ୟକ୍ରମ ର ମୂଳ ଲକ୍ଷ ଓ ଉଦେଶ୍ୟ  ହେଲା ଯେତେ ବି ୬ ବର୍ଷ ରୁ ୧୪ ବର୍ଷ ପର୍ଯ୍ୟନ୍ତ ପୁଅ ଏବଂ ଝିଅ   ଉଭୟ ପାଠ ପଢା ଛାଡି ଯେ କୌଣସି କାରଣ ରୁ ବି ଘରେ ରହୁଛନ୍ତି ବା ମ। ବାପା  ସହିତ ବାହାର ଦେଶକୁ ଯାଉଛନ୍ତି ସେହି ପିଲାମାନଙ୍କ ପାଇଁ ସ୍କୁଲ କୁ ଫେରି ଆସି ନିଜର ଭବିଷ୍ୟତ ଗଢିବେ ଏହି ଅଭିଯାନ ର ମୁଖ୍ୟ ଉଦେଶ୍ୟ  ଓ ମୁଲଲକ୍ଷ   ।ମା ବାପା ର ସହଯୋଗ ଓ ଶିକ୍ଷକ ର ସହଯୋଗ ରେ ପାଠ  ଛାଡି ଥିବା  ଛାତ୍ର ଛାତ୍ରୀ ପୁଣି ଥରେ ସ୍କୁଲ ଫେରି ପାଠ ପଢି ଆଗକୁ ବଢି ପାରିବେ ସେ ବିଷୟରେ  ମଧ୍ୟ  ବିଶେଷ ଆଲୋଚନା କରାଯାଇଥିଲା ।ଏହି ଅଭିଯାନ  କୁ ନର୍ଲା ଓ ରାମପୁର ବ୍ଲକ ର  ବ୍ଲକ ସଂଯୋଜକ  ବାବୁଲାଲ ତାଣ୍ଡି  ପରିଚାଳନା କରିଥିଲେ ଏବଂ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ବ୍ଲକ ରୁ ଆସିଥିବା  ସାଥୀ ଭାଇ ଭଉଣୀ ମାନେ ଯଥା -ଜିଲ୍ଲା ମେନେଜର  କଲ୍ୟାନି ଦାଶ, କୋକସର। ବ୍ଲକ ସଂଯୋଜକ ଉପେନ୍ଦ୍ର ସୁନାନୀ, ଜୁନାଗଡ ବ୍ଲକ ସଂଯୋଜକ ମଧୁସୂଦନ ନାୟକ, ଧର୍ମଗଡ ବ୍ଲକ ସଂଯୋଜକ ଜଗନାଥ ସଗାଡ଼ିଆ ସହଯୋଗ କରିବା ସଙ୍ଗେ ସଙ୍ଗେ  ସଂଗଠନ କର୍ମୀ  ସନ୍ତୋଷ ବାରିକ,ଜ୍ୟୋତି ସେନାପତି, ନୋକେସି ସାହୁ, ପଣ୍ଡିତ ସୁନାନୀ, ପିତାମ୍ବର ଗୌଡ଼, ସୁଦର୍ଶନ ନାୟକ   ତଥା  ଗ୍ରାମର  volentear କ୍ଷେତ୍ର ମଣି  ଗହୀର, ଭୁବନ ଭୋଇ ,ଏମ୍. ବି.କେ, ସି.ଆର.ପି  ସନ୍ଧ୍ୟା ସାହୁ , ଅଙ୍ଗନବାଡି କର୍ମୀ କନକଲତ। ଭୋଇ , ମ.ରାମପୁର ର ସଂଗଠନ ସଭାପତି ଭାଗ୍ୟଲକ୍ଷ୍ମୀ ଭୋଇ, ସମ୍ପାଦିକା ଗଙ୍ଗ।ଦେବୀ ଗହୀର ,ୱାର୍ଡ ମେମ୍ବର,ସଂଗଠନ କମିଟି ମେମ୍ବର ଓ ସଂଗଠନ କର୍ମୀ   ତଥା ପ।କେଲ ପଡ଼ା ଗ୍ରାମର ସହପାଠୀ ଶିକ୍ଷକ ଶ୍ରୀ ଯୁକ୍ତ ବନମାଳୀ ବଗର୍ତ୍ତି ଏବଂ ଶ୍ରୀ ମତି ବନିତା ବାଗ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026

You Might Also Like