-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||     

HOME   ଜିଲ୍ଲା

ବିପର୍ଯ୍ୟୟର ମୁକାବିଲା ପାଇଁ ଟେବୁଲ ଟପ୍ ଏକ୍ସରସାଇଜ

19-Jun-2024



ନୂଆପଡ଼ା -(ରାମନାଥ ପଣ୍ଡା )
 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ସମ୍ମିଳନୀ କକ୍ଷରେ  ବ୍ଲକ ପ୍ରଶାସନ ପକ୍ଷରୁ ତଥା ବି ଡି ଓ ପ୍ରିୟରଞ୍ଜନ କୁମାରଙ୍କ ଅଧ୍ୟକ୍ଷତାରେ ବିପର୍ଯ୍ୟୟ ମୁକାବିଲା ପାଇଁ ବ୍ଲକ ସ୍ତରୀୟ ଅଧିକାରୀଙ୍କ ଟେବୁଲ ଟପ୍ ଏକ୍ସରସାଇଜ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟ ପର୍ଯ୍ୟବେକ୍ଷକ ବସନ୍ତ କୁମାର ନାୟକ ,ଡି ପି ଓ ( ଡି ଏମ୍) ମହେନ୍ଦ୍ର କୁମାର ସ୍ବାଇଁ , ଏମରଜେନ୍ସୀ ଅଫିସର ଆଲୋକ କୁମାର ଅନୁ ଗୁଲିଆ, ଡି ଏସ ଏସ ଓ ଏ କେ ହେମ୍ବ୍ରମ,ତହସିଲଦାର ସରିତା ଗୁପ୍ତା,ବ୍ଲକ ଉପାଧ୍ୟକ୍ଷା ସଙ୍ଗୀତା ମାଝୀ ମଞ୍ଚାଷିନ ଥିଲେ ।ସହକାରୀ ନିର୍ବାହୀ ଯନ୍ତ୍ରୀ ଆଶୁତୋଷ ନାୟକ,ଜି ପି ଇ ଓ ପ୍ରଫୁଲ୍ଲ କୁମାର ନାଏକ, ଡବ୍ଲୁ ଇ ଓ କ୍ଷଣପ୍ରଭା ପାଣିଗ୍ରାହୀ, ଏ ପି ଓ ରବିନାରାୟଣ ରାଉତ,ଅଗ୍ନିଶମ ବିଭାଗ ହାବିଲଦାର ସୁନିଲ କୁମାର ବେହେରା ଓ ଫାୟର ମେନ୍ ନରେନ୍ଦ୍ର ଶ୍ରୀଧର, ୟାର୍ ଅନୁଷ୍ଠାନ ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଯୋଶୀ,ସି ପି ସରୋଜ କୁମାର ପ୍ରଧାନ,ସମସ୍ତ କନିଷ୍ଠ ଯନ୍ତ୍ରୀ,ସମସ୍ତ ସରପଂଚ ଓ ସମିତି ମେମ୍ବର,ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଜି ଆର୍ ଏସ,ବ୍ଲକର ଅନ୍ୟାନ୍ୟ ଷ୍ଟାଫ୍,ପୋଲିସ ଅଧିକାରୀ ସଭାରେ ଉପସ୍ଥିତ ଥିଲେ ।ବାତ୍ୟା ଏବଂ ସାଇକ୍ଲୋନ ସମୟର ଜରୁରୀ କାଳୀନ ପରିସ୍ଥିତିର ମୁକାବିଲା ପାଇଁ ପୂର୍ବ ଓ ପର ପ୍ରସ୍ତୁତି ବିଷୟରେ ଆଲୋଚନା ହୋଇଥିଲା ।ଅଧିକାରୀ ଗଣ ଜରୁରୀ କାଳୀନ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ବ୍ଲକରେ ଥିବା ଆଶ୍ରୟ ସ୍ଥଳୀକୁ ପ୍ରସ୍ତୁତ ରଖିବାକୁ ତଥା ଏହାର ସମ୍ପୂର୍ଣ୍ଣ ଆନୁଷଙ୍ଗିକ ବ୍ୟବସ୍ଥାକୁ ପରଖିବା ପାଇଁ ରାଜ୍ୟ ପର୍ଯ୍ୟବେକ୍ଷକ ନିର୍ଦ୍ଦେଶ କରିଛନ୍ତି ।ବି ଡି ଓ ଏବଂ ତହସିଲଦାର ଏହି କାର୍ଯ୍ୟକ୍ରମର ନେତୃତ୍ୱ ନେବେ ତଥା ନୋଡାଲ ଅଫିସରମାନେ ତତ୍ପରତା ର ସହିତ କାର୍ଯ୍ୟ କରିବେ ବୋଲି ଜରୁରୀ କାଳୀନ ଡି ପି ଓ କହିଥିଲେ ।ଏହି ମକ୍ ଡ୍ରିଳ ତଥା ଟେବୁଲ୍ ଟପ୍ ପ୍ରୟୋଗ ପାଇଁ ସମସ୍ତଙ୍କ ସହଯୋଗ ତଥା ଜନପ୍ରତିନିଧି , ସ୍ୱେଚ୍ଛା ସେବୀ ସଂଗଠନ ଗୁଡ଼ିକୁ ମୁଖ୍ୟତଃ ସାମିଲ କରିବାକୁ  ଅଧିକାରୀ ପରାମର୍ଶ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026

You Might Also Like