-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||     

HOME   ଜିଲ୍ଲା

ନିଶାନ୍ ସାହିତ୍ୟ ସଂସଦ ତରଫରୁ ଶୀତଳ ଷଷ୍ଠୀ ଓ ପିତୃ ଦିବସ ଶୀର୍ଷକ କବିତା ପାଠୋତ୍ସବ

19-Jun-2024



ତୁଷୁରା(ପଞ୍ଚାନନ ନାଏକ): ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ଗତ ରବିବାର ଅପରାହ୍ନ ପାଞ୍ଚଟା ସମୟରେ *ଆମର୍ ପରବ୍ ଶୀତଲ୍ ଷଷ୍ଠୀ ଓ ପିତୃ ଦିବସ* ଶୀର୍ଷକ ଏକାଦଶ ଅଠାରି କବିତା ଆସର୍ ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସଂସଦର ସଭାପତି ଶ୍ଯାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସଂପାଦକ ଆଶୁକବି ହେମନ୍ତ ଦାଶ ସଭା ସଞ୍ଚାଳନ କରିଥିଲେ। ଏହି ଅବସରରେ ବିଶିଷ୍ଟ ସାହିତ୍ୟିକ ତଥା ସଂଗଠକ ଅଭିନବ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୀତଳଷଷ୍ଠୀ ପର୍ବର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ କବୟିତ୍ରୀ ତଥା ଶିକ୍ଷାବିତ ଶ୍ରୀମତୀ କସ୍ତୁରୀ ରଥ ଯୋଗ ଦେଇ ପିତୃ ଦିବସର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶିଷ୍ଟ କବି ଓ ଫଲଶାଫୁଲ୍ ର ସଂପାଦକ ପ୍ରଭାତ କୁମାର ଖମାରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆମର୍ ପରବ୍, ଆମର୍ ଗରବ୍ ଶୀତଳଷଷ୍ଠୀ ବୋଲି ଅଭିହିତ କରିଥିଲେ। ସଭାରେ ଉପସ୍ଥିତ ଶ୍ରୀ ପଟ୍ଟନାୟକ, ଶ୍ରୀମତୀ ରଥ ଓ ଶ୍ରୀ ଖମାରୀ ସାହିତ୍ୟ ମାଧ୍ୟମରେ ମାଁ, ମାତୃଭୂମି ଓ ମାତୃଭାଷାର ଉନ୍ନତି କଳ୍ପେ ସମାଜକୁ ସୁଧୁରେଇବା ପାଇଁ ନିଷାନ୍ ର ଏଭଳି ଅଭିନବ ଉପାୟକୁ ଭୂୟସୀ ପ୍ରଶଂସା କରିଥିଲେ। ସଭା ପ୍ରାରମ୍ଭରେ କଣ୍ଠଶିଳ୍ପୀ ସତ୍ୟ ନାରାୟଣ ମିଶ୍ର ଆବାହନୀ ସଂଗୀତ ପରିବେଷଣ କରିଥିବା ବେଳେ ସଭା ଶେଷରେ ବରିଷ୍ଠ କବୟିତ୍ରୀ କନକଲତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ନିଷାନ୍ ର ମୁଖ୍ୟ ଉପଦେଷ୍ଟା ସୋମନାଥ ମିଶ୍ର ଓ ଗୋପିକୃଷ୍ଣ ପଣ୍ଡିଆ ସଭା ପରିଚାଳନାରେ ସଂପୂର୍ଣ୍ଣ ସହଯୋଗ କରିଥିଲେ। ଦ୍ଵିତୀୟ ପର୍ଯ୍ୟାୟରେ ସଂଯୋଜିକା ତପସ୍ଵିନୀ ପଟ୍ଟନାୟକଙ୍କ ସୁନ୍ଦର ସଂଯୋଜନା ରେ କବିତା ଆସର ଅନୁଷ୍ଠିତ ହୋଇଥିଲା। ଏଥିରେ କୋଶଳାଞ୍ଚଳର ଶତାଧିକ କବି କବୟିତ୍ରୀ ଅଂଶଗ୍ରହଣ କରି ସ୍ଵରଚିତ କବିତା ପାଠ କରିଥିଲେ। ସର୍ବଶ୍ରୀ ବୈରାଗୀ ସାହୁ, ଗୋପିକୃଷ୍ଣ ପଣ୍ଡିଆ, ସତ୍ୟ ନାରାୟଣ ମିଶ୍ର, ସୋମନାଥ ମିଶ୍ର, ଶ୍ୟାମ ସୁନ୍ଦର ପ୍ରଧାନ, ଆଶୁକବି ହେମନ୍ତ ଦାଶ, ବ୍ଯଙ୍ଗକବି ଭରତ ନାଏକ, ଆଶୁତୋଷ ଠାକୁର, ପ୍ରସନ୍ନ କୁମାର ହୋତା, ପ୍ରସନ୍ନ ପ୍ରୟାସ ଭୋଇ, ରମଣୀ ରଞ୍ଜନ ବିଶ୍ବାଲ, ପୂର୍ଣ୍ଣଚନ୍ଦ୍ର ଭୋଇ, ସରୋଜ କୁମାର ଆଚାର୍ଯ୍ୟ, ଶୁଭେନ୍ଦୁ ପ୍ରସାଦ ଷାଣ୍ଢ, ରୋସନ କୁମାର ସାହୁ, ଚମ୍ପିୟାନ ଦାନୀ, କବୟିତ୍ରୀ ସାବିତ୍ରୀ ସାହୁ, ବବିତା ନାୟକ , କବିତା ମିଶ୍ର,ଟିଲି ମଲ୍ଲିକ, ତୃପ୍ତିମୟୀ ତ୍ରିପାଠୀ, ରଶ୍ମି ପାତ୍ର, ପ୍ରମୁଖ ସ୍ବରଚିତ କବିତା ପାଠ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026

You Might Also Like