-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||     

HOME   ଜିଲ୍ଲା

ସ୍ୱରାଜ ହସପିଟାଲରେ ପ୍ରସୂତୀଙ୍କୁ ଚିକିତ୍ସାରେ ଅବହେଳାରୁ ମୃତ୍ୟୁ ଅଭିଯୋଗ, ଅଭିଯୋଗକୁ କତ୍ତୃପକ୍ଷଙ୍କ ଖଣ୍ଡନ

19-Jun-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଲାଲଟିକ୍ରାଠାରେ ଥିବା ସ୍ୱରାଜ ମଲ୍ଟିସ୍ପେସାଲିଟି ହସପିଟାଲରେ ବିରୁୁଦ୍ଧରେ ଏକ ସାଂଘାତିକ ଅଭିଯୋଗ ଆସିଛି । ଜଣେ ପ୍ରସୂତୀଙ୍କୁ ଚିକିତ୍ସାରେ ଅବହେଳା କାରଣରୁ ତାଙ୍କର ଇନଫେକ୍ସନ ହୋଇ ରୋଗୀ ଜଣକର ମୃତ୍ୟୁ ହୋଇଥିବା ପ୍ରସୂତୀଙ୍କ ପରିବାର ଅଭିଯୋଗ କରି ଶବଧରି ରାତିରେ ଆନ୍ଦୋଳନ କରିବା ସହିତ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l ତେବେ ଅଭିଯୋଗକୁ ହସପିଟାଲ କତ୍ତୃପକ୍ଷ ସଂପୂର୍ଣ୍ଣ ଖଣ୍ଡନ କରି ଚିକିତ୍ସlରେ କୌଣସି ଅବହେଳା କରାଯାଇ ନାହିଁ ବରଂ ରୋଗୀର ଅତ୍ୟଧିକ ରକ୍ତଚାପ ଯୋଗୁଁ ଏଭଳି ହୋଇଥିବା ଓ ରୋଗୀକୁ ଏଠାରେ ରେଫର କଲା ବେଳେ ବଞ୍ଚିଥିଲା ବୋଲି କୁହାଯାଇଛି। ଅଭିଯୋଗରୁ ଜଣାଯାଇଛି ଯେ,ପାଟଣାଗଡର ଶ୍ରଦ୍ଧାଞ୍ଜଳି ମହାନନ୍ଦ ନାମ୍ନୀ ଜଣେ ଗର୍ଭବତୀ ଗତ ଜୁନ ୧୨ ତାରିଖରେ ପ୍ରସବ ପାଇଁ ବଲାଙ୍ଗୀର ଲାଲଟିକ୍ରାସ୍ଥିତ ସ୍ୱରାଜ ମଲ୍ଟି ସ୍ପେସାଲିଟି ହସପିଟାଲରେ ଭର୍ତ୍ତି ହୋଇଥିଲେ। ସେତେବେଳେ ତାଙ୍କର ଅତ୍ୟଧିକ ରକ୍ତଚାପ ରହିଥିଲା। ସେଥିପାଇଁ ସେହି ଦିନ ହିଁ ତାଙ୍କର ସିଜରିଆନ ଅପରେସନ କରାଯାଇ ପ୍ରସବ କରାଯାଇଥିଲା। କିନ୍ତୁ ପରଦିନ ତାଙ୍କର ସ୍ୱାସ୍ଥ୍ୟସ୍ଥିତିରେ ଅବନତୀ ଘଟିଲା। ସେଥିପାଇଁ ଆଇସିୟୁରେ ତାଙ୍କୁ ରଖାଯାଇଥିଲା । ସେତେବେଳେ ରୋଗୀର ହୃଦରୋହ ଥିବା ସନ୍ଦେହ କରାଯାଉଥିବା ହସପିଟାଲ କତ୍ତୃପକ୍ଷ କୁଆଡେ କହିଥିଲେ। କିନ୍ତୁ ପରେ ପରେ ଶ୍ରଦ୍ଧାଞ୍ଜଳିଙ୍କ ସ୍ଥିତିରେ କୌଣସି ଉନ୍ନତି ନହୋଇ ବରଂ ଆହୁରି ବିଗିଡିବାରେ ଲାଗିଥିଲା। ଶେଷରେ ୧୭ ତାରିଖରେ ତାଙ୍କୁ ଅନ୍ୟ ବଡହସପିଟାଲକୁ ନେଇ ଚିକିତ୍ସା କରାଇବାକୁ ରେଫର କରି ଦିଆଗଲା । ନେବା ବେଳକୁ ରୋଗୀର ହୋସ ନଥିଲା । ରୋଗୀର ପରିଜନ ବରଗଡ ବିକାଶ ହସପିଟାଲକୁ ନେଇ ଥିଲେ। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ସହ ବହୁ ସମୟ ପୂର୍ବରୁ ଶ୍ରଦ୍ଧାଞ୍ଜଳିଙ୍କ ମୃତ୍ୟୁ ହୋଇଯାଇଥିବା କହିଥିଲେ ବୋଲି ରୋଗୀର ପରିବାରବର୍ଗ ଅଭିଯୋଗ କରିଛନ୍ତି। ତେବେ ପରିବାର ଲୋକ ଶ୍ରଦ୍ଧାଞ୍ଜଳିଙ୍କ ଶବକୁ ଧରି ଆସି ସ୍ୱରାଜ ହସପିଟାଲ ସାମନାରେ ରଖି ଆନ୍ଦୋଳନ କରିଥିଲେ। ସ୍ୱରାଜ ହସପିଟାଲରେ ଚିକିତ୍ସାରେ ଅବହେଳା କରାଯାଇଥିବା କାରଣରୁ ଶ୍ରଦ୍ଧାଞ୍ଜଳିଙ୍କ ମୃତ୍ୟୁ ହୋଇଯାଇଥିବା ଅଭିଯୋଗ କରିବା ସହିତ ହସପିଟାଲ କତ୍ତୃପକ୍ଷଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେଇ କ୍ଷତିପୂରଣ ଦେବାକୁ ଦାବି କରାଯାଇଥିଲା । ଘଟଣାର ଖବର ପାଇ ଟାଉନଥାନା ଆଇଆଇସି ବିଶ୍ୱଜିତ ମନବୋଧ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ । ଘଟଣାର ତଦନ୍ତ କରାଯାଇ ଦୋଷୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରି ଟାଉନଥାନାରେ ଏକ ଲିଖିତ ଅଭିଯୋଗ ମଧ୍ୟ ହୋଇଛି । ସେପଟେ ଏଭଳି ଅଭିଯୋଗକୁ ସ୍ୱରାଜ ହସପିଟାଲ କତ୍ତୃପକ୍ଷ ଖଣ୍ଡନ କରିଛନ୍ତି । ଡ.ସୁଜ୍ଞାନ ମିଶ୍ରଙ୍କୁ ପଚାରିବାରୁ ସେ କହିଛନ୍ତି ଯେ,ରୋଗୀ ଏପମିଟ ହେବା ସମୟରେ ଅତ୍ୟଧିକ ରକ୍ତଚାପ ରହିଥିଲା । ସେଥିପାଇଁ ସାଙ୍ଗେ ସାଙ୍ଗେ ତାର ସିଜରିଆନ କରାଯାଇଥିଲା । ଅମେ ସବୁ ପ୍ରକାର ଉଦ୍ୟମ କଲା ପରେ ମଧ୍ୟ ସ୍ୱାସ୍ଥ୍ୟରେ ଅବନତି ହେବାରୁ ଆମେ ରେଫର କରିଦେଲୁ । ସେମାନେ ବରଗଡ ବିକାଶ ହସପିଟାଲକୁ ନେଇ ଭର୍ତ୍ତି କରିଥିଲେ ଓ ସେଠାରେ ରୋଗୀକୁ ଚିକିତ୍ସା ମଧ୍ୟ କରାଯାଇଥିବା ପ୍ରମାଣ ଆମ ପାଖରେ ରହିଛି ବୋଲି ଡ.ସୁଜ୍ଞାନ ମିଶ୍ର କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026

You Might Also Like