-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||     

HOME   ଜିଲ୍ଲା

ନାଇକେନପାଲିରେ ବ୍ଳକସ୍ତରୀୟ ବିଶ୍ଵ ରକ୍ତ ଶିକୁଳି ଦିବସ ପାଳିତ

19-Jun-2024



(ମନୋରଞ୍ଜନ ତ୍ରିପାଠୀ )
ସିକଲ ସେଲ ବା ରକ୍ତ ଶିକୁଳି ରୋଗ ଏକ ବଂଶଗତ ରୋଗ ଯାହାଦ୍ଵାରା ରକ୍ତରେ ହିମୋଗ୍ଲୋବିନ ତିଆରି କରୁଥିବା ଜିନ୍ ତୃଟି ଯୁକ୍ତ ହୋଇଥାଏ । ଏହାଦ୍ଵାରା ଶରୀରରେ ଲୋହିତ ରକ୍ତକଣିକା କମିଯିବା, ଶରୀର ଓ ଗଣ୍ଠିରେ ଗମ୍ଭୀର ଯନ୍ତ୍ରଣା, ଥକ୍କାପଣ, ଆଖି ହଳଦିଆ ପଡ଼ିଯିବା, ନିଶ୍ୱାସ ପ୍ରଶ୍ୱାସରେ କଷ୍ଟ, ବାରମ୍ବାର ସଂକ୍ରମିତ ହେବା, ଗର୍ଭାବସ୍ଥା ରେ ଜଟିଳତା ଏବଂ ଅଙ୍ଗହୀନ ବା ବିକଳାଙ୍ଗ ହେବାପରି ଜଟିଳ ସ୍ଥିତି ଉପୁଜି ପାରେ। ଏହା ଏକ ଜରୁରୀକାଳୀନ ସ୍ଥିତି ଅଟେ, ତେଣୁ ତୁରନ୍ତ ଡାକୁରଙ୍କ ପରାମର୍ଶ ନେବା ଉଚ଼ିତ ବୋଲି ଆଜି ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥୁକେନ୍ଦ୍ର ସଭାଗୃହରେ ଆୟୋଜିତ ହୋଇଥିବା ବ୍ଲକସ୍ତରୀୟ ବିଶ୍ଵ ରକ୍ତ ଶିକୁଳି ଦିବସ ପାଳନୋତ୍ସବରେ ଅଧ୍ୟକ୍ଷତା କରି ସ୍ୱାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ରାମଶଙ୍କର ତ୍ରିପାଠୀ କହିବା ସହ ଏହି ରୋଗ ବଂଶଗତ ଅଟେ ତେଣୁ ନିଜ ସ୍ୱାସ୍ଥ୍ୟ ଏବଂ ନିଜ ପରିବାରର ଭବିଷ୍ୟତ ସ୍ୱାସ୍ଥ୍ୟରକ୍ଷା ପାଇଁ ପରୀକ୍ଷଣ କରାଇ ଦେବାକୁ ସେ ଉପସ୍ଥିତ ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ । ଯଦି ମାତା ପିତା ଉଭୟେ ସିକିଲ ସେଲ ରକ୍ତହୀନତା ଗ୍ରସ୍ତ ତେବେ ସନ୍ତାନସନ୍ତତି ମଧ୍ୟ ସିକଲସେଲ ରୋଗ ଦ୍ଵାରା ସଂକ୍ରମିତ ହୋଇଥାନ୍ତି ତେଣୁ ବିବାହ ପୂର୍ବରୁ ରକ୍ତ ପରୀକ୍ଷା କରାଇ ନେଇ ସେହି ଅନୁସାରେ ନିଜ ଜୀବନସଂଗୀ ଚୟନ ପୂର୍ବକ ଏହି ଶିଶୁଳିକୁ ଭାଙ୍ଗି ପାରିଲେ ଆମେ ରକ୍ତ ଶିକୁଳି ରୋଗକୁ ହରାଇ ପାରିବା ବୋଲି ସେ କହିଥିଲେ । ୨୦୪୭ ସୁଦ୍ଧା ଭାରତକୁ ସିକଲସେଲ ରକ୍ତହୀନତାରୁ ମୁକ୍ତ କରିବା ପାଇଁ କେନ୍ଦ୍ରିୟ ବଜେଟରେ ଏକ ମିଶନ ଘୋଷଣା କରାଯାଇଛି । ଏଥିରେ ସଚ଼େତନତା ସୃଷ୍ଟି, ପ୍ରଭାବିତ ଜନଜାତି ଅଞ୍ଚଳର ୦-୪୦ ବର୍ଷର ସମସ୍ତ ଜନସାଧାରଣଙ୍କୁ ଯାଞ୍ଚ, ଚିହ୍ନିତ ରୋଗୀକୁ ଚିକିତ୍ସା ଓ ସେବା ଯୋଗାଇ ଦିଆଯିବ। ଚଳିତ ବର୍ଷ ୧୯ ଜୁନରୁ ୦୩ ଜୁଲାଇ ପର୍ଯ୍ୟନ୍ତ ରକ୍ତଶିକୁଳି ରକ୍ତହୀନତା ନିରାକରଣ ସଚେତନତା ଅଭିଯାନ ଚାଲୁଅଛି । ଏଥିରେ ସାମିଲ ହେବାକୁ ଜନସାଧାରଣଙ୍କୁ ଏହି ଅବସରରେ ଅନୁରୋଧ କରାଯାଇଥିଲା | ପାଳନୋତ୍ସବରେ ଆଶାକର୍ମୀ, ଅଙ୍ଗନବାଡି କର୍ମୀ, ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ସ୍ୱୟଂସହାୟକ ଗୋଷ୍ଠୀର ସଦସ୍ୟ ଏବଂ ଜନସାଧାରଣ ସାମିଲ ଥିଲେ। ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ପ୍ରମୋଦ କୁମାର ଧରୁଆ ଉପସ୍ଥିତ ଥିବାବେଳେ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ମଂଚ଼ାସୀନ ଥିଲେ। ଏହି ଅବସରରେ ପୂର୍ବରୁ ସିକଲସେଲ ରୋଗ ଚିହ୍ନଟ ପାଇଁ ରକ୍ତ ପରୀକ୍ଷା କରାଇଥିବା ହିତାଧିକାରୀଙ୍କୁ କାର୍ଡ଼ ବଣ୍ଟନ କରାଯାଇଥିଲା । ବ୍ଲକ କାର୍ଯ୍ୟକ୍ରମ ପରିଚାଳକ ପ୍ରିୟ ରଞ୍ଜନ ସାହୁ ସମଗ୍ର କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିବା ବେଳେ ସ୍ୱାସ୍ଥ୍ୟ ପରିଦର୍ଶକ ଶାନ୍ତ୍ବନୁ ମେହେର ଏବଂ ମହିଳା ସ୍ୱାସ୍ଥ୍ୟକର୍ମୀ ରଂଜିତା ପଣ୍ଡା କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ ।

- * ଶିକୁଳି ଭାଙ୍ଗି ପାରିଲେ ରକ୍ତ ଶିକୁଳି ରୋଗକୁ ହରାଇବା ସହଜ ହେବ - ଅଧୀକ୍ଷକ*


News Comment




Photo in News

Advertisment
Lastest News
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026

You Might Also Like