-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ତଥା ଏହାର ସୁପରିଚାଳନା ପାଇଁ ବୈଠକ

19-Jun-2024



ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଜରୁରୀ କାଳୀନ ବିଭାଗ ଦ୍ୱାରା ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ତଥା ଏହାର ସୁ-ପରିଚାଳନା ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ଡ଼ଃ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଟେବଲ ଟୋପ ଏକସରସାଇଜ କର୍ମଶାଳା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ର, ପ୍ରକଳ୍ପ ନିର୍ଦ୍ଧେଶକ ସହରାଞ୍ଚଳ ଉନ୍ନୟନ ସଂସ୍ଥା ଶ୍ରୀ ପ୍ରଫୁଲ୍ଲ କୁଜର, ବଲାଙ୍ଗୀର ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ଓ ପର୍ଯ୍ୟବେକ୍ଷକ, ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ଶ୍ରୀ ପ୍ରଭୁଦତ୍ତ ପାଢୀ ପ୍ରମୁଖ ମଞ୍ଚାସୀନ ଥିଲେ । ଜିଲ୍ଲା ଜରୁରୀକାଳୀନ ଅଧିକାରୀଣୀ ଶ୍ରୀମତୀ ସସ୍ମୀତା ପ୍ରଧାନ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଓଡିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଦ୍ଵାରା କରାଯାଉଥିବା ବିଭିନ୍ନ ଭୂମିକା ସମ୍ପର୍କରେ ପ୍ରାରମ୍ଭିକ ସୂଚନା ଦେବା ସହ ବଲାଙ୍ଗିର ଜିଲ୍ଲା ରେ ବିପର୍ଯୟ ପ୍ରସ୍ତୁତି ଓ ବିପର୍ଯୟ ପ୍ରଶମନ ସମ୍ପର୍କରେ ଗ୍ରହଣ କରାଯାଉଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ଆଗୁଆ ପଦକ୍ଷେପ ନେବା ସହ ଏହାର ସୁପରିଚାଳନା ନିମନ୍ତେ ଜିଲ୍ଲା କାର୍ଯ୍ୟାଳୟ ,ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ,ସମସ୍ତ ବ୍ଲକ ,ତହସିଲ ଓ ଜରୁରୀ ସେବା ଯୋଗାଉଥିବା ସମସ୍ତ କାର୍ଯ୍ୟାଳୟ ଗୁଡିକରେ କଣ୍ଟ୍ରୋଲ ରୁମ ଖୋଲାଯିବା, ଖାଦ୍ୟଶସ୍ୟର ରକ୍ଷଣାବେକ୍ଷଣ, ବନ୍ୟା ପ୍ରବଣ ଅଞ୍ଚଳ ତଥା ତଳି ଅଞ୍ଚଳ ଗୁଡିକରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ରେ ଉଦ୍ଧାର ଓ ଥଇଥାନ କରିବା ନିମନ୍ତେ ଅସ୍ଥାୟୀ ଆଶ୍ରୟ ସ୍ଥଳୀ ଗୁଡିକ ଚିହ୍ନଟ, ବର୍ଷା ପୂର୍ବରୁ ସମସ୍ତ ନାଳ ଗୁଡିକୁ ସଫା କରିବା , ଜଳ ଯୋଗାଣ କୁ ସୁବନ୍ଦୋବସ୍ତ କରିବା ସହ ନିୟମିତ ସମୟ ବ୍ୟବଧାନ ରେ ସମସ୍ତ ନଳକୂପ ,ପାଇପ ଜଳ ଯୋଗାଣ ,କୂପ ଇତ୍ୟାଦି କୁ ବିଶୁଦ୍ଧକରଣ କରିବା, ବିଦ୍ୟୁତ ସରବାହ, ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଜିଲ୍ଲା ଓ ଉପଖଣ୍ଡ ଚିକିତ୍ସାଳୟ ଗୁଡିକରେ ଆବଶ୍ୟକ ପରିମାଣ ର ଔଷଧ ,ହାଲୋଜେନ ବଟିକା ,ବ୍ଲିଚିଂ ପାଉଡର ଇତ୍ୟାଦି ମହଜୁଦ କରି ରଖିବା ସହ ପରିମଳ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ, ସମ୍ଭାବ୍ୟ ବନ୍ୟା ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରାଣୀ ସମ୍ପଦର ସୁରକ୍ଷା ନିମନ୍ତେ ଆଗୁଆ କାର୍ଯ୍ୟଖସଡା ପ୍ରସ୍ତୁତ କରିବା, ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ଓ ନଦୀବନ୍ଧ ଗୁଡିକର ବନ୍ୟା ପ୍ରବଣ ସ୍ଥାନ ଚିହ୍ନଟ କରି ଆବଶ୍ୟକ ପ୍ରତିକାର ଗ୍ରହଣ କରିବା ତଥା ବନ୍ୟା ପ୍ରବଣ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ ରଖିବା, ଅଗ୍ନି ନିରାପତ୍ତା, ଓଡ୍ରାଫ ୟୁନିଟ , ବଲାଙ୍ଗିର ର ପ୍ରମୁଖ ଭୂମିକା ଉପରେ ଆଲୋକପାତ କରା ଯାଇଥିଲା | ଏତଦବ୍ୟତୀତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ, ବନ୍ୟା, ବାତ୍ୟା ର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ଏହି ବୈଠକରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଯନ୍ତ୍ରୀ , ଜଳ ସେଚନ ବିଭାଗ, ଗୋବର୍ଦ୍ଧନ ନାୟକ, ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ଃ. କିଶୋର ଚନ୍ଦ୍ର ମିଶ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ପ୍ରମୋଦ ମିଶ୍ର, ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜନ ସ୍ଵାସ୍ଥ୍ୟ ବିଭାଗ ମୁଖ୍ୟଜନ୍ତ୍ରୀ ରାଜେଶ କୁମାର ବେହେରା, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ରୌପ୍ୟ ରଞ୍ଜନ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ, ବଲାଙ୍ଗୀର, ଉଦ୍ୟାନ ବିଭାଗ ଉପନିର୍ଦେଶକ ପ୍ରଫୁଲ୍ଲ କୁମାର ଭଞ୍ଜ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି , ସହାୟକ ନିର୍ବାହୀ ଅଧିକାରୀ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଟିଟିଲାଗଡ, ସହାୟକ ନିର୍ବାହୀ ଅଧିକାରୀ, ରାଜ୍ୟ ରାଜପଥ ବିଭାଗ, ଟିଟିଲାଗଡ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ଵାଳ, ନିର୍ବାହୀ ଯନ୍ତ୍ରୀ, ବିଦ୍ୟୁତ ବିଭାଗ ସୁବ୍ରତ କୁମାର ସେଠ, ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ, ବେଣୁଧର ପାଣିଗ୍ରାହୀ, ଡୁଡ଼ା, ବଲାଙ୍ଗୀର ମୁକେଶ କୁମାର ସିଂ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ, ସିଡ଼ିଭିଓ ଡ଼ଃ. ସୁକୁରାମ ମୁଣ୍ଡ ଏବଂ ଓଡ୍ରାଫର କର୍ମଚାରୀ ପ୍ରମୁଖ ଯୋଗଦାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like