-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ପୌର ପରିଷଦ ପକ୍ଷରୁ ମକଡ୍ରିଲ*- *ପ୍ରଶାସନ ତତ୍ପର*- *ଜିରୋ କାଜୁଆଲିଟି ଉପରେ ରଖିବ ନଜର*-

19-Jun-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ର ମୁକାବିଲା ପାଇଁ ଆଜି ସୋନପୁର  ପାନ୍ଥ ନିବାସ ନିକଟସ୍ଥ ବହୂ ମୁଖି ବନ୍ୟା ଆଶ୍ରୟ ସ୍ଥଳୀ ରେ ସାମୂହିକ ଅଭ୍ୟାସ କାର୍ଯ୍ଯକ୍ରମ ଅନୁଷ୍ଟିତ ହୋଇଥିଲା l ପିଡି ଡୁଡ଼ା ଶ୍ରୀ ବିଶ୍ଵନାଥ ବାରିକ୍ ଏହି ସଚେତନତା ସଭାରେ ଅଧ୍ୟକ୍ଷତା କରି ଜିଲ୍ଲା ରେ ବନ୍ୟା ବାତ୍ୟା ସମେତ ପ୍ରାକୃତିକ ବିପର୍ଯ୍ୟୟ ର କିଭଳି ସହଜ ରେ ମୁକାବିଲା କରି ପାରିବା  ଏଥିପାଇଁ ରାଜସ୍ବ, ଅଗ୍ନିଶମ ,ପୌର କର୍ମଚାରୀ ଓ ପ୍ରଶାସନ ର ସମସ୍ତ ବିଭାଗ କର୍ମଚାରୀ ଙ୍କ ଅକ୍ଲାନ୍ତ ପରିଶ୍ରମ ଓ ଉଦ୍ୟମ ଜରୁରୀ ବୋଲି ମତ ରଖି ପୂର୍ବ ବନ୍ୟା ବାତ୍ୟା ସମୟର ଅନୁଭୂତି ପ୍ରକାଶ କରିଥଲେ l ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଙ୍କ ନିର୍ଦ୍ଧେଶ ରେ ସୋନପୁର ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଈଂ ମନୋରଞ୍ଜନ ପଣ୍ଡା ଙ୍କ ସଂଯୋଜନl ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ ସୋନପୁର ତହସିଲଦାର ରିତାରାଣି ପୁଝାରୀ ଯୋଗ ଦେଇଥିଲେ l ଏବଂ ଜିରୋ କାଜୁଆଲିଟି ହେଉଛି ସରକାର ଙ୍କ  ଲକ୍ଷ୍ୟ ବୋଲି ମତ ପ୍ରକାଶ କରି ବନ୍ୟା ବାତ୍ୟା ରେ ଯେମିତି ଜିଲ୍ଲା ରେ ଗୋଟିଏ ବି ବହୁମୂଲ୍ୟ ଧନ ଜୀବନ ନଷ୍ଟ ନ ହେବ ସେଥି ପ୍ରତି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇଛି ବୋଲି ଶ୍ରୀମତୀ ପୂଜାରୀ କହିଥିଲେ l ଓ ଗ୍ରାମାଞ୍ଚଳ ରୁ ଜିଲ୍ଲା ଓ ରାଜ୍ଯ ସ୍ତରକୁ କିଭଳି ତୁରନ୍ତ ସମସ୍ତ ସୁଚନା ଦେଇପାରିବା ସେଥି ପ୍ରତି ସଜାଗ ରହିଛୁ ବୋଲି କହିଥିଲେ l ଅନ୍ୟତମ ଅତିଥି ଭାବେ ପୌର ପରିଷଦ ଅଧ୍ୟକ୍ଷା ତାମସି ତlମସ୍ମିତା ନାଏକ, ଅଗ୍ନିଶମ ବିଭାଗ ଅଧିକାରୀ, କାଉନସିଲର ଗଙ୍ଗା ତରିଆ, ବନିତା ପଶାୟତ, ଓ ଜନ ସ୍ଵାସ୍ଥ୍ୟ ବିଭାଗ କର୍ମଚାରୀ ଆୟୁବ ଖାଁ ଯୋଗ ଦେଇ ଉପସ୍ଥିତ ସ୍ୱଚ୍ଛ ସାଥୀ ସମସ୍ତ ବିଭାଗ ଅଧିକାରୀ କର୍ମଚାରୀ ଙ୍କୁ ସଚେତନ କରାଇ ଥିଲେ l ବନ୍ୟା ବାତ୍ୟା ବିଜୁଳି ଓ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ରୁ ସୁରକ୍ଷା ପାଇଁ ଅଗ୍ନିଶମ ବାହିନୀର  କର୍ମଚାରୀ ଡେମୋ ମାଧ୍ୟମ ରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ l ସଭାରେ ସୋନପୁର ଆର୍ ଆଇ ଶ୍ରୀ ସୁଧିର ପାଣ୍ଡିଆ, ଇଞ୍ଜିନିୟର କାହୁଁ ଚରଣ ସ୍ବାଇଁ, ଅଶୋକ ପ୍ରଧାନ, ଶ୍ରୀ ମୁର୍ମୁ, ଶାଶ୍ଵତ ଠାକୁର, ବିଶ୍ୱଜିତ୍ ମିଶ୍ର, ସ୍ବଚ୍ଛ ସୁପର ଭାଇଜର ମାନିନୀ ମିଶ୍ର ଙ୍କ ସମେତ ପୌର ସାନିଟାରୀ କର୍ମଚାରୀ ଓ ବିଭିନ୍ନ ବିଭାଗ ର ବହୂ କର୍ମଚାରୀ ଓ ମହିଳା ଯୋଗ ଦେଇ ସହଯୋଗ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like