-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ୱ ରକ୍ତ ଶିକୁଳି ଦିବସ ପାଳିତ

19-Jun-2024



(ମନୋରଞ୍ଜନ ତ୍ରିପାଠୀ )
 ସ୍ଥାନୀୟ ସୋନପୁର ଟାଉନ ହଲ ପ୍ରକୋଷ୍ଠ ରେ ବିଶ୍ୱ ରକ୍ତ ଶିକୁଳି ଦିବସ ପାଳିତ ହୋଇଯାଇଛି I ଉକ୍ତ ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା: ଦୁର୍ଗାଦତ୍ତ ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସଭାରେ ମ୍ୟୁନିସିପାଲିଟି ଚେୟାରମ୍ୟାନ ଶ୍ରୀମତୀ ତାପସୀ ତାମସ୍ମିତା ନାଏକ ମୁଖ୍ୟ ଅତିଥି, ସିଡିଓ କମ ଇଠ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଡ଼ିଏସଡବ୍ଲୁଓ ଅନୁପମା ପଣ୍ଡା, ଡିବ୍ଲୁଓ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା ମନୋଜ କୁମାର ଅଦାବାର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା. ଦୈତ୍ୟ ନାରାୟଣ ପାଢ଼ୀ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡ଼ା. ରମେଶ ଚନ୍ଦ୍ର ସ୍ୱାଇଁ, ବ୍ଲଡ଼ ବ୍ୟାଙ୍କ ଅଧିକାରୀ ଡ଼ା. ମାନସ ଦାସ, ADWO ସଂଯୁକ୍ତା ମାଝି ଓ ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର ବିଶ୍ୱମ୍ବର ବେହେରା ପ୍ରମୁଖ ମଞ୍ଚାସିନ ଥିଲେ I ଜିଲ୍ଲା ଅତିରିକ୍ତ ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ଙ୍କ ସଂଯୋଜନା ରେ  ଅନୁଷ୍ଠିତ ଏହି ସଭାରେ ସଚେତନତା ସୃଷ୍ଟି କରି କେନ୍ଦ୍ରୀୟ ବଜେଟ ୨୦୨୩ ରେ ୨୦୪୭ ସୁଦ୍ଧା ଭାରତକୁ ସିକିଲ ସେଲ ଏନିମିଆ ରୁ ମୁକ୍ତ କରିବା ପାଇଁ ଲକ୍ଷ ରଖାଯାଇଛି ବୋଲି ଅତିଥି ମାନେ ମତ ପ୍ରକାଶ କରିଥିଲେ I  ସିକିଲ ସେଲ ରୋଗ ଏକ ବଂଶଗତ ରୋଗ ଯାହାଦ୍ୱାରା ରକ୍ତରେ ହିମୋଗ୍ଲୋବିନ ତିଆରି କରୁଥିବା ଜିନ ତ୍ରୁଟିପୂର୍ଣ୍ଣ ହୋଇଥାଏ I ସାଧାରଣ ରକ୍ତ କଣିକା ତୁଳନାରେ ସିକିଲ ସେଲ କଣିକା ଗୁଡିକର ଆୟୁ କମ ରହୁଥିବାରୁ ଶରୀରରେ ରକ୍ତହୀନତା ସ୍ଥିତି ଉତ୍ପନ୍ନ ହୋଇଥାଏ I ଉଭୟ ମାତାପିତାଙ୍କ ମଧ୍ୟରୁ ଯଦି ଜଣଙ୍କ ପାଖରେ ତ୍ରୁଟିଯୁକ୍ତ ଜିନ ରହିଥାଏ, ତେବେ ସନ୍ତାନ ସନ୍ତତି ମଧ୍ୟ ସିକିଲ ସେଲ ରୋଗ ଦ୍ୱାରା ସଂକ୍ରମିତ ହୋଇଥାନ୍ତି I ତେଣୁ ସମସ୍ତେ ପରୀକ୍ଷଣ କରି ନିଜର ସିକିଲ ସେଲ ସ୍ଥିତି ଜାଣିପାରି ସଂକ୍ରମଣ ର ବ୍ୟବଧାନ କୁ ଦୂର କରି ଏକ ସୁସ୍ଥ ସୁନ୍ଦର ସମାଜ ଗଠନରେ ସହାୟକ ହୋଇ ପାରିବ I 
   ଉକ୍ତ ସଭାରେ ଅଙ୍ଗନବାଡି କର୍ମୀ, ଆଶା, ANMTC ଛାତ୍ରୀ, ସ୍କୁଲ ଶିକ୍ଷକ, ଏସ ଏଚ ଜି ମେମ୍ବର, ସ୍ୱାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ I ଅତିଥି ମାନଙ୍କ ଦ୍ୱାରା ସିକିଲ ସେଲ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ କରାଯାଇଥିଲା I ଶେଷରେ ଜିଲ୍ଲା ଆଶା ସାଂଯୋଜକ ତରଣୀସେନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ  I


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like