-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ଷ୍ଟେଟ ୟୁନିଅନ ଅଫ୍ ଜର୍ନାଲିଷ୍ଟସ (ଏସୟୁଜେ) ର ବୈଠକ

19-Jun-2024



ଭୁବନେଶ୍ବର(ପ୍ରେରଣା ଖବର): ଆଜି "ଷ୍ଟେଟ ୟୁନିଅନ ଅଫ୍ ଜର୍ନାଲିଷ୍ଟସ (ଏସୟୁଜେ) ଓଡ଼ିଶା" ର କର୍ମକର୍ତ୍ତା ଓ ବରିଷ୍ଠ ସଭ୍ୟ ମାନଙ୍କ ବୈଠକ ଭୁବନେଶ୍ୱର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ସଭାଗୃହରେ ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା କ୍ରମେ ଅନୁଷ୍ଠିତ ହୋଇଯାଇଛି।ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ପାଢୀ ସ୍ଵାଗତ ସୂଚନା ପ୍ରଦାନ ଓ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ। କଲ୍ୟାଣ ପାଣ୍ଠି ଅଧ୍ୟକ୍ଷ ଗଗନ ବିହାରୀ ସାହୁ, ବରିଷ୍ଠ ସଭ୍ୟ ସନ୍ତୋଷ କୁମାର ମିଶ୍ର, ରାଜ୍ୟ ଉପସଭାପତି ବାସୁଦେବ ତ୍ରିପାଠୀ, ରାଧାଶ୍ୟାମ ପ୍ରଧାନ, କୀର୍ତ୍ତିଚନ୍ଦ୍ର ସାହୁ, ସମରେଶ ମିଶ୍ର, ଯୋଗାଯୋଗ କାର୍ଯ୍ୟନିର୍ବାହୀ ଶଶୀଭୂଷଣ ଷଡଙ୍ଗୀ, ଜାତୀୟ 

ସମ୍ପାଦକ ବବୁଲ ସିଂ, କାର୍ଯ୍ୟକାରିଣୀ ସଭ୍ୟ ପ୍ରୟାଗରାଜ କର, ଦୀଲ୍ଲିପ କୁମାର ମିଶ୍ର, ସ୍ଵତନ୍ତ୍ର ନିମନ୍ତ୍ରିତ ସଭ୍ୟ ଚିନ୍ତାମଣି ପାଢ଼ୀ, ରାଜ୍ୟ ସମ୍ପାଦକ ମହେନ୍ଦ୍ର କୁମାର ଦର୍ଜୀ, ହେମାଙ୍କ ପ୍ରସାଦ ରାଉଳ, ଶିବାଶିଷ ମହାନ୍ତି, ସଂଗଠନ ସମ୍ପାଦକ ସନ୍ତୋଷ କୁମାର ସ୍ୱାଇଁ, ସହ ସଂଗଠନ ସମ୍ପାଦକ ଟୁନା ଜେନା, ବରିଷ୍ଠ ସଭ୍ୟ ରମେଶ ପ୍ରଧାନ, ଉମାକାନ୍ତ ସାମନ୍ତରାୟ, ସୁବାଷ ପ୍ରଧାନ, ରଘୁନନ୍ଦନ ସିଂ, ସରୋଜ ଓଝା, ନିବେଦିତା ସିଂ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଗତ ବାର୍ଷିକ ଉତ୍ସବ ଏବଂ ଅନ୍ୟାନ୍ୟ ଆୟବ୍ୟୟର ହିସାବ ପ୍ରଦାନ କରାଯାଇଥିଲା। ଆଗାମୀ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଏବଂ ପ୍ରାନ୍ତୀୟ ବୈଠକ ଝାରସୁଗୁଡ଼ା ଠାରେ ଅନୁଷ୍ଠିତ ହେବ ବୋଲି ନିଷ୍ପତି ହୋଇଛି।
   ଅନ୍ୟପକ୍ଷରେ ଝାରସୁଗୁଡା ଜିଲ୍ଲାର ବରିଷ୍ଠ ସଭ୍ୟ ସନ୍ତୋଷ କୁମାର ମିଶ୍ରଙ୍କୁ ସର୍ବସମ୍ମତି କ୍ରମେ ସ୍ୱତନ୍ତ୍ର ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଥିଲା। ଶେଷରେ ସମ୍ପାଦକ ମହେନ୍ଦ୍ର କୁମାର ଦର୍ଜୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like