-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||     

HOME   ଜିଲ୍ଲା

ବିଶ୍ଵ ରକ୍ତ ଶିକୁଳି ଦିବସ  ପାଳିତ 

20-Jun-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ପଞ୍ଚାୟତ ମହାବିଦ୍ୟାଳୟ କଣ୍ଟାମାଲରେ ବିଶ୍ଵ ରକ୍ତ ଶିକୁଳି ଦିବସ ମହାବିଦ୍ୟାଳୟର ଅଧକ୍ଷା ଶ୍ରୀମତୀ ପ୍ରଭାସିନୀ ଖଟୁଆଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର

ଡକ୍ଟର ଜଗଦିଶ ସେଠୀ ଯୋଗ ଦେଇ ଥିଲେ । ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ବହୁ ସଂଖ୍ୟାରେ ଅଂଶଗ୍ରହଣ କରି ରକ୍ତ ଶିକୁଳି

ଏବଂ ତାର ନିଦାନ ବିଷୟରେ ବିଶେଷ ବକ୍ତବ୍ୟ  ପ୍ରଦାନ କରିଥିଲେ। ମହାବିଦ୍ୟାଳୟର ଅଧ୍ୟାପକ ପୌଲସ୍ତୀ ପ୍ରଧାନ, କୁଶୁଲେଶ୍ୱର ସାହୁ, ଶିବଦତ୍ତ ପୁରୋହିତ, ଅଧ୍ୟାପିକା ମଧୁସ୍ମିତା ନନ୍ଦ, ଏବଂ ନିର୍ମଳା ଭୋଇ, କାର୍ଯ୍ୟକ୍ରମର ପରିଚାଳନା ଶିକ୍ଷା ବିଭାଗର ଅଧ୍ୟାପକ ସୁନୀଲ ପୁଟା କରିଥିଲେ । ପରିଶେଷରେ ସି.ଟି  ଅଧ୍ୟାପକ ଜୟପ୍ରକାଶ ମହଲା ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026

You Might Also Like