-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||     

HOME   ଜିଲ୍ଲା

ସରୁନି ଦାଦନ ଦୁଃଖ, କଣ୍ଟାମାଳରୁ ତାମିଲ ନାଡୁ ଛୁଟୁଛି ଦାଦନ ସୁଅ, ହାତ ବାନ୍ଧି ବସିଛି ଶ୍ରମ ବିଭାଗ

20-Jun-2024



କଣ୍ଟାମାଲ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ରାଜ୍ୟରେ ବିଜେପି ଦାଦନମୁକ୍ତ ଓଡ଼ିଶା ଗଠନ କରିବାକୁ ନିର୍ବାଚନ ସମୟରେ ଅନେକ ଘୋଷଣା କରିଥିଲେ | ହେଲେ ସରକାର ଗଠନ ହେବା ପରଠାରୁ ଦାଦନ ଶ୍ରମିକ ଯିବା ଆରମ୍ଭ ହୋଇ ଥିବା ଦେଖିବାକୁ ମିଳିଛି | ସରକାର ଗରିବ ଲୋକଙ୍କୁ ନିଜ ଅଞ୍ଚଳରେ କାମ ଯୋଗାଇ ଦେବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି ହେଲେ ଗରିବ ଶ୍ରମିକମାନେ କାମ ନ ପାଇ ଦାଦନ ଖଟି ଯିବାକୁ ବାଧ୍ୟ ହେଉଛନ୍ତି | ଏଭଳି ଏକ ବିକଳ ଚିତ୍ର ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକରେ | ସୂଚନା ଅନୁସାରେ କଣ୍ଟାମାଳ ବ୍ଲକ ପଲସା ଗୋରା ପଞ୍ଚାୟତ ଝୀଙ୍କର ପାଲି ଗ୍ରାମର ୪ ପରିବାର ଆଜି କାମଧନ୍ଦା ଅଭାବରୁ ସୁଦୂର ତାମିଲନାଡୁ କୁ ଦାଦନ ଖଟି ଯାଉଥିବା ଦେଖିବାକୁ ମିଳିଛି | ଏକ ଅଟୋ ସାହାଯ୍ୟରେ ଉକ୍ତ ୪ ପରିବାରର ପାଖାପାଖି ୧୫ ସଦସ୍ୟ ବଲାଂଗୀର ଯାଇ ସେଠାରୁ ଟ୍ରେନ ଯୋଗେ ତାମିଲନାଡୁ ଯିବେ ବୋଲି ଗ୍ରାମବାସୀ କହିଛନ୍ତି | ଏମାନଙ୍କ ସହିତ ଛୋଟ ଛୋଟ ଛୁଆ ମଧ୍ୟ ଯାଉଥିବା ଦେଖିବାକୁ ମିଳିଛି | କୌଣସି ସର୍ଦ୍ଦାର ମାଧ୍ୟମରେ ଅଗ୍ରୀମ ଟଙ୍କା ଆଣି ଯାଉଥିବା ଗ୍ରାମବାସୀ ସୂଚନା ଦେଇଛନ୍ତି | ସବୁଠୁ ଆଶ୍ଚର୍ଯ୍ୟ କଥା ଯେ ଦାଦନ ପ୍ରବଣ କଣ୍ଟାମାଳ ଅଞ୍ଚଳରେ ଲଗାତାର ଭାବରେ ଶ୍ରମିକ ବାହାର ରାଜ୍ୟ ସହ ବିଦେଶକୁ ଯାଉଥିବା ବେଳେ ଜିଲ୍ଲା ପ୍ରଶାସନ, ଜିଲ୍ଲା ଶ୍ରମ ବିଭାଗ କି ସ୍ଥାନୀୟ ପୋଲିସ କେହି ବି ଜାଣି ପାରୁ ନାହାନ୍ତି | ଅନ୍ୟପଟେ ଜିଲ୍ଲା ଶ୍ରମ ବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି | ଅନେକ ଦାଦନ ଶ୍ରମିକ ବାହାର ରାଜ୍ୟକୁ ଯାଇ ମାଲିକର ନିର୍ଯାତନାର ଶିକାର ହୋଇ ଉଦ୍ଧାର ପାଇଁ ପ୍ରଶାସନ ନିକଟରେ ଆକୁଳ ନିବେଦନ କରୁଥିବା ବେଳେ ପ୍ରଶାସନ ପକ୍ଷରୁ ତାଙ୍କୁ ଉଦ୍ଧାର କରାଯାଇଥିବା ଅନେକ ଉଦାହରଣର ନଜିର ରହିଛି | ଏତେ ଗୁଡିଏ ଶ୍ରମିକ ଯାଉଥିଲେ ସୁଦ୍ଧା ଜିଲ୍ଲା ଶ୍ରମ ବିଭାଗ ନିକଟରେ କୌଣସି ଖବର ନ ଥିବା ପରିତାପର ବିଷୟ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି | ତେବେ ବିଜେପି ସରକାର ଘୋଷଣା କରିଥିବା ଦଦନମୁକ୍ତ ଓଡ଼ିଶା କଣ୍ଟାମାଳ ଭଳି ଅବହେଳିତ ଓ ଉପାନ୍ତ ଅଞ୍ଚଳରେ କେତେ କାର୍ଯ୍ୟକାରୀ ହେଉଛି ଓ ଦାଦନ ରୋକିବାରେ ସରକାର କେତେ ସଫଳ ହେଉଛନ୍ତି ତାହା ଦେଖିବାକୁ ବାକି ରହିଲା | ଜିଲ୍ଲା ପ୍ରଶାସନ ଓ ଶ୍ରମ ଏ ଦିଗରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି |


News Comment




Photo in News

Advertisment
Lastest News
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026

You Might Also Like