-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ମାଁ ଦୁର୍ଗା ନୂତନ ଭବ୍ୟ ମଣ୍ଡପର ପ୍ରଥମ ବାର୍ଷିକ ପ୍ରତିଷ୍ଠା ଉତ୍ସବ

20-Jun-2024



ସିନ୍ଧେକେଲା(ଦୀନେଶ ଜୈନ)- ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ହାଟପଦା ସ୍ଥିତ ଗ୍ରାମର ଜଗତ ଜନନୀ ମାଁ ଦୁର୍ଗା ଦେବୀଙ୍କ ନୂତନ ଭବ୍ୟ ମଣ୍ଡପ  ର ପ୍ରଥମ ବାର୍ଷିକ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି । ସାର୍ବଜନୀନ ମାଁ ଦୁର୍ଗା ମଣ୍ଡପ ନିର୍ମାଣ କମିଟି ପକ୍ଷରୁ ଆୟୋଜିତ ବାର୍ଷିକ ଉତ୍ସବରେ ଗତକଲି ସୋମବାର ପ୍ରାତଃ ୬ ଘଣ୍ଟା ସମୟରେ କଳସାଧିବାସ କାର୍ଯ୍ୟକ୍ରମରେ ମଣ୍ଡପ ନିର୍ମାଣ ଓ ଦୁର୍ଗାପୂଜା କମିଟିର ସଦସ୍ୟ ସମେତ ଗ୍ରାମର ଅନେକ ଲୋକ ସ୍ଥାନୀୟ ଦ୍ୱାରସେହ୍ନି ମନ୍ଦିର ନିକଟ ପବିତ୍ର ପୁଷ୍କରିଣୀ ବାଣୀବଘାର ରୁ ବାଦ୍ୟଯନ୍ତ୍ର ସହ କଳସ ଆଣି ପୂଜା ମଣ୍ଡପରେ ସ୍ଥାପନ କରିଥିଲେ ।ସକାଳ ୮ ଘଣ୍ଟା ସମୟରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ଚଣ୍ଡୀପାଠ ଯଜ୍ଞ ଆୟୋଜିତ ହୋଇଥିଲା । ଉକ୍ତ ଯଜ୍ଞରେ ମଣ୍ଡପ ନିର୍ମାଣ କମିଟି ସଭାପତି ସରୋଜ ଜୈନ ଓ ତାଙ୍କ ଧର୍ମପତ୍ନୀ ସଞ୍ଜୁ ଜୈନ , ସୁନିଲ ପଣ୍ଡା ଓ ତାଙ୍କ ଧର୍ମପତ୍ନୀ ପ୍ରଭାସିନୀ ପଣ୍ଡା କର୍ତ୍ତା ଦାୟିତ୍ୱ ଗ୍ରହଣ କରିଥିବା ବେଳେ ପୂଜକ ଭାବରେ ପଣ୍ଡିତ ଛନ୍ଦା ଚରଣ ମିଶ୍ର , ଶାନ୍ତ ମଣି ମିଶ୍ର , ରଜନୀକାନ୍ତ ଠାକୁର , ଭରତ ତ୍ରିପାଠୀ ପ୍ରମୁଖ ଯୋଗଦେଇ ପୂଜା କାର୍ୟ ସମ୍ପାଦିତ କରିବା ସହ ମନ୍ତ୍ରପାଠ କରିଥିଲେ । ଏହି ଅବସରରେ ମଣ୍ଡପ ନିକଟରେ ସକାଳୁ ଅଷ୍ଟପ୍ରହରି ହରିନାମ ଯଜ୍ଞ ଅନୁଷ୍ଠିତ ହୋଇଥିଲା । ସେଥିରେ କର୍ତ୍ତା ଦାୟିତ୍ବ ବିଜୟ ପାଣ୍ଡିଆ ଓ ତାଙ୍କ ସହଧର୍ମିଣୀ ତୁଲାଇଥିଲେ । ଆଜି ମଙ୍ଗଳବାର ସକାଳ ସମୟରେ ଦୁହିଁ ଯଜ୍ଞ ସମାପନ ଓ ପୂର୍ଣ୍ଣାହୁତି ହୋଇଥିଲା । ଆୟୋଜକ କମିଟି ସଭାପତି ସରୋଜ ଜୈନଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମଣ୍ଡପ ନିର୍ମାଣ ଓ ପୂଜା କମିଟିର ସମସ୍ତ ସଦସ୍ୟ ସହ ଗ୍ରାମର ଯୁବଗୋଷ୍ଠୀ ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026

You Might Also Like