-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ବିଶ୍ୱ ଯୋଗ ଦିବସ ପ୍ରସ୍ତୁତି

20-Jun-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ପତଞ୍ଜଳୀ ଭାରତ ସ୍ୱାଭିମାନ ସମିତି ସୋନପୁର ଓ ପୌର ପରିଷଦ ର ମିଳିତ ପ୍ରୟାସ ରେ ସ୍ଥାନୀୟ ଫରେଷ୍ଟ ସ୍ମାର୍ଟ ପାର୍କ ଠାରେ ଓ ପୌର ପରିଷଦ କାର୍ଯ୍ୟାଳୟ ଠାରେ ବିଶ୍ଵ ଯୋଗ ଦିବସ ପାଳନ ଉପରେ ଏକ ପ୍ରସ୍ତୁତି ବୈଠକ ଓ ଯୋଗଭ୍ୟାସ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଟିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମ ରେ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଇଂ ମନୋରଞ୍ଜନ ପଣ୍ଡା, ପୌର ଅଧ୍ୟକ୍ଷା ତାମସି ତମସ୍ମିତା ନାଏକ, ପତଞ୍ଜଲି ଯୋଗ ସମିତି ର ସୋନପୁର ଆବାହକ ମନୋଜ ପଣ୍ଡା, ସଦସ୍ୟ ମନୋରଞ୍ଜନ ତ୍ରୀପାଠୀ ଓ ପୌର କର୍ମଚାରୀ ଯୋଗ ଦେଇ ଥିଲେ l ସେହିପରି ସୁବର୍ଣ୍ଣପୁର ଜିଲ୍ଲାପାଳ ଅଫିସ୍ ଠାରେ ଓ ସଦର ବ୍ଲକ ଠାରେ ମଧ୍ଯ ଏହି ଦିବସ ପାଳନ ଅବସର ରେ ଆଜି ପ୍ରସ୍ତୁତି ଆରମ୍ଭ ହେlଇଥିବା ଜଣl ଯାଇଛି l ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଶ୍ରୀ ରାମେଶ୍ଵର ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ , ପୌର ପରିଷଦ ପକ୍ଷରୁ ଫରେଷ୍ଟ ସ୍ମାର୍ଟ୍ ପାର୍କ ଠାରେ ମ୍ୟୁନିସପାଲିଟି ସ୍ତରୀୟ ଓ ସୋନପୁର ବ୍ଲକ୍ ପକ୍ଷରୁ ନିଉ ଟାଉନ ହଲ ଠାରେ ବ୍ଲକ୍ ସ୍ତରୀୟ ବିଶ୍ବ ଯୋଗ ଦିବସ ପାଳନ କରାଯିବ ବୋଲି ଆଜି ଏ  ସମସ୍ତ ବିଭାଗ ରୁ ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026

You Might Also Like