-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ପ୍ରସନ୍ନ କୁମାର ଷଡଙ୍ଗୀ

20-Jun-2024



ବଲାଙ୍ଗୀର(ଚିତ୍ରସେନ ବେହେରା) ଓଡିଶା ପ୍ରଶାସନିକ ସେବା ଅଧିକାରୀ ପ୍ରସନ୍ନ କୁମାର ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଓଏସ୍‌ଡି ତଥା ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜୁନ ୧୩ ତାରିଖ ବିଜ୍ଞପ୍ତି ଅନୁଯାୟୀ ଶ୍ରୀ ଷଡଙ୍ଗୀ ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସୂଚନାଯୋଗ୍ୟ ଯେ ଶ୍ରୀ ଷଡଙ୍ଗୀ ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକର ମାଣ୍ଡିଆପଦର ଗ୍ରାମର ସ୍ୱର୍ଗତ ଧନୁଧରର ଷଡଙ୍ଗୀ ଓ ଗୋପେଶ୍ୱରୀ ଷଡଙ୍ଗୀଙ୍କ ଜ୍ୟେଷ୍ଠ ପୁତ୍ର ଅଟନ୍ତି । ଲୋଇସିଂହାର ହରେକୃଷ୍ଣ ମହତାବ ହାଇସ୍କୁଲରୁ ମେଟ୍ରିକ ପାସ କରି ବଲାଙ୍ଗିର ରାଜେନ୍ଦ୍ର ମହାବିଦ୍ୟାଳୟରୁ ସ୍ନାତକ ତଥା ଉତ୍କଳ ବିଶ୍ୱବିଦ୍ୟାଳୟରୁ ଦର୍ଶନ ଶାସ୍ତ୍ରରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରି ସାରିବା ପରେ ୧୯୯୫ ରେ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ । ତାଙ୍କର ପ୍ରଥମ ନିଯୁକ୍ତି କଳାହାଣ୍ଡି ଜିଲ୍ଲାର ଭବାନିପାଟଣା ଠାରେ ନିଜାରତ ଅଫିସର ଭାବେ କାର୍ଯ୍ୟରମ୍ଭ କରିଥିଲେ । ପରବର୍ତ୍ତି ସମୟରେ ସରକାରଙ୍କର ବିଭିନ୍ନ ପଦପଦବିରେ ସଫଳତାର ସହ କାର୍ଯ୍ୟ କରିଛନ୍ତି । ସେ ଏହା ପୂର୍ବରୁ ଗୃହ ଓ ନଗର ଉନ୍ନୟନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଥିଲେ । ତାଙ୍କ ନିଯୁକ୍ତି ରେ ସାରା ବଲାଙ୍ଗିର ସହରର ବୁଦ୍ଧିଜିବି ମହଲରେ ତଥା ଜନ୍ମ ଗାଁ ମାଣ୍ଡିଆପଦରରେ ଖୁସିର ଲହର ଖେଳିଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026

You Might Also Like