-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||     

HOME   ଜିଲ୍ଲା

ଆଲୋକକୁ ସବୁଦିନ ପାଇଁ ଅନ୍ଧାରକୁ ଠେଲି ଦେଲା ରୋଲର ମେସିନ ଏତଲା ରେ ବୟସ ବୃଦ୍ଧି କରାଇବା ପାଇଁ କିଏ ଦେଲା ଚାପ

20-Jun-2024



ପାଟଣାଗଡ଼(ପୁର୍ଣ୍ଣ ଶଶୀ ଶେଖର ରାଓ) ଛୋଟ ଛୋଟ ଦୁଇ ଭଉଣୀ ଓ ମାଁବାପାଙ୍କ ଜୀବନରେ ଆଲୋକିତ କରିବା ପାଇଁ ଘରଛାଡ଼ି ରୋଜଗାରେ ବାହାରିଥିଲେ ଘରର ବଡ଼ ପୁଅ ଆଲୋକ। କିନ୍ତୁ ଆଜି ଆଲୋକ ଟି ସବୁଦିନ ପାଇଁ ଅନ୍ଧାରରେ ରହିଯାଇଛି। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା କେରବେଡା ଗ୍ରାମ ପଞ୍ଚାୟତ ବାଞ୍ଜିଝାଲ ଗାଁ ର ଆଲୋକ ବରିହା( ୧୬)ପିତା, କଦମ୍ବ ବରିହା ବେଲପଡା ଥାନା ମଣ୍ଡଳ ଗାଁ ରୁ ମଣ୍ଡଦର୍ହ ଛକ ପର୍ଯ୍ୟନ୍ତ ପି, ଡବ୍ଳୁ ଡି ରାସ୍ତା ନିର୍ମାଣ ହେଉଥିବା  ବେଳେ ସେଥିରେ ଶ୍ରମିକ ଭାବେ ନିଯୁକ୍ତି ଥିଲେ। ସବୁଦିନ ଭଳି ସେ ଆଜି କାମ କରୁଥିବାବେଳେ ଡେବ୍ରିପାଲି ଛକଠାରେ ଅପରାହ୍ନ ୧୨ ଟା ବେଳେ ରୋଲର ମେସିନ୍ ଚାଲକ ଶୁଶାନ୍ତ ବେହେରା ଜୋରରେ ମେସିନ ଚଲାଇ ଆଲୋକକୁ ଧକ୍କା ଦେଇଥିଲେ। ଫଳରେ ଆଲୋକର ବାମ ଗୋଡ଼ରେ ଶକ୍ତ ଆଘାତ ଲାଗିଥିବାରୁ ତାଙ୍କୁ ବେଲପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା କିନ୍ତୁ ସେଠାରେ ଡାକ୍ତର ସୁମନ୍ତ କୁମାର ପାଢ଼ୀ ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ବିଷୟରେ ଖବର ପାଇ ପରିବାର ଲୋକେ ଆସି ଅପରାହ୍ନ ୨:୩୦ ଟାରେ ବେଲପଡା ଥାନା ରେ ଏତଲା ଦେଇଥିଲେ । ଏତଲାରେ ମୃତକଙ୍କ ବୟସ ୧୯ ବର୍ଷ ଦର୍ଶାଯାଇଥିବା ବେଳେ ପ୍ରକୃତରେ ମୃତକଙ୍କୁ ୧୬ ବର୍ଷ ହେଉଥିବା ଆଧାର କାର୍ଡ ପ୍ରମାଣିତ କରୁଛି। କିନ୍ତୁ ଅଭିଯୋଗ ପତ୍ର ଲେଖିବା ସମୟରେ ଆଲୋକର ବୟସ କାହିଁକି ବୃଦ୍ଧି କରାଯାଇଛି ତାହା ସନ୍ଦେହ ଘେରରେ। ସରକାର ବାହାଦୂର ବାରମ୍ବାର ଶିଶୁ ଶ୍ରମିକ ଆଇନକୁ ବଳବତ୍ତର ରଖିଥିଲେ ସୁଦ୍ଧା ପ୍ରଶାସନିକ ଅଧିକାରୀ ମାନେ ତାକୁ ଫୁ କରିଦେଉଛନ୍ତି। ବିଭିନ୍ନ ସ୍ଥାନର ବିଭିନ୍ନ କାର୍ଯ୍ୟରେ ଶିଶୁ ଶ୍ରମିକମାନେ ନିଯୁକ୍ତ ରହୁଥିବା ଦେଖିବାକୁ ମିଳୁଛି। ଏହା ଜାଣିଶୁଣି ପ୍ରଶାସନିକ ଅଧିକାରୀ ମାନେ ଚୁପ୍ ରହୁଛନ୍ତି କାହିଁକି ବୋଲି ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏତଲାକୁ ଭିତ୍ତି କରି ବେଲପଡା ଥାନା କେଶ୍ ନମ୍ବର ୟୁ, ଏସ୍ ୨୭୯, ୨୮୭, ୩୦୪ ଏ ମାମଲା ରୁଜୁ କରିଥିବା ସତ୍ବେ ବେଲପଡା ଥାନାର ମହାନ ଥାନା ଅଧିକାରୀ ଶୁଶାନ୍ତ ଦାସ ଘଟଣା ଘଟିବାର ୬ ଘଣ୍ଟା ବିତିଯାଇଥିଲେ ସୁଦ୍ଧା ଅପରାଧୀ ଶୁଶାନ୍ତ ବେହେରାକୁ ଥାନାକୁ ଆଣି ନାହାନ୍ତି କାହିଁକି ବୋଲି ଜନସାଧାରଣରେ ମତ ପ୍ରକାଶ ପାଉଛି। ଉକ୍ତ ଘଟଣା ଉପରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରି ଉଚିତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026

You Might Also Like