-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ସ୍ମାର୍ଟ ପାର୍କ ଠାରେ ଓ ନିଉଁ ଟାଉନ୍ ହଲ୍ ଠାରେ ବିଶ୍ୱ ଯୋଗ ଦିବସ ପାଳିତ

21-Jun-2024



- ସୋନପୁର (ମନୋରଞ୍ଜନ ତ୍ରିପାଠୀ)

 ସୁବର୍ଣ୍ଣପୁର ପୌର ପରିଷଦ ପକ୍ଷରୁ ସ୍ଥାନୀୟ ଫାରେଷ୍ଟ ସ୍ମାର୍ଟ ପାର୍କ  ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି l ଏହି ଉପଲକ୍ଷେ ଏକ ସଭା ଅନୁଷ୍ଟିତ ହୋଇଥିଲା l ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଇଂ ମନୋରଞ୍ଜନ ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ପିଡି ଡୁଡ଼ା ଶ୍ରୀ ବିଶ୍ଵନାଥ ବାରିକ୍ ଯୋଗ ଦେଇ ଆମେ ସୁସ୍ଥ ରହିଲେ ସମାଜ କୁ ଏ ଦେଶ କୁ ସୁସ୍ଥ ରଖିବା ବୋଲି କହିଥିଲେ l ପୌର ପରିଷଦ ଅଧ୍ୟକ୍ଷା ତାମସି ତମସ୍ମିତା ନାଏକ ,  ଜିଲ୍ଲା ଯୋଗ ସମିତି ର ସଭାପତି ଶ୍ରୀ ହରିନାରାୟଣ ଶତପଥି, ଜିଲ୍ଲା ବରିଷ୍ଠ ନାଗରିକ ସଂଘ ସମ୍ପାଦକ ଶ୍ରୀ ଜ୍ୟୋତି ରଂଜନ ପଟ୍ଟନାୟକ ଯୋଗ ଦେଇ ଯୋଗlଭ୍ୟାସ ଓ ଏହାର ଉପକାରିତା ଉପରେ ବୁଝାଇଥିଲେ l ପତଞ୍ଜଳି ଯୋଗ ସମିତି ସଦସ୍ୟ ମନୋରଞ୍ଜନ ତ୍ରୀପାଠୀ ଅତିଥି ଙ୍କୁ ସ୍ଵାଗତ କରି ସଭା ସଂଯୋଜନା କରିଥିବା ବେଳେ ପୌର କର୍ମଚାରୀ ବିଶ୍ୱଜିତ୍ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ l ଜିଲ୍ଲା ଯୋଗ ସମିତି ସଭାପତି ଶ୍ରୀ ହରି ନାରାୟଣ ଶତପଥି ଓ ବରିଷ୍ଠ ନାଗରିକ ସଂଘ ସମ୍ପାଦକ ଶ୍ରୀ ଜ୍ୟୋତି ରଂଜନ ପଟ୍ଟନାୟକ ଯୋଗ ପ୍ରଶିକ୍ଷକ ଭାବେ ଏଠାରେ ଯୋଗ ଦେଇ ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିଲେ l

ପୌର କର୍ମଚାରୀ, ସ୍ବଚ୍ଛ ସାଥୀ, ପାର୍କ ମର୍ଣିଂ ୱାକର, ସ୍ବଚ୍ଛ ଭାରତ, ବରିଷ୍ଠ ନାଗରିକ ସଂଘ ସମେତ ସହର ର ବହୁ ସ୍ୱେଚ୍ଛା ସେବୀ ଅନୁଷ୍ଠାନ କର୍ମକର୍ତା ଯୋଗ୍ ଦେଇଥିଲେ l ସେହିପରି ସୋନପୁର ବ୍ଲକ ପକ୍ଷରୁ ବିଡ଼ିଓ ସୌମ୍ୟ ରଞ୍ଜନ ସ୍ବାଇଁ ଙ୍କ ତତ୍ଵା ବଧlନ ରେ ନୀଉଁ ଟାଉନ ହଲ ଠାରେ ଓ ବିଜୁ ପଟ୍ଟନାୟକ ମହିଳା ମହା ବିଦ୍ୟାଳୟ ଠାରେ ଇଂରାଜୀ ଅଧ୍ୟାପକ ମଦନ ସୁନ୍ଦର ଖେତୀ ଙ୍କ ସଂଯୋଜନାରେ ଅନୁଷ୍ଠାନ ସଭାପତି ଅଭିମନ୍ୟୁ କୁଶଳ ଙ୍କ ସଭାପତିତ୍ବ ରେ ବିଶ୍ଵ ଯୋଗ ଦିବସ ମହା ସମାରୋହରେ ପାଳିତ ହୋଇଛି l ମହିଳା କଲେଜ ରେ ଯୋଗ ପ୍ରଶିକ୍ଷକ ଭାବରେ ଶ୍ରୀ ଗୋପାଲଜୀ ଯୋଗଳୟ ର ବରିଷ୍ଠ ସଦସ୍ୟ ନିରଂଜନ ତ୍ରୀପାଠୀ ଓ ଆଇନ୍ଜିବୀ ପ୍ରଦୀପ ପୁରୋହିତ  ଯୋଗ ଦେଇ  ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିବା ବେଳେ ବ୍ଲକ୍ ପକ୍ଷରୁ ଆୟୋଜିତ ନିଉ ଟାଉନ୍ ହଲ୍ ଠାରେ ରଶ୍ମି ରଞ୍ଜନ ଦାଶ ପ୍ରଶିକ୍ଷକ ଭାବେ ଯୋଗ ଦେଇଥିଲେ l ଏବିଡିଓ ଶଶି ଭୂଷଣ ପଧାନ, ଇଂ ବିବେକ ପଣ୍ଡା, ନରେଶ ମେହେର, ଶ୍ରୀନିବାସ ପଧାନ୍, ସୁଶୀଳ ମହାପତ୍ର,  ଏସ ଡି ସି ଓ ଏଲ ଏମ ନିପୂର୍ ମହାନନ୍ଦ , ସୁମିତ୍ରା ସାହୁ ପ୍ରମୁଖ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026

You Might Also Like