-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||     

HOME   ଦେଶ ବିଦେଶ

ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

21-Jun-2024



ଡୁଙ୍ଗୁରିପାଲି, ତା.୨୧/୬-,(ପ୍ରେରଣାଖବର):ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲ ରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଡୁଙ୍ଗୁରିପାଲି ଏବିଇଓ ଗୁଞ୍ଜୁଲୁ ମିର୍ଦ୍ଧା ମୁଖ୍ୟଅତିଥି ଭାବରେ ଯୋଗ ଦେଇ ସାଂପ୍ରତିକ ପରିସ୍ଥିତିରେ  ଯୋଗ ଅଭ୍ୟାସ  ଉଭୟ ବ୍ୟକ୍ତିଗତ ତଥା ସାମାଜିକ ସ୍ବାସ୍ଥ୍ୟ ର ଉପକାର କରିଥାଏ ବୋଲି ମତବ୍ୟକ୍ତ କରିଥିଲେ । ବରିଷ୍ଠ ଶିକ୍ଷକ ତଥା ଜିଲ୍ଲା ସ୍କାଉଟ ତାଲିମ କମିଶନର ଦୀନବନ୍ଧୁ ପ୍ରଧାନ ଏବଂ ଯୋଗାଚାର୍ଯ୍ୟ କିଶୋର ପୁଟେଲ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ଯୋଗାଭ୍ୟାସ କରାଇ ସେ ସବୁର ଉପକାରିତା ବିଷୟରେ ବୁଝାଇଥିଲେ । ସିଆରସିସି ଶ୍ରୀରାମ ସିକନ୍ଦର ଦିବସ ର ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ ।

କାର୍ଯ୍ୟକ୍ରମକୁ ଦଶମ ଶ୍ରେଣୀର ଛାତ୍ରୀ ଲିପ୍ସା ଯୁଆଡି ଓ ଜନନିକ ନାଏକ ସଂଯୋଜନା କରିଥିଲେ ।  ସଂଜୀବ ପୂଜାରୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। କିରଣ ପୁଟେଲ, ସ୍ନିଗଧା ପଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ ଓ ଗୋପାଳ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026

You Might Also Like