-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ଡାବୁଗାଁରେ ପାଳିତ ହେଲା ଆନ୍ତର୍ଜାତିକ ଯୋଗଦିବସ

21-Jun-2024



ନବରଙ୍ଗପୁର( ମିହିର ଶଙ୍କର ପାତ୍ର)
ସାରା ବିଶ୍ବରେ ଯୋଗ ଦିବସ ପାଳନ ହେଉଥିବା ବେଳେ
ଡାବୁଗାଁ ସଦର ମହକୁମା ସ୍ଥିତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିସରରେ ଆନ୍ତର୍ଜାତିକ ଯୋଗଦିବସ  ପାଳିତ ହୋଇଛି।ଏହା ସହିତ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନଙ୍କରେ ମଧ୍ୟ  ଅନ୍ତର୍ଜାତୀୟ ଯୋଗ ଦିବସ ପାଳିନ କରାଯାଇଛି। ଶରୀରକୁ ସୁସ୍ଥ ଓ ମନକୁ ପ୍ରଫୁଲ୍ଲ ରଖିବା ପାଇଁ  ଜୁନ୍ ୨୧ ତାରିଖକୁ ବିଶ୍ଵର ଅନେକ ଦେଶ ଯୋଗ ଦିବସ  ପାଳନ କରି ଆସୁଛନ୍ତି।ଏଥରର ଥିମ୍ ନିଜ ଓ ସମାଜ ପାଇ ଯୋଗ ରହିଛି। ଡାବୁଗାଁ ବିଡ଼ିଓ ଶରତ ମାଝୀ, ତହସିଲଦାର ହରି ଓଁ ଭୋଇ, ଏବିଡି ପଦ୍ମନାବ ତ୍ରିପାଠୀ, ଏଇଇ ମାନସ ନେଟି,ପିଇଓ ଏ ଡି ପ୍ରସାଦ,ବିଜେପି ବରିଷ୍ଟ ନେତା ରାଜ ଶେଖର ରାଓ, ସରକାରୀ କର୍ମଚାରୀ ମାନେ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଶହ ବିଭିନ୍ନ ବିଦ୍ୟାଳୟରଏଵଂ ଛାତ୍ରୀ ଛାତ୍ରୀ ଯୋଗଦିବସ ପାଳନ କରିଥିଲେ  ଭାରତରେ ଆରମ୍ଭ ହୋଇଥିବା ଯୋଗ ଏବେ ବିଶ୍ୱବାସୀଙ୍କ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହକରୁଛି । ଚଳିତ ବର୍ଷ ଅନ୍ତର୍ଜାତୀୟ ଯୋଗ ଦିବସର ୧୦ମ ବାର୍ଷିକୀ ପାଳନ କରୁଛି ବିଶ୍ୱ ।ଏହି ସ୍ୱତନ୍ତ୍ର ଦିବସ ଅବସରରେ ବିଶ୍ୱବାସୀ ଯୋଗର ପରିବର୍ତ୍ତନକାରୀ ଶକ୍ତି ବିଷୟରେ ସବିଶେଷ ଜ୍ଞାନ ପାଇଥାନ୍ତି । ଜାତିସଂଘ ସାଧାରଣ ସଭାର ୬୯ତମ ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରସ୍ତାବ କ୍ରମେ ୨୦୧୪ ମସିହା, ଡିସେମ୍ବରରେ ଅନ୍ତର୍ଜାତୀୟ ଯୋଗ ଦିବସ ପ୍ରତିଷ୍ଠା ହୋଇଥିଲା । ୨୦୧୫ ମସିହା, ଜୁନ୍ ୨୧ ତାରିଖରେ ପ୍ରଥମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଥିଲା ସ୍ବାସ୍ଥ୍ୟ ହିଁ ସମ୍ପଦ ସେଥିପାଇଁ ଏକ ସୁସ୍ଥ ସମାଜ ଗଠନ କରିବା ପାଇଁ ନିଜେ ସୁସ୍ଥ ରହିବା ସହିତ ଅନ୍ୟକୁ ସୁସ୍ଥ ରହିବା ପାଇଁ ପରାମର୍ଶ ଦେଇ ସମସ୍ତେ ଯୋଗ ଦିବସ ପାଳନ କରିବା ସହିତ ନିୟମିତ ଯୋଗ କରିବା ଆବଶ୍ୟକତା ରହିଛି ବୋଲି ଯୋଗ ଦିବସ ଅବସରରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like