-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ବ୍ଳକ ସ୍ତରୀୟ ଜନଶୁଣାଣୀ ଶିବିର ଏକ ପ୍ରହସନ ନୁହେଁ କି? ଦୁର୍ନୀତି କୁ ଲୁଚାଇବା ପାଇଁ ସାମ୍ବାଦିକ ଙ୍କୁ ନାଲି ଆଖି ଦେଖାଉଛନ୍ତି ବିଡ଼ିଓ

21-Jun-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ କାର୍ଯ୍ୟାଳୟ କନ୍ଫ୍ରେନ୍ସ ହଳ ଠାରେ ବ୍ଳକ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଡେପୁଟି କଲେକ୍ଟର, ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର, ବିଡ଼ିଓ ରାଜେଶ କୁମାର ମେହେର, ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର,ଏବିଡିଓ ସାରଥି ସାହୁ,ଏପିଓ ସୁପ୍ରଭା ପୁଝାରୀ ,ଜିପିଇଓ ଦେବେନ୍ଦ୍ର ସାହୁ ମଞ୍ଚାସୀନ ଥିଲେ। ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ରୁ ୧୫ ଟି ମନରେଗା ଯୋଜନା ଦୁର୍ନୀତି ଉପରେ ଅଭିଯୋଗ କରାଯାଇଥିଲା। ପ୍ରତ୍ୟେକ ପଞ୍ଚାୟତ ର ପିଇଓ, ସରପଞ୍ଚ,ସମିତି ସଭ୍ୟ, ଗ୍ରାମ ରୋଜଗାର ସେବକ,ଗାଁ ସାଥି ମାନେ ପ୍ରମୁଖ ଉପସ୍ଥିତ ଥିଲେ। ସୋସିଆଲ ଅଡିଟର ପ୍ରତ୍ୟୋକ ସରକାରୀ କାର୍ଯ୍ୟରେ ସୂଚନା ଫଳକ ବିଳମ୍ବ ରେ ଦିଆଯାଉଥିବା ଅଭିଯୋଗ ଆଣିଛନ୍ତି ।ଉକ୍ତ ଦୁର୍ନୀତି ବିଷୟରେ ଆଲୋଚନା କରୁଥିଲାବେଳେ ଗଣମାଧ୍ୟମ ପ୍ରତିନିଧି ଭିଡିଓ କରିବା ପାଇଁ ଉଦ୍ୟମ କରୁଥିବାରୁ ବିଡ଼ିଓ ରାଜେଶ କୁମାର ମେହେର ଚିହିଁକି ଉଠି ଗଣମାଧ୍ୟମ ପ୍ରତିନିଧି ଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କଲେ।ବେଲପଡା ବ୍ଳକ ରେ ବିଡ଼ିଓ ରାଜେଶ କୁମାର ମେହେର ଯୋଗଦେବା ପର ଠାରୁ ମନମୁଖୀ କାର୍ଯ୍ୟ କରୁଥିବା ଲୋକଙ୍କୁ ଦୁର୍ବ୍ୟବହାର ଦେଉଥିବା କଥା ଅଞ୍ଚଳରେ ବେଶ୍ ଚର୍ଚ୍ଚା ହୋଇଆସୁଛି। ଏମିତିକି ବ୍ଳକରେ ହେଉଥିବା ପ୍ରତ୍ୟେକ କାର୍ଯ୍ୟ ରେ କାମ ସରିଲା ପରେ ସୂଚନା ଫଳକ ଦିଆଯାଏ ଓ ଟଙ୍କା ହଡପ ହେଉଥିବା ଶୁଣିବାକୁ ମିଳୁଛି। ବ୍ଳକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଜନଶୁଣାଣୀ ଶିବିର ହେଉ କିମ୍ବା ବ୍ଳକ ଜନଶୁଣାଣୀ ଶିବିର ହେଉ କେବେ ପ୍ରଚାର ପ୍ରସାର କରାଯାଏନାହିଁ ଏବଂ କାର୍ଯ୍ୟକ୍ରମ ର ଗୋଟିଏ ଦିନ ରେ ପ୍ରଚାର କରାଯାଇଥାଏ। ଫଳରେ ଜନସାଧାରଣ ଜାଣି ନପାରି ଅଭିଯୋଗ କରିବା ପାଇଁ ଆସିପାରିନଥାନ୍ତି। ଦୁର୍ନୀତି କୁ ଲୁଚାଇବା ଉଦ୍ଦେଶ୍ୟରେ ବିଡ଼ିଓ ଏପରି କରିଥାନ୍ତି କି ବୋଲି ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏଥିପ୍ରତି ବଲାଙ୍ଗିର ଜିଲ୍ଲାପାଳ ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରି ଉଚିତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରୁଛନ୍ତି।


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like