-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ଯୋଗ ଓ ପ୍ରାଣାୟାମ ଶରୀର ଓ ମନ କୁ ସୁସ୍ଥ ରଖିବା ସହ ସମାଜ ଗଠନରେ ସକାରାତ୍ମକ ପ୍ରଭାବ ପକାଇଥାଏ - ଯୋଗ ଓ ପ୍ରାଣାୟାମ ଜୀବନର ଅନୁଶାସନ ରେ ଅତୀବ ଗୁରୁତ୍ୱପୂର୍ଣ : -ମୁଖ୍ୟ ଅତିଥି

21-Jun-2024



ସୁବର୍ଣ୍ଣପୁର, ମନୋରଞ୍ଜନ ତ୍ରିପାଠୀ )ସୁବର୍ଣ୍ଣପୁର ରାମେଶ୍ୱର ଷ୍ଟାଡିୟମ ଠାରେ ଜିଲ୍ଲା ପ୍ରଶାସନ  ପକ୍ଷରୁ ବିଶ୍ବ ଯୋଗ ଦିବସ ପାଳିତ ହୋଇଯାଇଛି l ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗ ସୌଜନ୍ୟରେ ଜିଲ୍ଲା କ୍ରୀଡା ବିଭାଗ ଆନୁକୂଲ୍ୟରେ ଆୟୋଜିତ ଜ଼ିଲ୍ଲା ପ୍ରଶାସନ ର ଏହି ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ବୀରମହାରାଜପୁର ବିଧାୟକ ଶ୍ରୀଯୁକ୍ତ  ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଯୋଗ ଓ ପ୍ରାଣାୟାମ ଜୀବନକୁ ଶୃଙ୍ଖଳିତ କରିବା ସହ ମଣିଷ ର ଶରୀର ଓ ମନକୁ ସୁସ୍ଥରଖି ଏକ ବିକାଶମୁଖୀ ସମାଜ ଗଠନ ନିମନ୍ତେ ସକାରାତ୍ମକ ପ୍ରଭାବ ପକାଇଥାଏ ବୋଲି ବକ୍ତବ୍ୟ ରେ ଗୁରୁତ୍ୱାରୋପ କରିଥିଲେ l  ପୁନଶ୍ଚ ଯୋଗାଭ୍ୟାସ ଓ ପ୍ରାଣାୟାମର ଗୁରୁତ୍ୱ ଉପରେ ଆଲୋକପାତ କରି ସାମ୍ପ୍ରତିକ ସ୍ଥିତିରେ ଏକ ଶୃଙ୍ଖଳିତ, ବ୍ୟବସ୍ଥିତ ତଥା ଅନୁଶାସିତ ଜୀବନ ବଂଚିବାରେ ଯୋଗ ଓ ପ୍ରାଣାୟାମର ଆବଶ୍ୟକତାକୁ ହୃଦୟଙ୍ଗମ ସହିତ ଆମେ ସମସ୍ତେ ନିୟମିତ ଭାବେ ନିର୍ଦ୍ଧିଷ୍ଟ କିଛି ସମୟ ଯୋଗ ଓ ପ୍ରାଣାୟାମ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟ ଅତିଥି ମାନ୍ୟବର ବିଧାୟକ ବୀରମହାରାଜପୁର l ଶିବିର ରେ  ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ,ସି ଡି ଓ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ ମେହେର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦାନ କରିଥିବା ବେଳେ ଅନୁଷ୍ଠିତ ଶିବିରରେ ପତଞ୍ଜଳି ଯୋଗ ସମିତି ସୁବର୍ଣ୍ଣପୁର ଶାଖା, ଶ୍ରୀ ଗୋପାଳଜୀ ତଡିତ ମନ୍ତ୍ର ଶ୍ୱାସ ଯୋଗାଳୟ, ମାରୱାଡି ଯୁବାମଞ୍ଚ, ଜିଲ୍ଲା ସ୍ୱଚ୍ଛ ଭାରତ ସଙ୍ଘ, ଜିଲ୍ଲା ବାର ଏସୋସିଏସନ, ଜିଲ୍ଲା ରକ୍ତ ଦାତା ସଂଘ, ବରିଷ୍ଠ ନାଗରିକ ସଂଘ, ବୁଦ୍ଧିଜୀବୀ,ଈଶ୍ୱରୀୟ ପ୍ରଜାପିତା ବ୍ରହ୍ମlକୁମାରୀ, ଶ୍ରୀ ସତ୍ୟସାଇ ସେବାସଦନ, ଗାୟତ୍ରୀ ପରିବାର, ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ,ଜିଲ୍ଲା ବଜରଙ୍ଗ ଦଳ, ରାମଧୁନ କ୍ଳବ, ବୁଢାରଜା ଯୁବକ ସଙ୍ଘ, ରେଆର, ଗ୍ରାମ୍ମୋ୍ଥାନ, ମହାନଦୀ ସାହିତ୍ୟ ସଂସଦ, ଜିଲ୍ଲା ଏଥେଲେଟିକ ସଙ୍ଘ, ଜିଲ୍ଲା କ୍ରିକେଟ ସଙ୍ଘ, କରାଟେ ଆସୋସିଏସନ, ସ୍ବିମିଙ୍ଗ ଏସୋସିଏସନ, ଟାଇକୋଣ୍ଡ ସଙ୍ଘ,ନାରୀଜାଗରଣ କେନ୍ଦ୍ର, ନାଟ୍ୟଚକ୍ର, ପଇଁରି, ଭୀମ ଭୋଇ କଳା ପରିଷଦ, ଜିଲ୍ଲା ବସ ସଙ୍ଘ, ଜିଲ୍ଲା ଟ୍ରକ ସଙ୍ଘ,ଜିଲ୍ଲା ଡ୍ରାଇଭର ସଙ୍ଘ, ଏସ ବି ଆଇ ଆର ଏସ ଇ ଟି ଆଇ, ବଣିକ ସଙ୍ଘ ପ୍ରଭୁତି ସଂଗଠନ,ଯୋଗ ସଂଗଠନ ଓ  ବିଭିନ୍ନ ସ୍ବେଛାସେବୀ ସଂଗଠନର କାର୍ଯ୍ୟକର୍ତ୍ତା ଜିଲ୍ଲା ସ୍ତରୀୟ ଗଣ ମାଧ୍ୟମ ପ୍ରତିନିଧି ପ୍ରମୁଖ ସହିତ ଜିଲ୍ଲାର ବିଭିନ୍ନ ସ୍କୁଲ ର ଛାତ୍ର ଛାତ୍ରୀ ଯୋଗଦାନ କରି ଯୋଗ ପ୍ରଶିକ୍ଷକ ମନୋଜ ପଣ୍ଡା  ଙ୍କ ଯୋଗମୁଦ୍ରାର ତାଳେ ତାଳେ ସଭିଏଁ ଯୋଗାସନ ଓ ପ୍ରାଣାୟାମ ଅଭ୍ୟାସ କରିଥିଲେ  । ତେବେ ଦିନକୁ ଦିନ ଯୋଗର ପରିସର ଓ ଗୁରୁତ୍ୱ ବ୍ୟାପକ ହେଉଥିବା ବେଳେ,ଏ ବର୍ଷ ଯୋଗ ଦିବସର ଶୀର୍ଷକ " ନିଜ ପାଇଁ ଓ ସମାଜ ପାଇଁ ଯୋଗ " ରହିଛି l  ଯୋଗର ମହତ୍ୱ ଓ ଗୁରୁତ୍ୱ କୁ ବ୍ୟାପକ କରାଯିବା ଲକ୍ଷ୍ୟରେ ଦିବସ ପାଳନ କୁ ଜିଲ୍ଲାର ସମସ୍ତ ବ୍ଲକ ସ୍ତରରେ ଓ ସହରାଞ୍ଚଳ ସ୍ତରରେ ପାଳନ କରାଯାଇଛି l ସେହିପରି ସହରର ବିଭିନ୍ନ ଅନୁଷ୍ଠାନ ସମେତ ଜିଲ୍ଲା ଶିକ୍ଷା ବିଭାଗ ତତ୍ୱାବଧାନରେ ବିଦ୍ୟାଳୟ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ମାନଙ୍କରେ ବିଶ୍ୱ ଯୋଗ ଦିବସକୁ ବେଶ ଉତ୍ସାହ ଓ ଉଦ୍ଦୀପନାର ସହିତ ପାଳନ କରାଯାଇଛି l  ଶ୍ରୀଯୁକ୍ତ ଚିତ୍ତରଞ୍ଜନ ମିଶ୍ର ଜିଲ୍ଲା କ୍ରୀଡା ଅଧିକାରୀ ସୁବର୍ଣ୍ଣପୁରଙ୍କ  ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ସକାଳ ୦୬ ଘଣ୍ଟା ରୁ ୦୮ ପର୍ଯ୍ୟନ୍ତ ଯୋଗ ଶିବିରର ବିଭିନ୍ନ କାର୍ଯ୍ୟକ୍ରମ କୁ   ପରମାନନ୍ଦ ନାୟକ ପ୍ରଧାନ ଶିକ୍ଷକ କୋଶଲ ଉଚ୍ଚ ବିଦ୍ୟାଳୟ ସଂଯୋଜନା  କରିଥିବା ବେଳେ ବିଦ୍ୟାପତି ପଣ୍ଡା ଜିଲ୍ଲା ଗ୍ରନ୍ଥଗାରିକ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ କାର୍ଯ୍ୟକ୍ରମ ର ପରିଚାଳନା ସହ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like