-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

21-Jun-2024



ବଲାଙ୍ଗୀର, ତା.୨୧/୦୬ (ପ୍ରେରଣା ଖବର ) : ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଶରୀର ପ୍ରତି ସଚେତନତା ପାଇଁ ଦଶମ ଆନ୍ତର୍ଜାତିକ ଯୋଗ ଦିବସ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚଣ୍ଡାଳ ମିଶ୍ରଙ୍କ ସଭାପତିତ୍ବ ଅନୁଷ୍ଠିତ ହୋଇଥିଲା l କାର୍ଯ୍ୟକ୍ରମକୁ ଖେଳ ଶିକ୍ଷକ ହିମାଂଶୁ ଶେଖର ବିଶ୍ୱାଳ ଓ ଖେଳ ଶିକ୍ଷୟତ୍ରୀ ଶିବାନୀ ମଲ୍ଲିକ ପରିଚାଳନା କରିଥିଲେ l 

ଯୋଗ ଶରୀର ପାଇଁ ବେଶ ଉପଯୋଗୀ ଓ ଏହା ର ଆରମ୍ଭ ମୁନି ରୁଷି ଙ୍କ ଦେଶ ଭାରତରେ ସୃଷ୍ଟି ହୋଇଥିଲା l  କାର୍ଯ୍ୟକ୍ରମରେ ଶିକ୍ଷକ ସୁଦର୍ଶନ ଦାଶ, ସମୀର ସେଠି, ଲିଙ୍ଗରାଜ ନନ୍ଦ,ଦୀପକ ସେନ ଧରୁଆ, ଶିକ୍ଷୟିତ୍ରୀ ରେଣୁକା ସାହୁ, ଗାୟତ୍ରୀ ବାରିକ, କାନ୍ତି ଭୋଇ,  ଦ୍ରୋପଦୀ ଭୋଇ, ଜୁନିୟର ରେଡ଼କ୍ରସ କାଉନସେଲର  ରାମ ନାରାୟଣ ଦାଶ ଉପସ୍ଥିତ ଥିଲେ l 

ଦୁଇ ଶହରୁ ଅଧିକ ଶିକ୍ଷାର୍ଥୀ ତଥା ଗ୍ରାମବାସୀ ଯୋଗ ଶିବିରରେ ଯୋଗ ଦେଇଥିଲେ l ଯୋଗ ଶିବିର ତିନି ଦିନ ଧରି ଚାକିବ ବୋଲି ପ୍ରଧାନ ଶିକ୍ଷକ ଶ୍ରୀମିଶ୍ର ମତବ୍ୟକ୍ତ କରିଛନ୍ତି  l


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like