-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ସମିତି ବୈଠକ :-

21-Jun-2024



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ରେ ଜିଲ୍ଲା ସଡକ ସୁରକ୍ଷା ସମିତି ଆଲୋଚନା ସଭା ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା l ବୈଠକରେ ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ,ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଜେନା, ସମ୍ପୃକ୍ତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଙ୍କ ସମେତ କମିଟିର ସଦସ୍ୟ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ସମସ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାର ଦୁର୍ଘଟଣା ଜନିତ ମୃତ୍ୟୁ ହାର କୁ ହ୍ରାସ କରିବା ନିମନ୍ତେ ସମସ୍ତେ ସଚେତନ ହୋଇ କାର୍ଯ୍ୟ କରିବା ପାଇଁ ନିର୍ଦେଶ ଦେଇଥିଲେ । ଏନ.ଏଚ ବିଭାଗ, ପୀଡବ୍ଲୁଡି ବିଭାଗ ତଥା ଆର ଡି ଅଧୀନରେ ଥିବା ରାସ୍ତା ଉପରେ  ରାସ୍ତା ସୂଚନା ଫଳକ ଆବଶ୍ୟକ ସ୍ଥଳେ ରେଡିଅମ୍ ରିଫ୍ଲେକ୍ଟର ଲଗାଇବା ଉପରେ ତୁରନ୍ତ ପଦକ୍ଷେପ ନେଇ କାର୍ଯ୍ୟକାରିତା ର ତଥ୍ୟ ପରିବହନ ବିଭାଗ କୁ ପ୍ରେରଣ କରିବାକୁ ନିର୍ଦେଶ ଦେଇଛନ୍ତି l ସେହିପରି ସହରର ଏନ ଏଚ ଅଧିନସ୍ଥ ରାସ୍ତାର ମୁଖ୍ୟ ଛକ ମାନଙ୍କରେ ରମ୍ବଳର ପାଇଁ ଜାତୀୟ ରାଜପଥ ନିର୍ବାହୀ ଯନ୍ତ୍ରୀ , ବଲାଙ୍ଗୀର ଙ୍କୁ ନିର୍ଦେଶ ଦେଇଛନ୍ତି l ସହରର ବୁଢ଼ାରଜା ଛକ ଓ ବ୍ଲକ ଛକ ରେ ଟ୍ରାଫିକ ବ୍ୟବସ୍ଥା ସହ ଟ୍ରାଫିକ ଉନ୍ନତି କରଣ ର ବ୍ୟବସ୍ଥା ପାଇଁ ଆର୍ ଆଣ୍ଡ ବି ର ନିର୍ବାହୀ ଯନ୍ତ୍ରୀଙ୍କୁ ତଥା ବ୍ଲକ ଛକ ରୁ କୁଞ୍ଜ ଛକ ପର୍ଯ୍ୟନ୍ତ ରାସ୍ତା ରେ ଆଲୋକି କରଣ ନିମନ୍ତେ ପଦକ୍ଷେପ ନେବା ପାଇଁ ଇ.ଓ ମୁନିସିପାଲଟି ଙ୍କୁ ନିର୍ଦେଶ ଦେଇଥିଲେ। ଗତ ବୈଠକ ର ଆଲୋଚନା ମତେ ରୋଡ ସେଫ୍ଟି କମିଟି ବୈଠକର ଦିଶା ନିର୍ଦେଶ ଅନୁଯାୟୀ ରାଜ୍ୟ ରାଜପଥ କୁ ଲାଗି ଥିବା ବିଦ୍ୟାଳୟ ମାନଙ୍କୁ ସଡ଼କ ସୁରକ୍ଷା ବାବଦ ରେ ଅବଗତ କରିବା ସହ ସୁରକ୍ଷା ସାଇନେଜ ବୋର୍ଡ ଲଗାଇବା ସହ ସଂଲଗ୍ନ ସ୍କୁଲ ମୁଖ୍ୟ ରାସ୍ତା କୁ ହଟାଇ ନିରାପଦ ରାସ୍ତା ପାଇଁ ପଦକ୍ଷେପ ନେବାକୁ ନିର୍ଦେଶ କରାଯାଇଥିଲା, ସେହି ପରିପ୍ରେକ୍ଷୀରେ ସମ୍ପୃକ୍ତ ବିଭାଗ ମାନେ ଆବଶ୍ୟକ ତଥ୍ୟ ତୁରନ୍ତ ପ୍ରଦାନ ସହ କାର୍ଯ୍ୟକାରିତା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି ।  ବ୍ଲକ୍ ଛକ ରୁ ଆମ୍ବେଦକର ଛକ ପର୍ଯ୍ୟନ୍ତ ହେବାକୁ ଥିବା ରାସ୍ତା ପ୍ରଶସ୍ତି କରଣ କାର୍ଯ୍ୟକ୍ରମ କୁ ତ୍ଵରାନିତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି । ଏବେ ନୂତନ ହସ୍ପିଟାଲ ଆରମ୍ଭ ହୋଇଥିବାରୁ ବୁଢ଼ାରଜା ଛକ ସଂଲଗ୍ନ ଉଠା ଦୋକାନ ତତ୍ ସଙ୍ଗେ ସଙ୍ଗେ ସହର ର ପ୍ରମୁଖ ଛକ ରେ ଗଢି ଉଠିଥିବା ବେଆଇନ୍ ଜବର୍ ଦଖଲ କରୀଙ୍କୁ ଟ୍ରାଫିକ ସମସ୍ୟା ଦୂରୀକରଣ ପାଇଁ ଅତିଶିଘ୍ର ହଟେଇବା ପାଇଁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି l କାର୍ଯ୍ୟକ୍ରମ କୁ ଅଧିକ ଲୋକାଭିମୁଖୀ କରିବା ତଥା ଛାତ୍ର ଛାତ୍ରୀ ଙ୍କୁ ସଡ଼କ ସୁରକ୍ଷା ବିଷୟରେ ଅଧିକ ସଚେତନ କରିବା ପାଇଁ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ଗୁଡ଼ିକ ର ପ୍ରଧାନ ଶିକ୍ଷକ, ଅଧ୍ୟକ୍ଷ ଅଧ୍ୟକ୍ଷା ଙ୍କୁ ନେଇ ଏକ ସଚେତନତା ବୈଠକ କରିବା ଉପରେ ପରିବହନ ଅଧିକାରୀ ଓ ଜିଲ୍ଲା ଶିକ୍ଷା ଅଧିକାରୀ ମିଳିତ ଭାବେ ପଦକ୍ଷେପ ନେବାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପୁନଶ୍ଚ ସହର ତଥା ଜିଲ୍ଲା ସ୍ଥିତ ବିଭିନ୍ନ ସମ୍ବେଦନଶୀଳ ଛକ ଗୁଡିକରେ ସ୍ପିଡ଼ ବ୍ରେକର ଲଗାଇବା ଉପରେ ପଦକ୍ଷେପ ନେବାକୁ ପରିବହନ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ଅଧ୍ୟକ୍ଷା l ପରି ଶେଷରେ ହେଲମେଟ ପରିଧାନ ନକରି ଗାଡି ନ ଚଲେଇବା ପାଇଁ ପରିବହନ ବିଭାଗ ଓ ପୋଲିସ ବିଭାଗ ର ଅଧିକାରୀଙ୍କୁ ଏ ଦିଗରେ କଠୋର ପଦକ୍ଷେପ ଗ୍ରହଣ କରିବା ସହ କଡ଼ା କଡ଼ି ଚେକିଙ୍ଗ କରିବା ଉପରେ ବୈଠକରେ ଆଲୋଚନା କରାଯାଇଛି । ବୈଠକରେ  ଗୁଡ଼ ସାମରିଟନ ପଲିସି ଅଧୀନରେ ଜିଲ୍ଲାର ୧୪ ଜଣ ସ୍ଥାନିତ ହୋଇଥିବା ବେଳେ ଆଜି ସେମାନଙ୍କ ମଧ୍ୟରୁ ଉପସ୍ଥିତ ୦୯ଜଣ ଙ୍କୁ  ଦୁର୍ଘଟଣାରେ ଆହତଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ପାଇଁ ପଦକ୍ଷେପ ନେଇ ଜୀବନ ବଞ୍ଚାଇ ଥିବାରୁ ପ୍ରତ୍ୟେକ ଙ୍କୁ  ଟ.୨୦୦୦/- ଲେଖାଏଁ ଅର୍ଥରାଶି ସହ ପ୍ରମାଣ ପତ୍ର ପ୍ରଦାନ କରାଯାଇଛି l

-  ଜନ ଜୀବନ ସୁରକ୍ଷା ଦୃଷ୍ଟିରୁ ଗହଳିପୂର୍ଣ୍ଣ ଛକ ଓ ରାସ୍ତାରୁ ଜବର ଦଖଲ କୁ ହଟାଇବା ଉପରେ ଗୁରୁତ୍ୱାରୋପ- 

•  ଗୁଡ଼ ସାମରିଟନ ପଲିସି ଅଧୀନରେ ଜିଲ୍ଲାର ବିଭିନ୍ନ ୧୪ ଜଣଙ୍କ ମଧ୍ୟରୁ ଉପସ୍ଥିତ ୦୯ ଜଣଙ୍କୁ  ଟ.୨୦୦୦/- ଲେଖାଏଁ ଅର୍ଥରାଶି ସହ ପ୍ରମାଣ ପତ୍ର ପ୍ରଦାନ -


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like