-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||     

HOME   ଜିଲ୍ଲା

କେନ୍ଦ୍ର ସାହିତ୍ୟ ଏକାଡେମୀର ମୁଲାକାତ ଏବଂ ପ୍ରବାସୀ ମଞ୍ଚ କାର୍ଯ୍ୟକ୍ରମ

22-Jun-2024



ଭୁବନେଶ୍ଵର(ପ୍ରେରଣା ଖବର ): ମେଘ ସହିତ ଯେପରି ସବୁଜିମାର ସମ୍ପର୍କ ରହିଛି। ଆବେଗ ସହିତ ସାହିତ୍ୟର ସେହିଭଳି ସମ୍ପର୍କ ରହିଛି।  ସାହିତ୍ୟ ଅକାଦେମି ପକ୍ଷରୁ ରୋଟାରି ଭବନରେ ଆୟୋଜିତ ‘ମୁଲାକାତ’ ଓ ‘ପ୍ରବାସୀ ମଞ୍ଚ’ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଏଭଳି କହିଛନ୍ତି ଅକାଦେମିର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ବିଶିଷ୍ଟ କଥାକାର ଗୌରହରି ଦାସ। କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ‘ମୁଲାକାତ’ରେ ସେ ଉପସ୍ଥିତ ଯୁବ ଲେଖକ ତଥା ଲେଖିକାମାନଙ୍କୁ ସାହିତ୍ୟରେ ଆବେଗ ରଖିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଚାରି ଜଣ ଯୁବ ଲେଖକ  ସ୍ଵରଚିତ କ୍ଷୁଦ୍ର ଗଳ୍ପ ଓ କବିତା ପାଠ କରିଥିଲେ। ଯେପରିକି ମନୀଷା ବିଶ୍ଵାଳ ତାଙ୍କ କବିତା ‘ପ୍ରେମ କବିତା’, ଶଶାଙ୍କ ପ୍ରିୟସଖା କ୍ଷୁଦ୍ର ଗଳ୍ପ ‘କେବେ ମଙ୍ଗଳ କେବେ ଜହ୍ନ’, ସୁପ୍ରିୟା ପଣ୍ଡା କ୍ଷୁଦ୍ର ଗଳ୍ପ ‘ଅଭିମାନ’ ଓ ତୃପ୍ତିରଞ୍ଜନ ଦାସ କବିତା ‘ପ୍ରବାସ’ ପଠନ କରିଥିଲେ। ଆରମ୍ଭରେ ଅକାଦେମି ପକ୍ଷରୁ କବି ସୁନିଲ କୁମାର ପୃଷ୍ଟିଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। 

ସେହିପରି ଦ୍ଵିତୀୟ ପର୍ଯ୍ୟାୟରେ ‘ପ୍ରବାସୀ ମଞ୍ଚ’ କାର୍ଯ୍ୟକ୍ରମରେ ଅତିଥି ଭାବେ ପ୍ରବାସୀ ଓଡ଼ିଆ, ବରିଷ୍ଠ ଲେଖକ ତଥା ପ୍ରକାଶକ ସତ୍ୟ ପଟ୍ଟନାୟକ ଯୋଗଦେଇ ବହି ହଜେଇ ଦେବା ଠାରୁ ପାପ ଦୁନିଆରେ କିଛି ନାହିଁ ବୋଲି କହିଥିଲେ। କାରଣ କେଉଁ ବହି କେତେବେଳେ କେଉଁ କାମରେ ଲାଗି ଯିବ କହି ହେବ ନାହିଁ। ପାଠକ ସୃଷ୍ଟି ହେବା ଏକାନ୍ତ ଆବଶ୍ୟକ। ଅନୁବାଦକମାନେ ଯେ କୌଣସି ବହି ଅନୁବାଦ କରିବା ପୂର୍ବରୁ ତାହାର ଠିକ୍‌ ଗବେଷଣା କରିବା ଏକାନ୍ତ ଆବଶ୍ୟକତା ରହିଛି

ବୋଲି ସେ ମତ ପ୍ରକାଶ କରିଥିଲେ। ଏଥିସହିତ ସେ ନୋବେଲ ପୁରସ୍କାର ତଥା ଅନ୍ୟାନ୍ୟ ପୁରସ୍କାରର ଜଟିଳତାକୁ ବୁଝାଇବା ସହିତ ଓଡ଼ିଆ ପାଠକ ଓ ଲେଖକ ବଢ଼େଇବା ପାଇଁ ଏକ ସମ୍ମିଳିତ ସଂଗଠନ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ। ସାହିତ୍ୟିକମାନେ ନିଜ ବହି ପ୍ରକାଶନ ସମୟରେ ନିଜ ଆବଶ୍ୟକତା ଓ  ପ୍ରକାଶନୀ ସଂସ୍ଥାର ଗୁଣାବଳୀ ସମ୍ପର୍କରେ ସଚେତନ ହେବା ଆବଶ୍ୟକ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଅକାଦେମିର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ପବିତ୍ର ମୋହନ କର ମଞ୍ଚ ପରିଚାଳନା ଓ ଅତିଥି ପରିଚୟ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026

You Might Also Like