-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ ଯୋଗଦିବସ ପାଳିତ.. ମନ ଓ ଶରୀରର ସୁସ୍ଥତା ପାଇଁ ଦିନଚର୍ଯ୍ୟାରେ ଯୋଗକୁ ସାମିଲ କରନ୍ତୁ-ସ୍ୱାସ୍ଥ୍ୟ ମନ୍ତ୍ରୀ

22-Jun-2024



ବଲାଙ୍ଗୀର(ପ୍ରେରଣା ଖବର): ଗତକାଲି ସାରା ବିଶ୍ୱରେ ଆନ୍ତର୍ଜାତିକ ଯୋଗଦିବସ ପାଳିତ ହୋଇଯାଇଛି । ସେହିକ୍ରମରେ ବଲାଙ୍ଗୀରର ବିଭିନ୍ନ ସ୍ଥାନରେ ମଧ୍ୟ ଯୋଗଦିବସ ପାଳିତ ହୋଇଛି। ସ୍ଥାନୀୟ ଗାନ୍ଧୀଷ୍ଟାଡିୟମ ଠାରେ ଜିଲ୍ଲାପ୍ରଶାସନ ଆନୁକୂଲ୍ୟରେ ଅନୁଷ୍ଠିତ ଯୋଗ ଦିବସରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ବୈଷୟିକ ବିଭାଗର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ମୁଖ୍ୟଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଯୋଗଦିବସ ଉପରେ ବକ୍ତବ୍ୟ ରଖି ମନ୍ତ୍ରୀ ଡ.ମହାଲିଙ୍ଗ କହିଲେ ଯେ, ଭାରତୀୟ ପରଂମ୍ପରା ଓ ସଂସ୍କୃତିରେ ଯୋଗ ରହି ଆସିଛି l

ଆଜିର ବାର୍ତ୍ତା ହେଉଛି ନିଜ ଓ ସମାଜ ପାଇଁ ଯୋଗର ଆବଶ୍ୟକତା। ମନ ଓ ଶରୀରର ସୁସ୍ଥତା ପାଇଁ ଯୋଗର ଆବଶ୍ୟକତା ରହିଛି। ତେଣୁ ସମସ୍ତେ ମାନସିକ ଚାପରୁ ମୁକ୍ତି ଓ ସୁସ୍ଥ ରହିବାକୁ ହେଲେ ନିଜର ପ୍ରତ୍ୟହ ଦୈନିକଚର୍ଯ୍ୟାରେ ଯୋଗକୁ ସାମିଲ କରନ୍ତୁ ବୋଲି ମନ୍ତ୍ରୀ ବାର୍ତ୍ତା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ, ସଦର ବ୍ଲକଅଧ୍ୟକ୍ଷା ସରିତା ବାଗ,ବଲାଙ୍ଗୀର ଏସପି ଋଷିକେଶ ଖିଲାରୀ, ଅତିରିକ୍ତ ଜିଲ୍ଲାପାଳ ଡ.ବିଜୟକୁମାର ସେଠୀ, ଜିଲ୍ଲା ଉନ୍ନୟନ ଅଧିକାରୀ ପ୍ରଭାତକୁମାର ମହାପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ । ଯୋଗାଗୁରୁ ସ୍ୱାମୀ ତ୍ୟାଗରାଜ ସରସ୍ୱତୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ଯୋଗ କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାର ଜିଲ୍ଲାସ୍ତରୀୟ ଅଧିକାରୀ, କ୍ରିଡାବିତ, ସାମ୍ବାଦିକ ଓ ବୁଦ୍ଧିଜୀବୀ ସାମିଲ ହୋଇଥିଲେ । ଏହି ଅବସରରେ ଫେନ୍ସିଂ ପ୍ରତିଯୋଗିତାରେ କୃତିତ୍ଵ ହାସଲ କରିଥିବା ୪ଜଣ ରାଜ୍ୟସ୍ତରୀୟ ଶିଶୁ କ୍ରୀଡାବିତଙ୍କୁ ମନ୍ତ୍ରୀ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ସ୍ୱାମୀଜୀ ଯୋଗର ଆବଶ୍ୟକତା ଉପରେ ଲୋକଙ୍କୁ ବୁଝାଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ଗତ ୨୦୧୪ ମସିହାଠାରୁ ଜୁନ ୨୧ ତାରିଖକୁ ଆନ୍ତ୍‌ର୍ଯ୍ୟାତିୟ ଯୋଗଦିବସ ପାଳନ କରାଯାଇ ଆସୁଥିବା ବିଷୟରେ ମନ୍ତ୍ରୀ ଡ.ମହାଲିଙ୍ଗ କହିଥିଲେ ।  
   ସେହିପରି ସ୍ଥାନୀୟ ଆଇଟିଆଇ ପଡିଆରେ ପାତଞ୍ଜଳି ଯୋଗ ସମିତି ପକ୍ଷରୁ 

ରାଜେନ୍ଦ୍ର ପାର୍କଠାରେ ପୌରପାଳିକା ପକ୍ଷରୁ ଓ ହାଟପଦା ପାର୍କଠାରେ ମେଟାକାନୀମନ୍ଦିର ଯୋଗସମିତି ପକ୍ଷରୁ ଆନ୍ତର୍ଯ୍ୟାତିକ ଯୋଗଦିବସ ପାଳିତ ହୋଇଯାଇଛି । ଆଇଟିଆଇ ପଡିଆଠାରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ,ରାଜେନ୍ଦ୍ର ପାର୍କରେ ପୌରାଧ୍ୟକ୍ଷା ଲିକା ସାହୁ ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ । ଠିକ ସେହିପରି ସ୍କୁଲ ଖୁଲିଥିବାରୁ ପ୍ରଥମ ଦିନରେ ଯୋଗଦିବସରୁ ସମସ୍ତ ସ୍କୁଲକଲେଜମାନେ ଯୋଗଦିବାସ ପାଳନ କରି ଆରମ୍ଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026

You Might Also Like