-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ବ୍ଳକ କର୍ମଚାରୀଙ୍କୁ ଛାଡି ବାହାର ଲୋକଙ୍କ ପ୍ରେମରେ ବିଡ଼ିଓ

22-Jun-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପ୍ରତ୍ୟୋକ ସରକାରୀ କାର୍ଯ୍ୟାଳୟ ଠାରେ ୧୦ କିଲୋମିଟର ରୁ ଉର୍ଦ୍ଧ୍ବ ରାସ୍ତାର ଉକ୍ତ ବିଭାଗର ସରକାରୀ କର୍ମଚାରୀଙ୍କ ରହିବା ପାଇଁ ଗୃହର ବ୍ୟବସ୍ଥା କରାଯାଇଛି। କିନ୍ତୁ ଅନେକ କାର୍ଯ୍ୟାଳୟ ଠାରେ ଅଧିକାରୀ ମାନେ ନିଜ ଲାଭ ପାଇଁ ଅନ୍ୟ ବିଭାଗ ର କର୍ମଚାରୀ ମାନଙ୍କୁ ଭଡା ଦେଇ ଟଙ୍କା ଆତ୍ମସାତ କରୁଥିବା ଦେଖିବାକୁ ମିଳୁଛି। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ କାର୍ଯ୍ୟାଳୟ ଠାରେ ବ୍ଳକ କଲୋନୀ ରେ ଅନ୍ୟ ବିଭାଗ ର କର୍ମଚାରୀ ମାନେ ଦୀର୍ଘ ଦିନ ଧରି ରହିଆସୁଥିବା ବେଳେ ବ୍ଳକରେ କାର୍ଯ୍ୟରତ କର୍ମଚାରୀ ମାନେ ଦୂର ଦୂରଦୂରାନ୍ତରୁ ଯିବା ଆସିବା କରୁଛନ୍ତି। ଫଳରେ ଜନସାଧାରଣ ଙ୍କ କାର୍ଯ୍ୟ ରେ ବାଧାପ୍ରାପ୍ତ ହେଉଛି। ଯଦିଓ ବାହାର ଲୋକ ଙ୍କୁ ହଟାଯାଇ ବ୍ଳକ ର କର୍ମଚାରୀଙ୍କୁ କ୍ବାଟର ର ବ୍ୟବସ୍ଥା କରାଯାଆନ୍ତା ତାହେଲେ କର୍ମଚାରୀ ମାନେ ସୂଚାରୁରୂପେ କାର୍ଯ୍ୟ ତୁଲାଇପାରନ୍ତେ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଉଛି। ଅନ୍ୟପକ୍ଷେ ବିଡ଼ିଓ ଙ୍କ ଛୋଟ ପରିବାର ଥାଇ ଦୁଇ ମହଳା କୋଠା ଘର ଅକ୍ତିଆର ଆଡ଼ମ୍ବରରେ ଜୀବନ ଅତିବାହିତ କରୁଥିବା ବେଳେ ୬୦ ରୁ ଉର୍ଦ୍ଧ୍ବ କିଲୋମିଟରରୁ କର୍ମଚାରୀ ମାନେ ଖରା, ବର୍ଷା, ଶୀତ ସହ୍ୟ କରି ନିଜର ଦାୟିତ୍ଵ ତୁଲାଇବା ପାଇଁ ବ୍ଳକ କାର୍ଯ୍ୟାଳୟ କୁ ଆସୁଛନ୍ତି।ଏ ବିଷୟରେ ବଲାଙ୍ଗିର ଜିଲ୍ଲାପାଳ ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରି ବିଡ଼ିଓ ଙ୍କୁ ତାଗିଦ୍ କରିବା ସହ ବ୍ଳକ ବିଭାଗ ରେ ସମ୍ପୃକ୍ତ ନଥିବା କର୍ମଚାରୀଙ୍କୁ ଯଥାଶୀଘ୍ର ତଡାଯାଉ ବୋଲି ଜନସାଧାରଣରେ ମତ ପ୍ରକାଶ ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like