-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ସମଣି ଜିନ ପ୍ରଜ୍ଞା ଙ୍କ ସାନ୍ନିଧ୍ୟରେ ସିନ୍ଧେକେଲା ତେରାପଂଥ ସଭା ନୂତନ କାର୍ଯ୍ୟକାରିଣୀ କମିଟିର ଶପଥ ପାଠ

22-Jun-2024



ସିନ୍ଧେକେଲା(ଦୀନେଶ ଜୈନ)- ପଶ୍ଚିମ ଓଡିଶାର ସିନ୍ଧେକେଲା ରେ ତେରାପଂଥ ସଭାର ଆଗାମୀ ୨୦୨୪-୨୬ ପାଇଁ ନୂତନ କାର୍ଯ୍ୟକାରିଣୀ କମିଟି ଗଠନ ହେଲା ପରେ ସମସ୍ତେ କଣ୍ଟାବାଞ୍ଜି ତେରାପଂଥ ଭବନରେ ବିରାଜିତ ଆଚାର୍ଯ୍ୟଶ୍ରୀ ମହାଶ୍ରମଣ ଜୀଙ୍କ ସୁଶୀଷ୍ୟା ସମଣି ନିର୍ଦେଶୀକା ଜିନ ପ୍ରଜ୍ଞା ଓ ସମଣି କ୍ଷ୍ୟାନ୍ତି ପ୍ରଜ୍ଞା ଙ୍କ ଚରଣରେ ପହଞ୍ଚି ଦର୍ଶନ ସେବାର ଲାଭ ନେବା ସହିତ ତାଙ୍କ ସାନ୍ନିଧ୍ୟରେ ଶପଥ ଗ୍ରହଣ କରିଥିଲେ । ସର୍ବସମ୍ମତି କ୍ରମେ ଚୟନ ହୋଇଥିବା ସିନ୍ଧେକେଲର ନୂତନ ଅଧ୍ୟକ୍ଷ ରାମ ଅବତାର ଜୈନ ଓ ତାଙ୍କ ଦ୍ୱାରା ଗଠିତ କାର୍ଯ୍ୟକାରିଣୀ  କମିଟିର ସମ୍ପାଦକ ଅନିଲ ଜୈନ , କୋଷାଧ୍ୟକ୍ଷ ନବୀନ ଜୈନ , ଉପାଧ୍ୟକ୍ଷ କମଳ କିଶୋର ଜୈନ , ସହ ସମ୍ପାଦକ ସୁଶୀଲ ଜୈନ , ବିମଲ ଜୈନ , ସଂଗଠନ ସମ୍ପାଦକ ରାଜେଶ ଜୈନ , ମିଡିଆ ପ୍ରଭାରୀ ଦିନେଶ ଜୈନ , ଉପଦେଷ୍ଟା ଫୁଲଚନ୍ଦ ଜୈନ , ସୁନିଲ ଜୈନ , ସୁଦର୍ଶନ ଜୈନ ପ୍ରମୁଖଙ୍କୁ ମହାସଭା ଆଞ୍ଚଳିକ ପ୍ରଭାରୀ ଛତ୍ରପାଳ ଜୈନ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଏହି ଅବସରରେ ସିନ୍ଧେକେଲା ତେରାପଂଥ ସଭାର ପୂର୍ବତନ ସମ୍ପାଦକ ନବୀନ ଜୈନ ସମେତ କଣ୍ଟାବାଞ୍ଜି ତେରାପଂଥ ସଭାର ଅଧ୍ୟକ୍ଷ ଯୁବରାଜ ଜୈନ , ସମ୍ପାଦକ ସୁମିତ ଜୈନ ପ୍ରମୁଖ ଉପସ୍ଥିତ ଥିଲେ । ଶପଥ ପାଠ ପରେ  ସମଣି ଜିନ ପ୍ରଜ୍ଞା କାର୍ଯ୍ୟକାରିଣୀ କମିଟିର ସମସ୍ତଙ୍କୁ ନିଜର ପଦର ଗରିମା ରଖିବା , ଧର୍ମସଙ୍ଘ ପ୍ରତି ସର୍ବଦା ସକ୍ରିୟ ରହିବା , ସପ୍ତାହକୁ ଥରେ ଶନିବାର ଦିନ ଭବନ ରେ ସାମୁହିକ ଭାବେ ସାମୟିକ କରିବା ସହ ନଶାମୁକ୍ତ ରହିବା ପାଇଁ ପରାମର୍ଶ ଦେଇଥିଲେ ଓ ଶେଷରେ ସମସ୍ତଙ୍କୁ ମଙ୍ଗଳପାଠ ଶୁଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like