-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ପରିଦର୍ଶନ , ଅଧିକାରୀଙ୍କୁ ତାଗିଦ୍।

22-Jun-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ): ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲା ଆଜି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ଯ ଚିକିତ୍ସାଳୟ   ପରିଦର୍ଶନ  କରିଛନ୍ତି । ଉକ୍ତ ସମୟରେ ଗତକାଲି ବାଇକ ଦୁର୍ଘଟଣାରେ ଆହତ ହୋଇ ଚମ୍ପାମାଳ ଗ୍ରାମର ରୋହିତ ହୋତା ନାମକ ଜଣେ ଯୁବକ  ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବାବେଳେ ବିଧାୟକ ଶ୍ରୀ ଜଗଦଳା ତାଙ୍କୁ ସାକ୍ଷାତ କରି ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ  । ପରେ ବିଧାୟକ ଶ୍ରୀ ଜଗଦଳା ଅନ୍ୟ ସମସ୍ତ ବିଭାଗ ବୁଲି ଚିକିତ୍ସାଧୀନ ଥିବା ରୋଗୀମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଏବଂ ସୁବିଧା ଅସୁବିଧା ପଚାରି ବୁଝିଥିଲେ । ଡାକ୍ତରଖାନାର (ଅଗ୍ନି ନିରାପତ୍ତା)  ବ୍ୟବସ୍ଥାର ଯାଞ୍ଚକରିବା ସହ ବିଭାଗୀୟ ଅଧିକାରୀଙ୍କୁ ସମସ୍ତ ପ୍ରକାର ଅବ୍ୟବସ୍ଥାର ତୁରନ୍ତ ସମାଧାନ ପାଇଁ ପରାମର୍ଶ ଦେଇଥିଲେ  । ଉକ୍ତ ପରିଦର୍ଶନ ସମୟରେ ଵୀରମହାରାଜପୁର  ପୂର୍ବତନ ବ୍ଳକ ଅଧ୍ୟକ୍ଷ  ସନ୍ତୋଷ କୁମାର  ଭୋଇ, ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସ୍ୱରୂପ ପାତ୍ର, ସୌମ୍ୟରଞ୍ଜନ ନାଏକ, ଜନାର୍ଦ୍ଦନ ଖମାରୀଙ୍କ ସମେତ ବହୁ ଦଳୀୟ କର୍ମୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like