-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ଷ୍ଟାଡିୟମ ପରିଦର୍ଶନ   କଲେ ବୌଦ୍ଧ ବିଧାୟକ

22-Jun-2024



ବୌଦ୍ଧ(ଜୟାନନ୍ଦ ମିଶ୍ର): ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନ ବୌଦ୍ଧ ଜିଲ୍ଲାର ଏକମାତ୍ର ଜିଲ୍ଲା ଷ୍ଟାଡିୟମ ପରିଦର୍ଶନ କରିଛନ୍ତି । ୨୦ ବର୍ଷରୁ ଉର୍ଦ୍ଧ୍ୱ ହେଲା ଷ୍ଟାଡିୟମ ନିର୍ମାଣ ଚାଲିଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କ୍ରୀଡାପଯୋଗୀ  କରିବା ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କ ସହ ସ୍ଥିତି ସଂପର୍କରେ ଆଲୋଚନା କରିଥିଲେ । ଷ୍ଟାଡିୟମର ଖେଳପଡିଆ ମଧ୍ୟଭାଗରେ ଥିବା ଏକ କଂକ୍ରିଟ ହେଲିପ୍ୟାଡକୁ ତୁରନ୍ତ ହଟାଇବାକୁ ବିଧାୟକ ପୂର୍ତ୍ତବିଭାଗ ଅଧିକାରୀମାନଙ୍କୁ ଜଣାଇବା ପରେ ତାହା ତୁରନ୍ତ ହଟାଯାଇଥିଲା । ସେହିପରି ଷ୍ଟାଡିୟମ ମଧ୍ୟରେ ଥିବା ପାଦଚଲା ରାସ୍ତାରେ ବୌଦ୍ଧ ଏନଏସି ଦ୍ୱାରା ବିଛାଯାଇଥିବା ପେବରବ୍ଲକ ଦବି ଯାଇଥିବାରୁ ଏହାର ମରାମତି ପାଇଁ ସେ ଏନଏସି ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଷ୍ଟାଡିୟମ ମଧ୍ୟରେ ଥିବା ଖେଳପଡିଆକୁ ସମତୁଲ କରିବାସହ ଖେଳପଯୋଗୀ କରିବାପାଇଁ ଏବଂ ଗ୍ୟାଲେରୀର ମରାମତି ପାଇଁ ଆବଶ୍ୟକ ପଦକ୍ଷେପ ନେବାପାଇଁ  ପ୍ରଶାସନ ସହ ବୈଠକ ଜରିିଆରେ ସମାଧାନ

କରାଯିବ ବୋଲି ବିଧାୟକ ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ବୌଦ୍ଧଜିଲ୍ଲାରେ କ୍ରୀଡାର ଉନ୍ନତି ପାଇଁ ଆବଶ୍ୟକ ସହଯୋଗ ମିଳିବ ବୋଲି ବିଧାୟକ କହିଥିଲେ । ଜିନ୍ଦଲ କଂପାନୀ ଦ୍ୱାରା ସନ୍ତରଣାଗାର ପରିଚାଳନା ନେଇ ସେ ସନ୍ତୋଷ ବ୍ୟକ୍ତ କରିବାସହ ଷ୍ଟାଡିୟମ ମଧ୍ୟରେ ଥିବା ଖେଳପଡିଆକୁ ଅବାଧ ଯାନବାହନ ଚଳାଚଳକୁ ପ୍ରତିରୋଧ କରିବାସହ କ୍ରୀଡା ବିଭାଗ ଏହି ଷ୍ଟାଡିୟମ ପ୍ରତି ଅଧିକ ଯତ୍ନବାନ ହେବାପାଇଁ ସେ ପରାମର୍ଶ ଦେଇଥିଲେ । ବିଧାୟକଙ୍କ ପରିଦର୍ଶନ ସମୟରେ ଖେଳାଳୀ, କ୍ରୀଡାବିତ୍‌, ଜିଲ୍ଲା କ୍ରିକେଟ ଆସୋସିଏସନର କର୍ମକର୍ତ୍ତା ତଥା ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026

You Might Also Like