-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||     

HOME   ଜିଲ୍ଲା

ନିରକ୍ଷର ବିସ୍ଥାପିତଙ୍କୁ ୫ଲକ୍ଷ ଠକିଥିବା ସମ୍ପର୍କୀୟ ଗିରଫ, ସନ୍ଦେହ ଘେରରେ ବ୍ୟାଙ୍କ କର୍ତ୍ତୃପକ୍ଷ

23-Jun-2024



ବାଲାଙ୍ଗୀର(ପ୍ରେରଣା ଖବର ):ବଲାଙ୍ଗୀର ଜିଲ୍ଲା ଲୋୟର ସୁକତେଲ ପ୍ରକଲ୍ପରେ ବିସ୍ଥାପିତ ହୋଇଥିବା ଜଣେ ମହିଳା ତାଙ୍କ ନିଜର ଜଣେ ସମ୍ପର୍କିୟଙ୍କ ଦ୍ୱାରା ଠକେଇର ଶୀକାର ହୋଇଥିବା ଜଣାପଡିଛି । ମହିଲା ଜଣକ ନିରକ୍ଷର ହୋଇ ଥିବାରୁ ଏହାର ଫାଇଦା ନେଇ ତାଙ୍କର ଜଣେ ସମ୍ପର୍କିୟ ମହିଳାଙ୍କ ଅଜାଣତରେ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୫ଲକ୍ଷ ଉଠାଇନେଇଥିବା ଅଭିଯୋଗ ଥିଲା । ବଲାଙ୍ଗୀର ସାଇବର ପୋଲିସ ଏହାର ତଦନ୍ତ କରି ଉକ୍ତ ଠକକୁ ଧରିବାରେ ସଫଳ ହୋଇଛି । ଠିକେଇର ଶୀକାର ହୋଇଥିବା ମହିଳା ଜଣକ ବଡତେଲେନପାଲି ଗାଁର ସ୍ୱର୍ଗତ ବୀରତିଆ ଧରୁଆଙ୍କ ପତ୍ନୀ ପୂର୍ଣ୍ଣା ଧରୁଆ । ଲୋୟର ସୁକତେଲ ବିସ୍ଥାପନ ଓ ଥଇଥାନ ଟଙ୍କା ପାଇବାକୁ ଚୁଡାପାଲି  ଷ୍ଟେଟବ୍ୟାଙ୍କ ଶାଖାରେ ଏକ ଆକାଉଣ୍ଟ ଖୋଲିଥିଲେ । ସେହି ଆକାଉଣ୍ଟରେ କିନ୍ତୁ ତାଙ୍କର ଜଣେ ସମ୍ପର୍କିୟ ଚିତ୍ତରଂଜନ ଧରୁଆଙ୍କ ମୋବାଇଲ ନମ୍ବର ଏଟେଚ ହୋଇଥିଲା । ଏହାର ସୁଯୋଗ ନେଇ ଚିତ୍ତରଂଜନ କୌଶଳ କରି ସେହି ଆକଉଣ୍ଟରୁ ଅନ୍ୟ ଜଣେ ମହିଳାଙ୍କ ଟିପଚିହ୍ନ ନେଇ ୫ଲକ୍ଷ ଟଙ୍କା ଉଠାଇ ନେଇଥିଲେ । ପରେ ପୂର୍ଣ୍ଣା ଚୁଡାପାଲି ବ୍ୟାଙ୍କରୁ ତାଙ୍କ ଅଜାଣତରେ ଟଙ୍କା ଉଠାଇ ନେଇଯାଇଥିବା ଜାଣିଲା ପରେ ଥାନାରେ ଏକ ଏତଲା ଦେଇଥିଲେ । ବଲାଙ୍ଗୀର ଏସପି ଋଷିକେଶ ଖିଲାରୀଙ୍କ ନିର୍ଦ୍ଦେଶରେ ସାଇବର ଥାନାର ଅବିନାଶ ନାଏକ ଓ ତାଙ୍କ ଟିମ ତଦନ୍ତ କରି ଅଭିଯୁକ୍ତ ଚିତ୍ତରଂଜନ ଟଙ୍କା ଉଠାଇଥିବା ଜାଣିବାକୁ ପାଇଥିଲେ ଓ ତାକୁ ଧରିବାରେ ସଫଳ ହୋଇଥିଲେ । ଅଭିଯୁକ୍ତ ଚିତ୍ତରଂଜନ ବାନ୍ଧେନବାଡି ଗାଁର ଓ ସେ ବଲାଙ୍ଗୀର ସୁଦପଡାରେ ରହୁଛି । ତାଙ୍କଠାରୁ ଗୋଟିଏ ୟାମାହା ଗାଡି, ଦୁଇଟି ମୋବାଇଲ,ଦୁଇଟି ସିମକାର୍ଡ,ସାଜଦ ଖାନ ନାମରେ ଏକ ଜାଲ ଆଧାରକାର୍ଡ ଜବତ କରାଯାଇ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ବୋଲି ଏସଡିପିଓ ପ୍ରଦୀପ ସାହୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026

You Might Also Like