-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||     

HOME   ରାଜନୀତି

ଗଣମାଧ୍ୟମର କଣ୍ଠରୋଧ କରୁଛନ୍ତି କି ବିଡ଼ିଓ ?

23-Jun-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକରେ ଦୁର୍ନୀତି ସୀମା ଟପିଯାଉଛି । ବାରମ୍ବାର ଜନସାଧାରଣଙ୍କ ଅଭିଯୋଗ ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହେଉନଥିବା ଶୁଣିବାକୁ ମିଳୁଛି। ବ୍ଳକରେ ଯଦି ଜନଶୁଣାଣୀ ଶିବିର ଅନୁଷ୍ଠିତ ହେବ ତାହେଲେ ତାର ପ୍ରଚାର୍ ପ୍ରସାର କରାଯାଏନାହିଁ କାରଣ ନିଜ ଦୁର୍ନୀତି ପ୍ରସଙ୍ଗ ପଦାକୁ ଆସିଯିବ ବୋଲି ଯଦିଓ ସେଥିରେ ଅଭିଯୋଗ ପତ୍ର ଦାଖଲ ହୁଏ ତାହେଲେ ସମସ୍ତେ ମିଳିମିଶି ଘଟଣାକୁ ଚାପି ଦେଇଥାନ୍ତି। ସୂଚନା ଅନୁସାରେ ଗତ ତା.୨୧.୬.୨୪  ଶୁକ୍ରବାର ଦିନ ବେଲପଡା ବ୍ଳକ କାର୍ଯ୍ୟାଳୟ ଠାରେ ବ୍ଳକସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଡେପୁଟି କଲେକ୍ଟର ନିରୂପମା ଟେଟେ, ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର, ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, ବିଡ଼ିଓ ରାଜେଶ କୁମାର ମେହେର, ଏବିଡିଓ ସାରଥି ସାହୁ,ଜି ପି ଇ ଓ ଦେବେନ୍ଦ୍ର ସାହୁ,ଏଇଇ ଭୁବନ ସିଂମାଝୀ,ଏପିଓ ସୁପ୍ରଭା ପୁଝାରୀ ପ୍ରମୁଖ ମଞ୍ଚାସୀନ ଥିବାବେଳେ ପ୍ରତ୍ୟୋକ ବ୍ଳକ କର୍ମଚାରୀ ଉପସ୍ଥିତ ଥିଲେ କିନ୍ତୁ ସାଧାରଣ ଜନତା ମାତ୍ର ୧୦ ରୁ ୧୫ ଜଣ ଉପସ୍ଥିତ ଥିଲେ। ମନରେଗା ଯୋଜନା କାର୍ଯ୍ୟ ଉପରେ ଲୋକଙ୍କୁ ବୁଝାଯାଇଥିବା ବେଳେ ମନରେଗା ଯୋଜନାରେ ହେରାଫେରି ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା। ବେହେରାମୁଣ୍ଡାର ଶ୍ରମିକ ମାନେ ୧୪ମାସ ହେଲା କାମ କରି ପାଉଣା ନପାରିବାରୁ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାରଙ୍କୁ ଅଭିଯୋଗ କରିଥିଲେ। ଏ ବିଷୟରେ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର ଜି.ଆର.ଏସ୍ ସଞ୍ଜୟ ସାହୁଙ୍କୁ ତାଗିଦ୍ କରିଥିଲେ। ଉକ୍ତ ବିଷୟରେ ସୂଚନା ପାଇବା ପାଇଁ ଗଣମାଧ୍ୟମ ପ୍ରତିନିଧି ଶଶୀ ଶେଖର ରାଓ ଭିଡିଓ କରିବାକୁ ଚେଷ୍ଟା କରୁଥିବା ବେଳେ ସର୍ବସମ୍ମୁଖରେ ବିଡ଼ିଓ ରାଜେଶ କୁମାର ମେହେର ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କଲେ। ଉକ୍ତ ଘଟଣାରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ କରାଯାଇଛି।ପରେ ବ୍ଳକରେ ହୋଇଥିବା ଦୁଇ ତିନି ଟି ଦୁର୍ନୀତି ବିଷୟରେ ଖବର ପ୍ରକାଶ କରାଯାଇଥିଲା। ସେଥିରେ ଉତକ୍ଷୀପ୍ତ ହୋଇ ବିଡିଓ ରାଜେଶ କୁମାର 

ମେହେର ଶନିବାର ଦିନ ରାତି ୧୦.୫୦ ରେ ଗଣମାଧ୍ୟମ ପ୍ରତିନିଧି ପୁର୍ଣ୍ଣ ଶଶୀ ଶେଖର ରାଓଙ୍କୁ ହ୍ବାଟସପ ଜରିଆରେ ମେସେଜ କରି ତମେ ମୋତେ ଟଙ୍କା ମାଗୁଛ ବୋଲି ମିଛ କାହାଣୀ କରି ଆଜି ଥାନାରେ ଏତଲା ଦେଇଛନ୍ତି ବୋଲି ଥାନା ଅଧିକାରୀ ଶୁଶାନ୍ତ କୁମାର ଦାଶ ଗଣମାଧ୍ୟମ ପ୍ରତିନିଧି ପୁର୍ଣ୍ଣ ଶଶୀ ଶେଖର ରାଓଙ୍କୁ ଫୋନ କରି ଜଣାଇଛନ୍ତି।ଏମିତିକି ଥାନା ବିରୋଧରେ ଗଣମାଧ୍ୟମ ପ୍ରତିନିଧି ପୁର୍ଣ୍ଣ ଶଶୀ ଶେଖର ରାଓ ଅନେକ ଗୁଡ଼ିଏ ଖବର ପ୍ରକାଶ କରିଥିବା ବେଳେ ଥାନା ଅଧିକାରୀ ମଧ୍ୟ ବିଡ଼ିଓ ଙ୍କ ସହିତ ମିଶି ମିଛ କେଶ୍ ରେ ଫସାଇବାକୁ ଚାହୁଁଛନ୍ତି। ଏଥିପ୍ରତି ବଲାଙ୍ଗିର ଜିଲ୍ଲା ପ୍ରଶାସନ ଧ୍ୟାନ ଗଣମାଧ୍ୟମ ପ୍ରତିନିଧି ପୁର୍ଣ୍ଣ ଶଶୀ ଶେଖର ରାଓ ଙ୍କୁ ଉଚିତ ନ୍ୟାୟ ପ୍ରଦାନ କରନ୍ତୁ ବୋଲି ଜନସାଧାରଣରେ ମତ ପ୍ରକାଶ ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026

You Might Also Like