-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ଜିଲ୍ଲା

ନିର୍ବାଚନରେ ଜିତିଲେ ଏକମାସ ମଧ୍ୟରେ ବଲାଙ୍ଗୀରକୁ ଅପରାଧ ମୁକ୍ତ କରାଯିବ - ବିଜେଡି

23-Jun-2024



ବଲାଙ୍ଗୀର - ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ  ନିର୍ବାଚନ ପୂର୍ବରୁ ଏକ ସଂକଳ୍ପପତ୍ର ବଣ୍ଟନ କରି ଲୋକଙ୍କ ଆସ୍ଥାଭାଜନ ହୋଇପାରିଛନ୍ତି। ସଂକଳ୍ପପତ୍ରରେ ଅନେକ ସମସ୍ୟାର ସମାଧାନ କରିବା ପାଇଁ ଲିଖିତ ପ୍ରତିଶ୍ରୁତି ଦେଇ ଯାଇଛନ୍ତି। ବର୍ତ୍ତମାନ ସମୟ ଆସି ଯାଇଛି। ସଂକଳ୍ପ ପତ୍ରରେ ଲେଖାଯାଇଥିବା ଅନେକ ସମସ୍ୟା ମଧ୍ୟରେ ସେ କେଉଁ କେଉଁ ସମସ୍ୟା ଉପରେ ସର୍ବପ୍ରଥମେ ଗୁରୁତ୍ଵ ଦେବେ ଏବଂ ଦେଇଥିବା ପ୍ରତିଶ୍ରୁତି ସମ୍ପାଦନ କରିବେ। ବିଧାୟକ କଳିକେଶ ନାରାୟଣ ସିଂହଦେଓ ନିର୍ବାଚନ ଜିତିବା ପରେ ବଲାଙ୍ଗୀରକୁ ଏକ ମାସ ମଧ୍ୟରେ ଅପରାଧମୁକ୍ତ କରିବେ ବୋଲି ଦୃଢ଼ୋକ୍ତିର ସହ ସମସ୍ତ ସଭାସମିତିରେ ଖୁଲମ୍ ଖୁଲ୍ଲା କହିଥିଲେ। ତେବେ ବଲାଙ୍ଗୀର ସତରେ କଣ ଅପରାଧ ମୁକ୍ତ ହେବ ତ ? ଦ୍ବିତୀୟତଃ ବିଧାୟକ କଳିକେଶ ଏବଂ ତାଙ୍କ ବାପା ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ ନିର୍ବାଚନ ପୂର୍ବରୁ ସ୍ଥାନୀୟ ଲୋକନାଥ ମନ୍ଦିର ପ୍ରାଙ୍ଗଣରେ ବସି ନିର୍ବାଚନରେ ଜିତିଲେ ମନ୍ଦିରର ସର୍ବାଙ୍ଗୀନ ଉନ୍ନତି ସହ କଲ୍ୟାଣ ମଣ୍ଡପକୁ ଲୋକନାଥ ମନ୍ଦିର ସହ ମିଶାଇବାର ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ତେବେ ସମୟ ସୁଯୋଗ ଦେଖି ସଂକଳ୍ପ ଗୁଡ଼ିକୁ ପୂରଣ କଲେ ଲୋକଙ୍କର ବିଶ୍ୱାସ ଜିଣି ପାରିବେ ବୋଲି ଚର୍ଚ୍ଚା ହୁଏ। ଆଉ ମଧ୍ୟ ଚର୍ଚ୍ଚା ହୁଏ ବିଧାୟକ ସତରେ କଣ ସଂକଳ୍ପ ରକ୍ଷା କରିବେ ନା ଏହା ଏକ ନିର୍ବାଚନୀ ଧୁଆଁବାଣ ? ତେବେ ଦେଖାଯାଉ ବିଧାୟକ କଳିକେଶ ନାରାୟଣ ସିଂହଦେଓ କଥା ଦେଇ କଥା ରଖୁଛନ୍ତି ନା ଓହରି ଯାଉଛନ୍ତି ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like