-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ଜିଲ୍ଲା

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଚାଚେରବେଙ୍ଗ ଗସ୍ତ |

23-Jun-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ଆଜି ବେଲପଡା ବ୍ଲକ ନୁନହାଡ଼ର ଚାଚେରବେଙ୍ଗ ଗସ୍ତ କରିଛନ୍ତି | ସାଂସଦ ଙ୍କୁ ଗାଁ ମୁଣ୍ଡରୁ କୀର୍ତ୍ତନର ତାଳେ ତାଳେ ଶୋଭାଯାତ୍ରା କରି ପ୍ରତ୍ୟେକ ଘରେ କଳସ ସ୍ଥାପନ କରି ଉଛତ୍ସିତ ସ୍ୱାଗତ ସମ୍ବର୍ଦ୍ଧନା ଜଣେଇଥିଲେ | ସ୍ୱାଗତ ସମ୍ବର୍ଦ୍ଧନା ପରେ ଗ୍ରାମ ଝାଙ୍କରଙ୍କ ଘର ସମ୍ମୁଖରେ ଏକ ଜନସାଧାରଣଙ୍କ ସହିତ ବାର୍ତ୍ତାଲାପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା  | ସାଂସଦ ଶ୍ରୀ ବିଶି ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରି ଯୋଜନାର ଲାଭ ଉଠେଇବା ପାଇଁ କହିଥିଲେ | ସେହିଭଳି ସରକାର ଆଦିବାସୀ ମାନଙ୍କର ଯେଉଁ ଯେଉଁ ଯୋଜନା କରିଛନ୍ତି ଯଥା ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ପିଇବା ପାଣି, କୃଷି ଓ କୃଷକ ସଶକ୍ତି କରଣ, ମହିଳା ସଶକ୍ତିକରଣ ବିଷୟରେ କହିବା ସହ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ବାଧ୍ୟତାମୂଳକ ପାଠ ପଢେଇବାକୁ ପରାମର୍ଶ ଦେଇଥିଲେ  | ପରେ ଚାଚେରବେଙ୍ଗ ମୌଜା ଠାରେ ନିର୍ମାଣଧିନ ଆଦିବାସୀ ଭବନ ବୁଲିଦେଖିଥିଲେ | ଉପସ୍ଥିତ ଥିବା ଜନସାଧାରଣଙ୍କ ଆପତ୍ତି ଅଭିଯୋଗ ଶୁଣି ସମସ୍ୟା ମାନଙ୍କର ଶୀଘ୍ର ସମାଧାନ କରିବା ପାଇଁ ପ୍ରତିଶୃତି ଦେଇଥିଲେ  | ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ବେଲପଡା ଆଦିବାସୀ ସଂଘର ସଭାପତି ରସିକ ଧରୁଆ, ଗିରିରାଜ ଭୋଇ, ପ୍ରୀତି ସିଂ ମଲ୍ଲିକ, ଚନ୍ଦ୍ରଶେଖର ମଲ୍ଲିକ, ବିଦ୍ୟାଧର ଭୁଏ, ଧନେଶ୍ୱର ମାଝୀ, ତ୍ରିଲୋଚନ ମାଝୀ, ସତ କୁମାର ମାଝୀ, କୃତିବାସ ମାଝୀ, ଭଗବାନ ମାଝୀ ପ୍ରମୁଖଙ୍କ ସହିତ ସତଧିକ ପୁରୁଷ ମହିଳା ଉପସ୍ଥିତ ଥିଲେ  |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like