-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ଦାଦନ ଖଟିବାକୁ ଯାଇଥିବା ଡୋଲାମଣୀଙ୍କ ଡୋଳା ସବୁଦିନ ପାଇଁ ବୁଝି ହୋଇଗଲା

23-Jun-2024



ପାଟଣାଗଡ଼  (ପୁର୍ଣ୍ଣ ଶଶୀ ଶେଖର ରାଓ)ବଲାଙ୍ଗୀର ଜିଲ୍ଲା ଏକ ଦାଦନ ପ୍ରବଣ ଜିଲ୍ଲା ଭାବେ ବେଶ୍ ପରିଚିତ। ଏହି ଜିଲ୍ଳାର ହଜାର ହଜାର ଶ୍ରମିକ ପେଟପାଟଣା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥାନ୍ତି। ସେଠାରେ ଯାଇ ଅନେକ ନିର୍ଯ୍ୟାତନା ର ଶିକାର ହୋଇଥାନ୍ତି ଏବଂ ବେଳେ ବେଳେ ମୃତ୍ୟୁ ର ଶିକାର ହୋଇ ଶବ ହୋଇ ଫେରାଥାନ୍ତି ତ କେହି ଫେରନ୍ତି ନାହିଁ। ଯେଉଁ ମାନେ ପଞ୍ଜିକୃତ ହୋଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥାନ୍ତି ତ ସେମାନେ କିଛି ନାଁ କିଛି ସୁବିଧା ପାଇଥାନ୍ତି ହେଲେ ଅଣ ପଞ୍ଜିକୃତ ଲୋକ କିଛି ସରକାରୀ ସହାୟତା ପାଇନଥାନ୍ତି । ବେଆଇନ ଦାଦନ ଚାଲାଣ ରୋକିବା ପାଇଁ ଖାଲି ଲୋକ ଦେଖାଣିଆ ପ୍ରଶାସନିକ ଅଧିକାରୀ ମାନେ କରୁଥିବା ବେଳେ ସର୍ଦ୍ଦାର ମାନେ ସ୍ଥାନୀୟ ପୋଲିସ ପ୍ରଶାସନ କୁ ହାତକରି ହଜାର ହଜାର ବେଆଇନ ଦାଦନ ଚାଲାଣ କରିଥାନ୍ତି। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ୍  ସାଲେପାଲି  ଗ୍ରାମ   ପଞ୍ଚାୟତର  କର୍ଲାମାଲ ଗାଁର ଆମ ପାଳି ର    ଡୋଲାମଣି ପୁଟେଲ ବୟସ ୨୬ ବର୍ଷ ଏଠି  କାମ ଧନ୍ଦା ନ ମିଳିବାରୁ ସ୍ଥାନୀୟ ଦାଦନ   ସର୍ଦ୍ଦାର ଲିଙ୍ଗ ଷାଣ୍ଢଙ୍କ ଜରିଆରେ ବାହାର ରାଜ୍ୟ କୁ କାମ ପାଇଁ ଯାଇଥିବା ବେଳେ କିଛି ଦିନ କାମ କରୁଥିବା ସମୟ ରେ ଅଧିକ କାମ

ଯୋଗୁଁ ଦେହ  ଅସୁସ୍ଥ ରହିଥିଲା । ନିଜର ଯତ୍ନ ନେବା ପାଇଁ ସର୍ଦ୍ଦାର କୁ ଫୋନ ଯୋଗେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ସର୍ଦ୍ଦାର ବାବୁ ଜଣକ  କଲ୍ ଗ୍ରହଣ କରି ନ ଥିଲେ। ନିରୁପାୟ ହୋଇ ଡୋଲାମଣୀ ଟଙ୍କା ଅଭାବରୁ ଶେଷରେ ଆଖି ବୁଜି ଦେଇଛନ୍ତି। ଜୀବନ ଚାଲି ଗଲା ପରେ ସର୍ଦ୍ଦାର ବାବୁ ଜଣକ ଡୋଲାମଣି ଙ୍କ ଘର ଲୋକ କୁ ଗାଡ଼ିରେ ଦୁର୍ଘଟଣା ହୋଇଛି ବୋଲି କହିଛନ୍ତି । ପରିବାର ଲୋକଙ୍କୁ ସହଯୋଗ କରିବା ପାଇଁ ଇଟାଭାଟି ମାଲିକ ଦୁଇ ଲକ୍ଷ ଟଙ୍କା ପଠାଇ ଦେଇଥିବା ବେଳେ  ସର୍ଦ୍ଦାର ବାବୁ ଟଙ୍କା ଆତ୍ମସାତ କରି ପରିବାର ଲୋକଙ୍କୁ ମାତ୍ର କୋଡ଼ିଏ ହଜାର ଟଙ୍କା ଦେଇ ଘଟଣା କୁ ଚାପି ଦେଇଛନ୍ତି। ପ୍ରକୃତ ରେ ମୃତକଙ୍କ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯିବାର ପଞ୍ଜିକରଣ କରାଯାଇଛି କି ତାହା ତଦନ୍ତ ସାକ୍ଷେପ। ମୃତକ ଡୋଲାମଣୀ ଙ୍କ ମୃତ୍ୟୁ କିପରି ହେଲା ତାହା ପୋଲିସ ପ୍ରଶାସନ ଦୃଷ୍ଟି ଆକର୍ଷଣ କରି ସର୍ଦ୍ଦାର ଲିଙ୍ଗ ଷାଣ୍ଢଙ୍କ ଉପରେ ଦୃଢ କାର୍ଯ୍ୟନୁଷ୍ଠାନ ନିଆଯାଉ ବୋଲି ଅଞ୍ଚଳବାସୀ ଦାବି କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like