-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ବିଜିପୁର କାଲୁଆ ମନ୍ଦିର କଲ୍ୟାଣ ମଣ୍ଡପ ପରିସରରେ ନବନିର୍ବାଚିତ ବିଧାୟକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ

24-Jun-2024



ବ୍ରହ୍ମପୁର: ସ୍ଥାନୀୟ ବିଜିପୁର ସ୍ଥିତ ମାଁ କାଳୁଆ ମନ୍ଦିର କଲ୍ୟାଣ ମଣ୍ଡପ ପରିସରରେ ୨୫ନଂ ୱାର୍ଡବାସୀଙ୍କ ତରଫରୁ କେ ଅନିଲ କୁମାରଙ୍କୁ ସମ୍ୱର୍ଦ୍ଧନା ପ୍ରଦାନ କରାଯାଇଛି । ବିଜିପୁର ଅଞ୍ଚଳର ଯୁବ ନେତା ଗାଣା ସ୍ୱାମୀଙ୍କ ନେତୃତ୍ବରେ ବହୁ ସଂଗଠନର କର୍ମକର୍ତ୍ତାଙ୍କ ସମେତ ବିଭିନ୍ନ ସାହିର ସାହି ବାସିନ୍ଦା ଏହି ସମ୍ୱର୍ଦ୍ଧନା କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନବନିର୍ବାଚିତ ବିଧାୟକ କେ.ଅନିଲ କୁମାରଙ୍କୁ ସମ୍ୱର୍ଦ୍ଧନା କରିଥିଲେ । ଏହି ଅବସରରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଧାରାରେ ବ୍ରହ୍ମପୁରକୁ ସାମିଲ୍ କରିବା ସହ ବ୍ରହ୍ମପୁର ସହରକୁ ଅପରାଧ ମୁକ୍ତ କରିବା ମୁଳ ଲକ୍ଷ ବୋଲି ନବନିର୍ବାଚିତ ବିଧାୟକ କେ.ଅନିଲ କୁମାର କହିଥିଲେ । ଏହା ସହ ବିଜିପୁର ଅଞ୍ଚଳବାସୀ ବିଭିନ୍ନ ସମସ୍ୟା ଉପରେ ବିଧାୟକ କେ.ଅନିଲ କୁମାରଙ୍କୁ ଅବଗତ କରାଇଥିଲେ । ଏହି ସମ୍ୱର୍ଦ୍ଧନା ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଗୋସାଇଁନୂଆଗାଁ ମଣ୍ଡଳ ସଭାପତି କୃଷ୍ଣ ଚନ୍ଦ୍ର ଚୌଧୁରୀ,ବିଜେପିର ବରିଷ୍ଠ ନେତା ତଥା ବ୍ରହ୍ମପୁର ଜୋନ୍ ମିଡ଼ିଆ ସଂଯୋଜକ ସୁନିଲ କୁମାର ସାହୁ,ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ,ମଣ୍ଡଳ ଉପସଭାପତି ଏସ୍.ଶ୍ରୀନିବାସ,ରବି ନାରାୟଣ ସାବତ,ସାଧାରଣ ସମ୍ପାଦକ ମନୋଜ ପାଢ଼ୀ,ବରିଷ୍ଠ ଆଇନଜୀବି ପିତବାସ ପଣ୍ଡା,ଲଳିତ ମଙ୍ଗରାଜ,ଅଶୋକ ଶୁକ୍ଳା,ସଞ୍ଜୟ ଜେନା,ପତିତପାବନ ଗନ୍ତାୟତ,ଜିଲ୍ଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ବର୍ଷା ବିଦ୍ୟୁସ୍ମିତା,ମଣ୍ଡଳ ସମ୍ପାଦକ ଶୀତଲ୍ ଜେନା,ଯୁବମୋର୍ଚ୍ଚା ସଭାପତି ଡ଼ି.ଅନିଲ ରାଓଙ୍କ ସମତେ ବହୁ ଅଂଚଳବାସୀ ଉପସ୍ଥିତ ରହି ନବନିର୍ବାଚିତ ବିଧାୟକ କେ.ଅନିଲ କୁମାରଙ୍କୁ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ l (ଦିଗପହଣ୍ଡି ରୁ ରବି କୁମାର ଶର୍ମାଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like