-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ରଥଯାତ୍ରା ପୂର୍ବରୁ ଡାବୁଗାଁ ମୈଦଳପୁର ମୁଖ୍ୟରାସ୍ତା ମରାମତି ଦାବି

24-Jun-2024



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଡାବୁଗାଁ ମୈଦଲପୁର ମୁଖ୍ୟ ରାସ୍ତା ମରାମତି ପାଇଁ  ଖୋଳି ସମ୍ପୂର୍ଣ ନଷ୍ଟ କରି ଦେଇଛନ୍ତି । ଠିକାଦାର  ଙ୍କ ଅବହେଳା ଯୋଗୁଁ କେବଳ ମାଟି ଏବଂ ଗୋଡ଼ି ପକାଇ ଛାଡ଼ି ଦେଇଛନ୍ତି। ଭଲରେ ମରାମତି କରାଯାଇ ନ ଥିବାରୁ ଲୋକେ ଯାତାୟାତ ପାଇଁ ବହୁ ହଇରାଣ ହେଉଛନ୍ତି। ଇତିମଧ୍ଯରେ ଉକ୍ତ ରାସ୍ତା ମରାମତି ସମୟରେ କିଛି ସ୍ଥାନରେ  ପାଇପ ଫାଟି ପାଣି ଲିକ୍ ହେଉଥିବା ମଧ୍ୟ ଦେଖୁବାକୁ ମିଳୁଛି। ତେବେ ରଥଯାତ୍ରା ପୂର୍ବରୁ ରାସ୍ତା ପୂର୍ବଭଳି ଭାରିଯାନ ଚଳାଚଳ ଉପଯୋଗୀ କରିବାକୁ ଠିକାଦାରଙ୍କୁ କହିବା ପାଇଁ ରଥଯାତ୍ରା କମିଟି ର ପ୍ରସ୍ତୁତି ବୈଠକରେ ଡାବୁଗାଁ ବିଡ଼ିଓ  ଓ କମିଟି ଆଲୋଚନା ହୋଇଥିଲା । ହେଲେ ଏବେ ରଥଯାତ୍ରା ପହଞ୍ଚି ଲାଣି କିନ୍ତୁ ରାସ୍ତା ମରାମତି ହୋଇନାହିଁ। ଅନ୍ୟପକ୍ଷରେ ଆସନ୍ତା ୭ ତାରିଖରେ ହେବାକୁ ଥିବା ରଥଯାତ୍ରାରେ କାଠରେ ନିର୍ମିତ ୩୦ଟନ୍‌ ଓଜନ ବିଶିଷ୍ଟ ରଥ ଗଡ଼ିବ। ରାସ୍ତାକଡ଼ରେ ଖାଲି ମାଟି ପକାଇ  ଦିଆ ଯାଇଥିବାରୁ ରଥଚକ ଦବିଯିବା ସମ୍ଭାବନା ରହିଛି। ଏଥିସହ ରଥଟଣା ବେଳେ ବର୍ଷାଦିନ ହୋଇଥିବାରୁ ଉକ୍ତ ସ୍ଥାନରେ କାହାର ଗୋଡ଼ ଫସିଯିବା ସହ ରଥ ମାଡ଼ିଯିବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ରଥଯାତ୍ରା ପୂର୍ବରୁ ତୁରନ୍ତ ରାସ୍ତା ଠିକ୍ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି । ଆଇନ ଶୃଙ୍ଖଳା ଦିଗ ପ୍ରତି ଦୃଷ୍ଟିଦେଇ ପୋଲିସ ଏଥିପ୍ରତି ଦୃଷ୍ଟିଦେବା ଆବଶ୍ୟକ ଥିବା ଆଲୋଚନା ହେଉଛି। ଏଵଂ କାର୍ଯ୍ୟ କିଭଳି ରଥଯାତ୍ରା ପୂର୍ବରୁ ହେବ ଏଥିପ୍ରତି ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଦୃଷ୍ଟି ଦେବ ଆବଶ୍ୟକ ଅଛି । ଦୁଃଖର ବିଷୟ ରାସ୍ତା ତିଆରି ଅବଧି ସରିଯାଇଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଠିକାଦାର ଅପାରଗତା ଯୋଗୁଁ ରାସ୍ତା ନିର୍ମାଣ ହୋଇ ପାରୁ ନାହିଁ। 

ବିଦ୍ର :-କାର୍ଯ୍ୟ ସରିବା ଅବଧି ସାରିଲାଣି କିନ୍ତୁ ସରୁ ନାଇଁ ରାସ୍ତା କାମ, ଆଗକୁ ରଥଯାତ୍ରା


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like