-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ଦେଶପ୍ରେମ କବିତା ଆସର ଅନୁଷ୍ଠିତ

24-Jun-2024



ତୁଷୁରା (ପଞ୍ଚାନନ ନାଏକ ): ନିଷାନ ସାହିତ୍ୟ ସଂସଦ ତୁଷୁରା ବଲାଙ୍ଗିର ଆନୁକୂଲ୍ୟରେ ରବିବାର ଅପରାହ୍ନ ପାଞ୍ଚଟା ସମୟରେ ଆଭାସୀ ମାଧ୍ଯମରେ ଦେଶପ୍ରେମ କବିତା ଆସର ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ର ସଭାପତି ଶ୍ରୀ ଶ୍ଯାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପ୍ରତିଷ୍ଠାତା ସଂପାଦକ ଆଶୁକବି ହେମନ୍ତ ଦାଶ ସଭା ସଞ୍ଚାଳନ କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ତଥା ସ୍ତମ୍ଭକାର ଶ୍ରୀ ତୁଳସୀ ଜୈନ ଯୋଗଦେଇ ରାଷ୍ଟ୍ର ସର୍ବୋପରି, ରାଷ୍ଟ୍ର ର ଉର୍ଦ୍ଧ୍ଵରେ କେହି ନାହିଁ ଏବଂ ରାଷ୍ଟ୍ର ର ପ୍ରଗତିରେ ସମସ୍ତଙ୍କର ପ୍ରଗତି ନିର୍ଭର କରେ ବୋଲି କହିଥିଲେ । ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତ୍ୟିକ, ନାଟ୍ୟକାର ତଥା ସିରଜିନା ର ସଂପାଦକ ଶ୍ରୀ ରାଜେନ୍ଦ୍ର ମହାନ୍ତି ଯୋଗଦେଇ ସମସ୍ତଙ୍କୁ ରାଷ୍ଟ୍ରବାଦୀ କବି ହୋଇ ଦେଶରେ ନବ ଜାଗରଣ ସୃଷ୍ଟି କରିବାକୁ ଆହ୍ବାନ ଦେଇଥିଲେ। ବିଶିଷ୍ଟ ଯୁବକବି,ସଂଗଠକ ତଥା କଳା ଦହନାର ସଂପାଦକ ଶ୍ରୀ ଦିନେଶ ଭୋଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଦେଶଭକ୍ତି କବିତା ରଚନା କରି ଦେଶବାସୀଙ୍କ ମନରେ ଦେଶପ୍ରେମ ଜାଗରଣ କରିବାକୁ ଉପସ୍ଥିତ କବିକୁଳଙ୍କୁ ଆହ୍ବାନ ଦେଇଥିଲେ। ନିଷାନ ର ମୁଖ୍ୟ ଉପଦେଷ୍ଟା ଶ୍ରୀ ସୋମନାଥ ମିଶ୍ର ଓ ଗୋପିକୃଷ୍ଣ ପାଣ୍ଡିଆ ଆଲୋଚନା ଚକ୍ର ରେ ଅଂଶ ଗ୍ରହଣ କରି ନିଜସ୍ଵ ମତ ପୋଷଣ କରିଥିଲେ। ସଭାରେ ଯୋଗଦେଇଥିବା ମୁଖ୍ୟ ଅତିଥି ଶ୍ରୀ ଜୈନ, ମୁଖ୍ୟବକ୍ତା ଶ୍ରୀ ମହାନ୍ତି ଓ ସମ୍ମାନିତ ଅତିଥି ଶ୍ରୀ ଭୋଇ ଭାଷା ସାହିତ୍ୟ ର ପ୍ରଗତିରେ ନିଷାନ୍ ର ଭୂମିକାକୁ ଭୂୟସୀ ପ୍ରଶଂସା କରିଥିଲେ। ସଭା ପ୍ରାରମ୍ଭରେ କଣ୍ଠଶିଳ୍ପୀ ତୃପ୍ତିମୟୀ ତ୍ରିପାଠୀ ଆବାହନି ସଂଗୀତ ପରିବେଷଣ କରିଥିବା ବେଳେ ସଭା ଶେଷରେ ବରିଷ୍ଠ କବି ଆଶୁତୋଷ ଠାକୁର ଧନ୍ୟବାଦ ଅର୍ପଣ କରିଥିଲେ। ଯୁଗ୍ମ ସଂପାଦକ କୃଷ୍ଣେନ୍ଦୁ ହୋତା ଓ ରୋଶନ ସାହୁଙ୍କ ସୁନ୍ଦର ସଂଯୋଜନା ରେ କବିତା ଆସର ଅନୁଷ୍ଠିତ ହୋଇଥିଲା। ଏଥିରେ କବୟିତ୍ରୀ ସାବିତ୍ରୀ ସାହୁ,ଜ୍ଯୋତିରାଣୀ ମିଶ୍ର, କସ୍ତୁରୀ ରଥ,ଶ୍ରଦ୍ଧାଞ୍ଜଳି ତ୍ରିପାଠୀ, ତୃପ୍ତିମୟୀ ତ୍ରିପାଠୀ, ହିରାବତୀ ସାହୁ, ପଦ୍ମାବତୀ ଆଚାର୍ଯ୍ୟ, ଆହ୍ଲାଦିନି ପାଣିଗ୍ରାହୀ ଦାଶ, କବିତା ମିଶ୍ର, ନିରୂପମା ମିଶ୍ର, ରଶ୍ମି ପାତ୍ର, କବି କୁଞ୍ଜବିହାରୀ ଷାଣ୍ଢ, ସହଦେବ ମେହେର, ସନ୍ତୋଷ ବେହେରା,ରାଜୀବ କୁମାର ପଟେଲ, ନାଭିଦତ୍ୟ ଦିଗାଲ୍, ପ୍ରସନ୍ନ ହୋତା, ଚାମ୍ପିଅନ ଦାନି, ସରୋଜ ଆଚାର୍ଯ୍ୟ, ଶୁଭେନ୍ଦୁ ସାଣ୍ଡ, ଚନ୍ଦ୍ରଭାନୁ ବେହେରା, ଖଗେଶ୍ବର ବାଗ,ସତ୍ୟ ନାରାୟଣ ମିଶ୍ର, ସନ୍ତୋଷ କୁମାର ବେହେରା, ସତ୍ୟଭାନୁ ସାହୁ, ବୈରାଗୀ ସାହୁ,ରାଜେନ୍ଦ୍ର ମହାନ୍ତି, ଦିନେଶ ଭୋଇ, ଆଶୁକବି ହେମନ୍ତ ଦାଶ, ଶ୍ୟାମ ସୁନ୍ଦର ପ୍ରଧାନ, ସୋମନାଥ ମିଶ୍ର, ଗୋପିକୃଷ୍ଣ ପାଣ୍ଡିଆ ଓ କୃଷ୍ଣେନ୍ଦୁ ହୋତା ପ୍ରମୁଖ ସ୍ବରଚିତ କବିତା ପାଠ କରିଥିଲେ। ଏହି ଆସରରେ ପଶ୍ଚିମାଞ୍ଚଳ ର ଶତାଧିକ କବି, କବୟିତ୍ରୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like