-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ଶହେ ବର୍ଷରେ ଖଲିଆପାଲି ପ୍ରାଥମିକ ବିଦ୍ୟାଳୟ,ପାଳିବ ଶତବାର୍ଷିକୀ ଉତ୍ସବ

24-Jun-2024



 

ସମ୍ବଲପୁର-(ସଂଜୀବପାଣିଗ୍ରାହୀ) .ସମ୍ବଲପୁର ଜିଲ୍ଲା ଯୁଯୋମୁରା ବ୍ଲକ୍ ଅନ୍ତର୍ଗତ ବାହାମ ପଞ୍ଚାୟତର ଖଲିଆପାଲି ପ୍ରାଥମିକ ବିଦ୍ୟାଳୟକୁ ଆଜି ଶହେ ବର୍ଷ ପୁରିଛି।ଏହି ବିଦ୍ୟାଳୟରୁ ପାଠ ପଢ଼ି ଅନେକ ଶୀର୍ଷସ୍ଥାନରେ ରହି ସମାଜ ଓ ଜାତି ପାଇଁ ଉଦାହରଣ ସାଜିଛନ୍ତି।ଏହାକୁ ମନେ ପକାଇ ଚଳିତ ବର୍ଷ ଏହି ପ୍ରାଥମିକ ବିଦ୍ୟାଳୟ ତାର ଶତବାର୍ଷିକୀ ଉତ୍ସବ ପାଳନ କରିବ।

ଏହାକୁ ନେଇ ଆଜି ଏକ ନିଷ୍ପତ୍ତି ନିଆଯାଇଛି।ଅଞ୍ଚଳର କିଛି ବିଶିଷ୍ଟ ବ୍ୟକ୍ତି ଓ ନେତୃ ସ୍ଥାନୀୟଙ୍କ ପରାମର୍ଶ କ୍ରମେ ଆଗାମୀ ୨୬ ତାରିଖ ବୁଧବାର ଅପରାହ୍ନ ୧୨ ଘଟିକାରେ  ସ୍କୁଲ ପରିସର ମଧ୍ୟରେ ଏକ ସଭାର ଆୟୋଜନ କରାଯିବାକୁ ସମୟ ଧାର୍ଯ୍ୟ କରାଯାଇଛି।ଏହି ବୈଠକରେ ସ୍କୁଲରେ ପାଠ ପଢିଥିବା ସମସ୍ତ ଶିକ୍ଷାର୍ଥୀ ଓ ପରିବାର ସ୍ୱଜନ ଯୋଗଦାନ କରି ଶତବାର୍ଷିକୀ ପାଳନ ନେଇ କ'ଣ ସବୁ ପଦକ୍ଷେପ ଓ କାର୍ଯ୍ୟକ୍ରମ ଗ୍ରହଣ କରିବା ସେ ନେଇ ଆଲୋଚନା ହେବ।ଏଣୁ ଏହି ବୈଠକରେ ସ୍କୁଲ ସହିତ ସଂଶ୍ଳିଷ୍ଟ ସମସ୍ତ ବ୍ୟକ୍ତି ବିଶେଷ ଯୋଗ ଦେବାକୁ  ଖଲିଆପାଲି ପ୍ରାଥମିକ ବିଦ୍ୟାଳୟ ଶତବାର୍ଷିକୀ ଆୟୋଜକ ଆବାହକ ମଣ୍ଡଳି ସମସ୍ତଙ୍କୁ ଅନୁରୋଧ ଜଣାଇଛନ୍ତି।ଆଜିର ବୈଠକରେ ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ଯଶୋଦା ଦେହୂରୀ, ଅକ୍ଷୟ କୁମାର ନାୟକ,ସୁଦୀପ୍ତ କୁମାର ନାୟକ,ଡା.ରାଜାରାମ ଷଡଙ୍ଗୀ ପ୍ରମୁଖ ଉପସ୍ଥିତିରେ ବିଭିନ୍ନ ଅଧିକାରୀ, ନେତୃସ୍ଥାନୀୟ ବ୍ୟକ୍ତି ବିଶେଷ ପ୍ରମୂଖଙ୍କ ସହ ଆଲୋଚନା କରି ଏଭଳି ନିଷ୍ପତ୍ତି ନିଆଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like