-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ବାଙ୍ଗାଲୋର ଓଡ଼ିଆ ସାହିତ୍ୟ ସମାଜର ବାର୍ଷିକ ଉତ୍ସବ

25-Jun-2024



ବାଙ୍ଗାଲୋର(ପ୍ରେରଣା ଖବର ): ଓଡିଶା ବାହାରେ ଓଡ଼ିଆ ସାହିତ୍ୟର ପ୍ରଚାର ପ୍ରସାର ଓ ଅନ୍ୟ ଭାଷା ସହିତ ସାହିତ୍ୟିକ ଭାବ ବିନିମୟ ପାଇଁ ବାଙ୍ଗାଲୋର ଓଡ଼ିଆ ସାହିତ୍ୟ ସମାଜର ବାର୍ଷିକ ଉତ୍ସବ "ସାହିତ୍ୟାୟନ ୨୦୨୪" "ବାଙ୍ଗାଲୋର ଲିଟ୍ରେଚର ଫେଷ୍ଟିଭାଲ" ପାଳିତ ହୋଇ ଯାଇଛି । ଏଥିରେ ଓଡିଶା ଏବଂ କର୍ଣ୍ଣାଟକ ସମେତ ଭାରତ ତଥା ଭାରତ ବାହାରେ ରହୁଥିବା ଅନେକ କବି ଓ ଲେଖକ ମାନେ ଯୋଗ ଦେଇଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ଡ଼ଃ ଶରତ ଚନ୍ଦ୍ର ଦାଶଙ୍କ ଅଧ୍ୟକ୍ଷତାରେ  ଆୟୋଜିତ ଏହି କାର୍ଯ୍ୟକ୍ରମରେ କନ୍ନଡ଼ ଲେଖକ ତଥା କର୍ଣ୍ଣାଟକ ସାହିତ୍ୟ ଏକାଡେମୀର ପୂର୍ବତନ ସଦସ୍ୟ ଶ୍ରୀମତୀ ଛାୟା ଭଗବତୀ, ହିନ୍ଦୀ ଲେଖକ ଶ୍ରୀ ପି.କେ ମାଥୁର, ଆୟର୍ଲ୍ୟାଣ୍ଡରୁ ଶ୍ରୀମାରାଣୀ ଦାଶ, ଶୋଭନ ଶିବରାଜ ପଟ୍ଟୁ , ଇସ୍ରୋର ଉଦୟନାଥ ଦାଶ ସମେତ ଓଡିଶା ଗୀତିକବି ସମାଜରୁ ଗୌର ପଟ୍ଟନାୟକ, ଲିଙ୍ଗରାଜ ରଥ, ପ୍ରେମଚାନ୍ଦ ମହାନ୍ତି, ଡ଼ଃ ଅଜୟ ସ୍ୱାଇଁ, ବସନ୍ତ କୁମାର ଦାସ, ସେନାପତି ପ୍ରଦ୍ୟୁମ୍ନ କେଶରୀ, ତୋଫାନ ଜେନା, ପ୍ରେମସାଗର ଦାସ, ବନୋଜ ତ୍ରିପାଠୀ, କୈବଲ୍ୟ ଦାସ,:ସୁକାନ୍ତି ମହାନ୍ତି, ସୁଭଦ୍ରା କମିଳା, ଚିନ୍ମୟୀ ମହାପାତ୍ର, ଜ୍ୟୋତ୍ସ୍ନା ସାମନ୍ତରାଏ, ଝରଣା ପଟ୍ଟନାୟକ ସୁଶ୍ରୀ ଶୁଭଶ୍ରୀ ତରଫରୁ ସୁଭାଷ ଚନ୍ଦ୍ର ରାଉତ, ନାଗୁ ଚରଣ ଦେବତା ବାଙ୍ଗାଲୋର ଓଡ଼ିଆ ସାହିତ୍ୟ ସମାଜର  କାର୍ତ୍ତିକ ସ୍ୱାଇଁ, ଅବନ୍ତି ମଲ୍ଲିକ, ଅନୁରୂପା ସିଂ, ବସନ୍ତମଞ୍ଜରୀ ଦାସ, ବିଶ୍ୱରଞ୍ଜନ ଗୋସ୍ୱାମୀ, ପ୍ରଶାନ୍ତ କୁମାର ନାଥ, ଯାଜ୍ଞସେନି ପଣ୍ଡା, ତେଜସ୍ୱିନୀ ପାତ୍ର, ଲୋପମୁଦ୍ରା ପରିଡା, ବିଶ୍ୱଭାରତୀ ଦାଶ, ତପସ୍ୱିନୀ ଷଡଙ୍ଗୀ ସମେତ ଅନେକ କବି ସେମାନଙ୍କ କବିତା ପାଠ କରିଥିଲେ । ଏହି କବିତା ଆସରକୁ ବାଙ୍ଗାଲୋର ଓଡ଼ିଆ ସାହିତ୍ୟ ସମାଜର 

ସଭାପତି ତାପସ ରାଜ୍, ସଚିବ ପ୍ରଶାନ୍ତ କୁମାର ନାଥ ଏବଂ ପ୍ରେମଚାନ୍ଦ ମହାନ୍ତି ସଂଚାଳନା କରିଥିଲେ ।
    ଏହି ଉତ୍ସବରେ ବାଙ୍ଗାଲୋର ଓଡ଼ିଆ ସାହିତ୍ୟ ସମାଜର ବାର୍ଷିକ ପତ୍ରିକା "କଥା ଉତ୍କଳ" ସମେତ କାର୍ତ୍ତିକ ସ୍ୱାଇଁଙ୍କ ବିଜ୍ଞାନ ଉପନ୍ୟାସ "ମହାକାଶର ମହାଭାରତ" ଅନୁରୂପା ସିଂଙ୍କ ଅନୁବାଦ ପୁସ୍ତକ "କାଲୋଡୋସ୍କୋପ" ବସନ୍ତ କୁମାର ଦାସଙ୍କ

ଗୀତି କବିତା ସଙ୍କଳନ "ରହିଲେ ରହିଲା ବାକି" ମଧ୍ୟ ଉନ୍ମୋଚିତ ହୋଇଥିଲା ।
      ପୂର୍ବରୁ ଆଭାସୀ ମଞ୍ଚରେ ହୋଇଥିବା ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତାର ପ୍ରତିଯୋଗୀ ଓ ବିଜେତା ମାନଙ୍କୁ ମାନପତ୍ର ଆଉ ମେଡାଲ ସହିତ ପୁରସ୍କାର ପ୍ରଦାନ କରାଯାଇଥିଲା ।
      ସାହିତ୍ୟ ଆଲୋଚନା ସହିତ ଉପସ୍ଥିତ ସମସ୍ତ ସାହିତ୍ୟିକ ଓ ସାହିତ୍ୟ ପ୍ରେମୀ ମାନେ  ଓଡିଶୀ ଓ ସମ୍ବଲପୁରୀ ନୃତ୍ୟ ସହିତ ଓଡ଼ିଆ ଖାଦ୍ୟକୁ ପ୍ରଶଂସା କରିଥିଲେ ।
    ବାଙ୍ଗାଲୋର ଓଡ଼ିଆ ସାହିତ୍ୟ ସମାଜ ତରଫରୁ ଗୀତି କବିତା ସମାଜର ସମସ୍ତ କବି, ଅତିଥି ଓ ନୂତନ ପ୍ରତିଭା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।
     ବାଙ୍ଗାଲୋର ଓଡ଼ିଆ ସାହିତ୍ୟ ସମାଜର ଏପରି ଏକ ବହୁଭାଷୀ ଉତ୍ସବର ଆୟୋଜନଙ୍କୁ ସମସ୍ତେ ଭୁୟସୀ ପ୍ରଶଂସା କରିଥିଲେ । ଆଗାମୀ ଦିନରେ ଏହିଭଳି ଅନେକ କାର୍ଯ୍ୟକ୍ରମ କରିବାର ଯୋଜନା ରହିଛି ବୋଲି ଅନୁଷ୍ଠାନର କର୍ମୀମାନେ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like