-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ୱାର୍ଡ ମେମ୍ବର ସଂଘ ଗଠିତ ମାସିକ ୬ହଜାର ଟଙ୍କା ଦାବୀ ନେଇ ଦାବୀପତ୍ର ପ୍ରଦାନ

25-Jun-2024



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଶିଵ ମନ୍ଦିର ପରିସରରେ ସୋମବାର  ବ୍ଳକ ସ୍ତରୀୟ ୱାର୍ଡ ମେମ୍ବର  ସଂଘ ଗଠିତ ହୋଇଥିଲା।ଆୟୋଜିତ ସଭା ରେ ଗୁରୁବାରୁ ସାହୁ ଙ୍କ ସଭାପତି ତ୍ୱ ରେ କଳାହାଣ୍ଡି ଜିଲ୍ଲା ୱାର୍ଡ ମେମ୍ବର ସଂଘ ସଭାପତି ମାର୍କଣ୍ଡ ବାଗ, ନର୍ଲା ବ୍ଲକ ଉପ ସଭାପତି ଗୋବର୍ଦ୍ଧନ ନାଗ,କର୍ଲାମୁଣ୍ଡା ଖ ଯୋନ ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ସାମ୍ବାଦିକ ପ୍ରଦୀପ କୁମାର ସାହୁ ପ୍ରମୁଖ ଯୋଗ ୱାର୍ଡ ମେମ୍ବର ମାନେ ସଂଗଠିତ ହେଲେ ନିଜ ଦାବୀ ଗୁଡିକୁ ଠିକ ଭାବେ ଉପସ୍ଥାପନ କରିପାରିବେ ବୋଲି ମତ ପ୍ରକାଶ କରିଥିଲେ।ଏହି ଅବସରରେ ବ୍ଲକ ସ୍ତରୀୟ ୱାର୍ଡ ମେମ୍ବର ସଂଘ ର କର୍ମକର୍ତ୍ତା ଚୟନ କରାଯାଇଥିଲା।ଯହିଁରେ ସଭାପତି ଭାବେ ଵୈବସୁତ ସୁନା, ଉପ ସଭାପତି ଭାବେ କଇଁତି ସାହୁ ଓ ଦେବରାଜ ଚୌଧୁରୀ,ସମ୍ପାଦକ ଚନ୍ଦ୍ର ଭାନୁ ସାହୁ,ସହ ସମ୍ପାଦକ ଲଭି ରଣା, କୋଷାଧ୍ୟକ୍ଷ ସନ୍ତୋଷ କୁମାର ଦାସ, ସଂଯୋଜକ ସମ୍ଭୁପ୍ରସାଦ ରଣା, ସଂଯୋଜିକା ଧମେନ୍ଦ୍ରୀ ସାହୁ,ସଭ୍ୟ ଅଜୟ ନାଗ,ହେମ ସାଗର ସାହୁ,ଭାସ୍କର ସାହୁ,ହୀରବତୀ ସାହୁ ପ୍ରମୁଖ ସର୍ବ ସହମତି ରେ ଚୟନ ହୋଇଥିଲେ।  ସଭା କାର୍ଯ୍ୟ ରେ ବବୃ ବାହାନ ଭୋଇ ସଂଯୋଜନା କରିଥିଲେ। ଶେଷରେ ସଂଘ ପକ୍ଷରୁ ୱାର୍ଡ ସଭ୍ୟା/ସଭ୍ୟ ମାନଙ୍କୁ ମାସିକ ୬ ହଜାର ଟଙ୍କା, ଅବସର ପରେ ୩ ହଜାର ଟଙ୍କା ଭତ୍ତା ପ୍ରଦାନ, ୱାର୍ଡ ମେମ୍ବର ମାନଙ୍କୁ ଅଣଦେଖା କରାଯାଇ ପ୍ରସ୍ତୁତ ହୋଇଥିବା ଜିପିଡ଼ିପି କୁ ବାତିଲ କରିବା, ପଲ୍ଲୀସଭା କରିବା ପ୍ରମୁଖ ଦାବୀ ଗୁଡ଼ିକ ପୂରଣ ପାଇଁ ବିଡ଼ିଓ ଙ୍କ ଜରିଆରେ ଜିଲ୍ଲପାଳଙ୍କୁ ପ୍ରେରଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026

You Might Also Like