-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଦେଶ ବିଦେଶ

ଚାଳକବିହୀନ ଟ୍ରେନ୍‌ ଚଳାଚଳ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

28-Dec-2020



ନୂଆଦିଲ୍ଲୀ (ପ୍ରେରଣା ଖବର): ବିନା ଚାଳକରେ ଚାଲିଲା ମେଟ୍ରୋ ଟ୍ରେନ୍। ଚାଳକ ବିହୀନ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିଲ୍ଲୀ ମେଟ୍ରୋର ଜନକପୁରୀ ୱେଷ୍ଟରୁ ନୋଏଡ଼ାର ବଟାନିକାଲ୍ ଗାର୍ଡେନକୁ ସଂଯୋଗ କରୁଥିବା ମାଜେଣ୍ଟା ଲାଇନର ୩୭ କିଲୋମିଟର ଲମ୍ବ ରୁଟରେ ଚାଳକ ବିହୀନ ମେଟ୍ରୋ ଚଳାଚଳ କରିବ।ଏହାସହ ମୋଦି ଏୟାରପୋର୍ଟ ଏକ୍ସପ୍ରେସ୍ ଲାଇନରେନେସନାଲ କମନ ମୋବିଲିଟ୍ କାର୍ଡ ପ୍ରଚଳନର ଶୁଭାରମ୍ଭ କରିଛନ୍ତି।  ଚାଳକ ବିହୀନ ଟ୍ରେନଟି ସଂପୂର୍ଣ୍ଣ ଭାବେ ସ୍ୱୟଂଚାଳିତ ତେବେ ମାନବୀୟ ତ୍ରୁଟିକୁ ମାତ୍ ଦେବା ଲାଗି ଖୁବ୍ କମ୍ ଲୋକ ଏଥିରେ ଆବଶ୍ୟକ ହେବେ ବୋଲି କୁହାଯାଇଛି। ନୂଆ ପିଢିର ଏହି ମେଟ୍ରୋ ଟ୍ରେନ ଖୁବ କମ୍ ଦିନରେ କମର୍ସିଆଲ ଚଳାଚଳ କରିବ ବୋଲି ଦିଲ୍ଲୀ ମେଟ୍ରୋର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି । 
ଏହାସହ ଟ୍ରେନ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇ ମୋଦି କହିଲେ ଯେ, ସ୍ମାର୍ଟ ସିଷ୍ଟମ ଆଡକୁ ଦେଶ ଅଗ୍ରଗତି କରୁଛି ବୋଲି ଏଥିରୁ ସ୍ପଷ୍ଟ ଭାବରେ ଜଣାଯାଉଛି। କେବଳ ଏତିକି ନୁହେଁ ବରଂ ଦିଲ୍ଲୀ ମେଟ୍ରୋ’ନ୍ୟାସନାଲ କମନ ମୋବିଲିଟି କାର୍ଡ’ରେ ସଂଯୋଗ ମଧ୍ୟ ହୋଇଛି। ଏହାସହ ମୋଦି କହିଛନ୍ତି ଯେ, ଆମେ ଯଦି କିଛିଦିନ ତଳକୁ ପଳାଇବା ତେବେ ସ୍ମାର୍ଟ ସିଷ୍ଟମ ଉପରେ ବିଶେଷ ଧ୍ୟାନ ଦିଆଯାଉଥିଲା। କିନ୍ତୁ ହଠାତ୍ ସ୍ମାର୍ଟ ସିଷ୍ଟମକୁ ଗ୍ରହଣ କରାଯାଇ ପାରୁନଥିଲା। ନଗରୀକରଣ ଏବଂ ବୈଷୟିକ ବିକାଶ ବ୍ୟାପକ ତାରତମ୍ୟ ରହିଛି। କିନ୍ତୁ ଆମ ସରକାର ଶାସନ କ୍ଷମତାକୁ ଆସିବା ପରେ ଏହାର ନିଶ୍ଚିତ ଭାବରେ ପରିବର୍ତ୍ତନ ହୋଇଛି। କିନ୍ତୁ ଡିଜିଟାଲ ଯୁଗରେ ଜୀବନଯାତ୍ରାକୁ ସୁବିଧା କରିବା ଲାଗି ନଗରୀକରଣକୁ ଧ୍ୟାନ ଦେବା ନିହାତି ଦରକାର। ତେବେ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ କହିବା ଅନୁସାରେ, ଏହି ସର୍ବାଧୁନିକ ଟ୍ରେନ୍‌ ସେବା ଆରମ୍ଭ ହେବା ସହ ବିଶ୍ୱରେ ଥିବା ୭% ଚାଳକବିହୀନ ମେଟ୍ରୋ ନେଟ୍‌ଓ୍ଵାର୍କରେ ‘ଡିଏମ୍‌ଆର୍‌ସି’ ପ୍ରବେଶ କରିଛି।  ଏହି ଟ୍ରେନର ଶୁଭାରମ୍ଭ ପରେ ମୋଦି କହିଛନ୍ତି ଯେ, ଭାରତରେ ସର୍ବାଧିକ ଯାତ୍ରୀ ନିଜର ଗମନାଗମନ ଲାଗି ରେଳ ଉପରେ ହିଁ ଭରସା କରନ୍ତି। ତେଣୁ ଏପରି ରେଳ ଚଳାଚଳ କଲେ ନିଶ୍ଚିତ ଭାବରେ ଲୋକମାନେ ଉପକୃତ ହେବେ ବୋଲି ମୋଦି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like