-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଘର ଭାଙ୍ଗିବା ପରେ ମୁହଁ ଖୋଲିଲେ ବବି: ‘ସେଠି ସେଭଳି କୌଣସି ବିରାଟ ନିର୍ମାଣ କାର୍ଯ୍ୟ ହୋଇନି’ ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ ଘର

25-Jun-2024



ଭୁବନେଶ୍ବର(ରିପୋର୍ଟ: ବିଶ୍ୱରଞ୍ଜନ) ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ ଘର। ଭୁବନେଶ୍ୱର ସ୍ଥିତ ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା। ସେଠି ଥିଲା ତିନି ମହଲା କୋଠା, ଅଣ୍ଡର ଗ୍ରାଉଣ୍ଡ୍ ଘର, ସୁଇମିଂ ପୁଲ୍, ରୁଫ୍ ଟପ୍ କଟେଜ୍ । ଆଉ ଏସବୁକୁ ଏବେ ଭଙ୍ଗା ଯାଉଛି।
ଲୁଚି ଛପି କିଛି ବ୍ୟକ୍ତି ଏହି କ୍ୱାର୍ଟର୍ସ ଭିତରେ ହୋଇଥିବା ନିର୍ମାଣକୁ ଭାଙ୍ଗିବାରେ ଲାଗିଛନ୍ତି । ତେବେ କାହିଁକି ଓ କିଏ ଏହାକୁ ଭାଙ୍ଗୁଛି, ସେବାବଦରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି । ସେପଟେ ସରକାରୀ କ୍ୱାର୍ଟର୍ସ ପରିସରରେ ଭଙ୍ଗାରୁଜା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତଥା ବବି ଦାସ।
କହିଛନ୍ତି, ଏହା ଏକ ସରକାରୀ କ୍ୱାର୍ଟର୍ସ । ଯେଭଳି ନିଆଯାଇଥାଏ, ସେଭଳି ଫେରାଯାଇଥାଏ । ସେହି ଅନୁଯାୟୀ ମୁଁ ତିଆରି କରିକି ଫେରାଇଦେବି । ରାଜ୍ୟର ବିଭିନ୍ନ ନେତା ଓ କର୍ମୀଙ୍କ ବସିବା ପାଇଁ ଅସ୍ଥାୟୀ ଭାବେ ଏକ ଏକ୍ସଟେନସନ କରାଯାଇଥିଲା । ସେଭଳି କୌଣସି ବିରାଟ ନିର୍ମାଣ କାମ କରାଯାଇନାହିଁ ।
ସାଧାରଣ ପ୍ରଶାସନ ବିଭାଗ ଅଧିକାରୀ ମଧ୍ୟ ଆସିଥିଲେ । କହିଛି ଠିକ୍ ସମୟରେ କ୍ୱାର୍ଟର୍ସ ଛାଡ଼ିବି । ତେବେ ଏବେ ଏସବୁ ଘଟଣା

ସରକାରୀ ଜାଗାରେ, ସରକାରୀ କ୍ୱାର୍ଟର୍ସରେ ଏତେ ବଡ଼ ନିର୍ମାଣକୁ ଅନୁମତି ଦେଲା କିଏ? ସାଧାରଣ ପ୍ରଶାସନ ବିଭାଗ ଘର ନିର୍ମାଣ କଥା ଜାଣିଥିଲା ନା ସବୁ ଜାଣି ଚୁପ୍ ବସିଥିଲା? ମିଳିଥିବା ସୂଚନା ମୁତାବକ ସରକାରୀ ଭାବେ ବବିଙ୍କ ସରକାରୀ ଆବାସରେ ନିର୍ମାଣ ପାଇଁ ଖର୍ଚ୍ଚ ହୋଇଛି ମାତ୍ର ୯ ଲକ୍ଷ ଟଙ୍କା । କିନ୍ତୁ କୁହାଯାଉଛି ଏତେ ସବୁ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଲାଗିଛି । ଏସବୁ ପରେ ସବୁଠୁ ବଡ଼ କଥା ହେଉଛି, ବବି କହୁଛନ୍ତି ସେଭଳି କୌଣସି ବିରାଟ ନିର୍ମାଣ କାର୍ଯ୍ୟ କରାଯାଇନାହିଁ। ତେବେ ଏଠି ପ୍ରଶ୍ନ ଉଠୁଛି, ଏତେ ଟଙ୍କା କେଉଁଠୁ ଆସିଥିଲା ଓ କିଏ ଦେଇଥିଲା? ତା’ସହ ଏବେ ଭାଙ୍ଗିବା ପଛରେ କାରଣ କଣ? ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡ଼ିନାହିଁ 

ଏହି ସରକାରୀ କ୍ୱାର୍ଟର୍ସକୁ ସାଧାରଣ ପ୍ରଶାସନ ବିଭାଗ ୨୦୧୯ ଜୁନ୍ ୧୯ରେ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଆବଣ୍ଟନ କରିଥିଲା । ସେହିବର୍ଷ ଅଗଷ୍ଟ ୧୭ରେ ପ୍ରଣବ ଏହି କ୍ୱାର୍ଟର୍ସକୁ ନିଜ ଦଖଲକୁ ନେଇଥିଲେ । ତେବେ ୨୦୧୯ ସାଧାରଣ ନିର୍ବାଚନ ପରେ ମେ’ ମାସରେ ଆସିଥିବା ବାତ୍ୟା ‘ଫନି’ର ଫାଇଦା ଉଠାଇ ପ୍ରଣବ ପ୍ରକାଶ ତାଙ୍କୁ ଆବଣ୍ଟିତ କ୍ୱାର୍ଟର୍ସର ପରିମିତ ଜାଗାକୁ ବେଆଇନ ଭାବେ ବଢ଼ାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like