-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁର ବିଜେପି ପକ୍ଷରୁ ଭାରତୀୟ ଗଣତନ୍ତ୍ର ର କଳା ଦିବସ ପାଳନ*

26-Jun-2024



 

    ସମ୍ବଲପୁର.(ସଂଜୀବପାଣିଗ୍ରାହୀ) : ୧୯୭୫ ମସିହାରେ ଆଜିର ଦିନରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଇନ୍ଦିରା ଗାନ୍ଧୀ କେବଳ ନିଜର ବ୍ୟକ୍ତିଗତ ସ୍ବାର୍ଥ ପାଇଁ  ଦେଶରେ ଜରୁରୀକାଳିନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ର ର ହତ୍ୟା କରିବା ସହ ମାନବ ଅଧିକାରକୁ କ୍ଷୁର୍ଣ୍ଣ କରିଥିଲେ । ଦୀର୍ଘ ୧୯ମାସ ଧରି ସ୍ୱେଚ୍ଛାଚାରି ଶାସନ ଚଳାଇ ସମ୍ବିଧାନର ମୁଖବନ୍ଧରେ ମଧ୍ୟ ପରିବର୍ତ୍ତନ କରିବାକୁ ପଛାଇ ନଥିଲେ । ଏହି ଘଟଣା କୁ ଭାରତୀୟ ଗଣତନ୍ତ୍ର ଇତିହାସ ର ଏକ କଳା ଅଧ୍ୟାୟ  ଭାବେ ବିବେଚନା କରି, ଭାରତୀୟ ଜନତା ପାର୍ଟି  ଜୁନ ୨୫ ତାରିଖ କୁ “କଳା ଦିବସ” ଭାବେ ପାଳନ କରିଆସିଛି । ଭାରତୀୟ ଗଣତନ୍ତ୍ର ର ଏହି କଳଙ୍କିତ ଇତିହାସ ର ଏହି କଳା ଦିବସ କୁ ୫୦ ବର୍ଷ ପୂର୍ତ୍ତି ହୋଇଯାଇଛି ।
   ଆଜି ବିଜେପି ପକ୍ଷରୁ ସାରା ଦେଶ ରେ କଳା ଦିବସ ନାମ ରେ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଇଛି । ଏହି ମର୍ମ ରେ ସମ୍ବଲପୁର କଚେରୀ ରୋଡ଼ ସ୍ଥିତ ବିଜେପି କାର୍ଯ୍ୟାଳୟ ରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
    କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାୟକ ଶ୍ରୀଯୁକ୍ତ ଜୟ ନାରାୟଣ ମିଶ୍ର ମୁଖ୍ୟ ଅତିଥି ଭାବେ ଓ ବରିଷ୍ଠ ବିଜେପି ନେତା ଡ଼.ପ୍ରମୋଦ ରଥ ଅତିଥି ଭାବେ ଯୋଗ ଦେଇଥିଲେ । ଜରୁରୀକାଳୀନ ପରିସ୍ଥିତି ରେ ଯେଉଁ ସତ୍ୟାଗ୍ରହୀ ମନେ ସରକାର କୁ ବିରୋଧ କରି କାରାବାରଣ କରିଥିଲେ ସେମାନଙ୍କୁ ବିଜେପି ପକ୍ଷରୁ ସମ୍ମାନିତ କରାଯାଇଥିଲା । ସମ୍ମାନିତ ହୋଇଥିବା ସମସ୍ତ ସତ୍ୟାଗ୍ରହୀ ନିଜର ନିଜର ଅନୁଭବ କୁ ବଖାଣି ଥିଲେ । ଆଜିର କାର୍ଯ୍ୟକ୍ରମ ରେ ୟଶପାଲ ତଣ୍ଡନ, ଦେବାନନ୍ଦ ହୋତା, ଯୋଗୀନ୍ଦ୍ର ପ୍ରସାଦ ମିଶ୍ର, ବିଜୟ କୁମାର କେଡ଼ିଆ, ରାଧାକାନ୍ତ ବହିଦାର, ରାମେଶ୍ୱର ପୁରୋହିତ, ପରିମାଲ ରଞ୍ଜନ ପାଲ, ଗଙ୍ଗା ପ୍ରସାଦମିଶ୍ର, ପୂର୍ଣ୍ଣାନନ୍ଦ ମିଶ୍ର ପ୍ରମୁଖ ଙ୍କୁ ସମ୍ମାନିତ କରାଯାଇଥିଲା ।
     ମହାନଦୀ ମଣ୍ଡଳ ସଭାପତି ସୁଶାନ୍ତ ପୁରୋହିତ ଙ୍କ ସଭାପତିତ୍ୱ ରେ ହୋଇଥିବା ଆଜିର କାର୍ଯ୍ୟକ୍ରମ ରେ କଳା ଦିବସ କାର୍ଯ୍ୟକ୍ରମ ସଂଯୋଜକ ସମୀର ରଞ୍ଜନ ବାବୁ ସ୍ୱାଗତ ଭାଷଣ ଦେଇଥିଲେ, ବରିଷ୍ଠ ନେତା କାର୍ତ୍ତିକ ବହିଦାର ପରିଚାଳନା କରିଥିବା ବେଳେ, ଜିଲ୍ଲା ଉପସଭାପତି ଫଣୀ ଭୂଷଣ ମିଶ୍ର ଧନ୍ୟବାଦ ଜ୍ଞାପନ କରିଥିଲେ ।
   ଆଜିର କାର୍ଯ୍ୟକ୍ରମ ରେ ଗୋବିନ୍ଦ ଅଗ୍ରୱାଲ, ପଣ୍ଡିତ ଅମରନାଥ ମିଶ୍ର, ଶଶୀ ଭୂଷଣ ତ୍ରିପାଠୀ, ମାନସ ରଞ୍ଜନ ବକ୍ସି, ସନ୍ତୋଷ ଡାଲୁଆ, ଦିଲୀପ, କ୍ରିଷ୍ଣା ମହାକୁଡ଼, ସୌମିତ୍ର ଜତି, ଶିବ ଦିୱାନ, ଗୋପାଲ ଅଗ୍ରୱାଲ, କାହ୍ଣୁରାମ ଶର୍ମା, ଅରୁଣ କୁମାର ଦାସ, ସୁଧୀର ବହିଦାର, ବିନାୟକ ରାମ, ରାମଦାସ ପଣ୍ଡା, ଜଗନ୍ନାଥ ଆଚାର୍ଯ୍ୟ, ଶ୍ୟାମ ଗୁରୁ, ଅଜୟ ବଡ଼ ଗେୟାଁ, ଅଜିତ ବେହେରା,  ଆରତୀ ବରାଡ଼, ରୁନୁ ପ୍ରଧାନ, ପୁଷ୍ପାଞ୍ଜଳି ଜେନା, ସୁଜାତା ଗୁରୁ, ଲକ୍ଷ୍ମୀପ୍ରିୟା ଜେନା ମଞ୍ଜୁଳା ଓରାମ, ସୀତାକାନ୍ତି ମେସୁଆ, ସଞ୍ଜୁ ସାହୁ, ସୁମି ପରିଡା, ମୁନମୁନ ସୌଦାଗାର, ସ୍ନିଗ୍ଧାଶ୍ରୀ ମିଶ୍ର, ପ୍ରଭାସିନୀ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like