-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ର ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟ କ୍ରମ ଅନୁଷ୍ଠିତ

26-Jun-2024



ନବରଙ୍ଗପୁର ( ମିହିର ଶଙ୍କର ପାତ୍ର,)
  ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ  ବିଭାଗର ନିର୍ଦ୍ଦେଶ   ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ  ଶିଶୁଙ୍କ ପାଇଁ ଦିନଟିଏ  କାର୍ଯ୍ୟକ୍ରମ ମିଶନଶକ୍ତି ସଭାଗୃହ ଠାରେ  ଅନୁଷ୍ଟିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ  ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ  ଦିଗରେ କାର୍ଯ୍ୟ କରୁ ଥିବା ଚାରିଟି  କମିଟି ଯଥା   ଜିଲ୍ଲା ସ୍ତରୀୟ  ଶିଶୁ  ସୁରକ୍ଷା  କମିଟି , କିଶୋରୀ  ସଶକ୍ତିକରଣ ଓ ବାଲ୍ୟବିବାହ  ପ୍ରତିରୋଧ  ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା  କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ନବରଙ୍ଗପୁର ଜିଲ୍ଲାକୁ  ଏକ  ଶିଶୁ ଶ୍ରମିକ ମୁକ୍ତ ଜିଲ୍ଲା ରୂପେ ପରିଗଣିତ କରିବା ନିମନ୍ତେ   ବ୍ୟାପକ ଭାବରେ ସଚେତନତା କାର୍ଯ୍ୟ କରାଯିବା ସହିତ ଶିଶୁ ଶ୍ରମିକ  କୁ ରୋକିବାରେ  ସମାଜର  ସବୁ ବର୍ଗର  ବ୍ୟକ୍ତି ବିଶେଷଙ୍କର ସହଯୋଗର ଆବଶ୍ୟକତା ଉପରେ  ଜିଲ୍ଲାପାଳ  ଡଃ ମିଶ୍ର ଗୁରୁତ୍ଵ ଆରୋପ  କରିବା ସହିତ ଜିଲ୍ଲାର ସମସ୍ତ ଅଧିକାରୀ ମାନେ ଶିଶୁ ଶ୍ରମିକ  କୁ ରୋକିବା  ନିମନ୍ତେ   ପ୍ରଥମିକତା ଦେଇ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପାରମ୍ଭରେ  ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ  ଜିଲ୍ଲା ର ସମସ୍ତ ବ୍ଲକ ଓ ୧୦୬ ଟି ଗ୍ରାମ ପଞ୍ଚାୟତ ଗୁଡିକରେ ଶିଶୁ ସୁରକ୍ଷା କମିଟି  ଓ ବାଲ୍ୟ ବିବାହ ଟାସ୍କ ଫୋର୍ସ ଗଠନ ହୋଇ ଅନୁରୂପ ଭାବରେ ବୈଠକ କରାଯାଇ ଥିବାର  ସୂଚନା ଦେଇ ଥିଲେ । ପରେ ଜିଲ୍ଲା ସମାଜ କଲ୍ଯାଣ ଅଧିକାରୀ  ଶିବାନୀ ଗୁହା ଚଳିତ ବର୍ଷ ରେ ଜିଲ୍ଲାରେ  ମୋଟ ୧୩୮   ଗୋଟି ବାଲ୍ୟବିବାହ କୁ ବନ୍ଦ କରାଯାଇ ଥିବାର ପଦକ୍ଷ ଉପରେ ମତବ୍ୟକ୍ତ କରିବା ସହିତ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି , ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ୟୁନିସେଫ ଓ ଆକ୍ସନଏଡ ସଂସ୍ଥା ର ମିଳିତ ପ୍ରୟାସ ରେ ଏକ  ଯୋଜନା ବଦ୍ଧ କାର୍ଯ୍ୟକ୍ରମ   ପ୍ରସ୍ତୁତି   କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟ କ୍ରମ ଚାଲୁଥିବାର ସୂଚନା ଦେଇଥିଲେ  । ଏଥି ସହିତ ଆଗାମୀ ୧୫ ଦିନ ମଧ୍ୟରେ ଜିଲ୍ଲାରେ  ସମସ୍ତ ଅଙ୍ଗନବାଡି କର୍ମୀ ମାନେ  ନିଜ ନିଜ କେନ୍ଦ୍ର ଅଧୀନରେ  ଥିବା ଅନାଥ ଓ ଏକାକୀ ମାତା କିମ୍ବା ପିତା ଙ୍କ ସହିତ ଥିବା ଶିଶୁ ମାନଙ୍କୁ ଚିହ୍ନଟ କରାଯିବ ବୋଲି ସୂଚନା ପ୍ରଦାନ କରିଥିଲେ ।   ପରେ ପରେ  ଆକ୍ସନଏଡ ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ ଶିଶୁ  ମାନଙ୍କର ସୁରକ୍ଷା  ଓ ବାଲ୍ୟ ବିବାହ ର  ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା  ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟ କ୍ରମ  ଉପରେ ବୈଠକରେ ଉପସ୍ଥାପନା କରିଥିଲେ। ଅନ୍ୟମାଙ୍କ ମଧ୍ୟରେ ମଣ୍ଡଳ ଶ୍ରମଆୟୁକ୍ତ  କୁବେର ବେହେରା, ଅତିରିକ୍ତ ଆରକ୍ଷୀ  ଅଧିକ୍ଷକ ଦିବ୍ୟାକାନ୍ତି ଲାକରା, ଜିଲ୍ଲା ସହ ଶିକ୍ଷା ଅଧିକାରୀ ରେଶମ ଲାଲ ନାୟକ ,ଜିଲ୍ଲା ଶ୍ରମ ଅଧିକାରୀ ଛୋଟ ରାୟ ଟୁଡୁ,ଜିଲ୍ଲା ନିୟୋଜନ ଅଧିକାରୀ ଆନନ୍ଦ ପଲାଇ , ତହସିଲିଦାର ନନ୍ଦାହାଣ୍ଡି, ପାପଡାହାଣ୍ଡି , ଡାବୁଗାଁ ପାପଡାହାଣ୍ଡି ବିଡିଓ କପିଲଦେବ ସାହୁ ,ଶିଶୁମଙ୍ଗଳ କମିଟିର ଅଧକ୍ଷା  ଅଜନ୍ତା ଶୁଭଦର୍ଶନୀ ,ବାଲ୍ୟବିବାହ ନିଷେଧ ଅଧିକାରୀ, ଏସେ  ଗୀତା, ଯମୁନା ଭତ୍ରା , ସଞ୍ଜୁକ୍ତା ବେହେରା , ଗୀତା ମିଶ୍ର , ବିରଜା ମୋହିନୀ ପାଙ୍ଗି , ବିନୀତା ଜେଠି, ମିନତୀ ବେହେରା , ସୁଦର୍ଷନି ରଥ, ସ୍ଵୋଚ୍ଛାସେବି ଅନୁଷ୍ଠାନ  ଅରୁଣା ର ସଂଯୋଜିକା  ପ୍ରଭାସିନୀ  ପଟ୍ଟନାୟକ, ପିରାମଲ ଫାଉଣ୍ଡେସନ ର  ସଂଯୋଜକ ବିକ୍ରମ କିଶୋର ରାଣା , ଶୋଭା ର  ସଂଯୋଜିକା  ଉର୍ମି ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ    ଶିଶୁଙ୍କ ପାଇଁ ଦିନଟିଏ  କାର୍ଯ୍ୟକ୍ରମ , ଶିଶୁ  ଶ୍ରମିକ ନିରାକରଣ ଏବଂ  ବାଲ୍ୟ ବିବାହ ର  ସମାପ୍ତ ଦିଗରେ  ନିଜର ମତାମତ ପ୍ରଦାନ କରିଥିଲେ । ଶେଷରେ ନନ୍ଦାହାଣ୍ଡି  ସିଡିପିଓ  ଶସ୍ମିତାବାଳା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like