-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ମହିଳା ସାମ୍ୱାଦିକ ଙ୍କୁ ଆକ୍ରମଣ ପ୍ରତିବାଦ ରେ ସୁବର୍ଣ୍ଣପୁର ସାମ୍ୱାଦିକ ଙ୍କ ବିକ୍ଷୋଭ ପ୍ରଦର୍ଶନ। ମୁଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ

26-Jun-2024



ସୁବର୍ଣ୍ଣପୁର- (ମନୋରଞ୍ଜନ ତ୍ରିପାଠୀ )
ରାଜ୍ୟର ମହିଳା ସାମ୍ବାଦିକଙ୍କ ପ୍ରତି ଆକ୍ରୋଶ ର  ପ୍ରତିବାଦ ରେ ଆଜି ପ୍ରଥମେ ବିକ୍ଷୋଭ ପ୍ରଦର୍ଶନ  କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲାର ସାମ୍ବାଦିକ। ଦିନକୁ ଦିନ ସାମ୍ବାଦିକ ମାନେ ନିଜ କାର୍ଯ୍ୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖିନ ହେଉଥିବା ବେଳେ ତାଙ୍କ ସାମାଜିକ ସୁରକ୍ଷା ପ୍ରତି ପ୍ରଶ୍ନ ବାଚୀ ସୃଷ୍ଟି ହୋଇଛି। ଅର୍ଗସ ଟିଭି ମହିଳା ସାମ୍ବାଦିକଙ୍କ ନିକଟକୁ କୁକୁର ଛାଡି ଆକ୍ରମଣ କରାଇବା ପୁଣି ଦୋଷୀ ଖୋଲା ଚ୍ୟାଲେଞ୍ଜ କରିବା ଘଟଣାର ଦୃଢ଼ ନିନ୍ଦା କରିବା ସହିତ ଏହାର ପ୍ରତିବାଦ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ। ଓ ରାଜ୍ୟର ସାମ୍ୱାଦିକ ଙ୍କ ନିରାପତ୍ତା ଓ ପୂର୍ଣ୍ଣ ସ୍ଵାଧୀନତା ପାଇଁ ଜିଲ୍ଲାପାଳ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରି ବିଭିନ୍ନ ନାରା ବାଜି ଦେଇ ଛନ୍ତି l ବିଜେଡିର ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ଗତକାଲି ମହିଳା ସାମ୍ବାଦିକଙ୍କ ଉପରେ କୁକୁର ଛାଡି ସାମ୍ବାଦିକଙ୍କୁ କୁକୁର ଆକ୍ରମଣ କରିବା ପାଇଁ ନିର୍ଦେଶ ଦେଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ ରେ  ଆଜି ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ ମାନେ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି।

ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତି ବିଶେଷଙ୍କୁ ଗିରଫ କରିବା ସହିତ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛନ୍ତି। ଯେଉଁ ସାମ୍ୱାଦିକ ମାନେ ରାଜ୍ୟ ର ଓ ଦେଶ ର ସୁରକ୍ଷା ରେ ଉତ୍ସର୍ଗୀକୃତ ସେବା ରେ କାମ କରୁଛନ୍ତି ଆଜି ସେମାନେ ଅସୁରକ୍ଷିତ l ସେଥିପାଇଁ ରାଜ୍ୟରେ ସାମ୍ବାଦିକ ମାନଙ୍କ ସୁରକ୍ଷା ନିମନ୍ତେ ସ୍ୱତନ୍ତ୍ର ଆଇନ ତିଆରି କରିବା କୁ ଲିଖିତ ଦାବି ରଖିଛନ୍ତି। ସାମ୍ବାଦିକ ମାନେ ସବୁ ସମୟରେ ଆର୍ଥିକ, ସାମାଜିକ ଓ ସାଂସ୍କୃତିକ ଭାବେ ଶୋଷଣର ଶିକାର ହେଉଥିବା ବେଳେ ରାଜ୍ୟ ସରକାର ସାମ୍ବାଦିକଙ୍କ ପ୍ରତି ସମ୍ବେଦନଶୀଳ ହେବା ପାଇଁ ଅନୁରୋଧ କରିଛନ୍ତି। ପ୍ରକାଶ ଥାଉ କି ଯେ ରାଜ୍ୟ ର ନୂଆଁ ସରକାର ଙ୍କ ଶପଥ ପାଠ ର ପରଦିନ ପୂର୍ବାହ୍ନ ରେ ପୁରୀ ସ୍ପେଶାଲ ସର୍କିଟ ହାଉସ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଙ୍କୁ ପ୍ରଥମେ ସାକ୍ଷାତ କରି ରାଜ୍ୟ ସାମ୍ୱାଦିକ ଙ୍କ ସ୍ବାର୍ଥ ସମ୍ବଳିତ ୧୦ ଦଫା ଦାବୀ ପତ୍ର ସୁବର୍ଣ୍ଣପୁର ର ସାମ୍ୱାଦିକ ପ୍ରଦାନ କରି ଆଲୋଚନା କରିଥିବା ଜଣାଯାଇଛି l ଦେବୀ ପୀଠ ମା ସୁରେଶ୍ୱରୀ ଙ୍କ ମାଟି ର ମହକ ଓ ମହନୀୟତା କୁ ଅନୁଭବ କରି ରାଜ୍ୟ ବିଜେପି ର ପ୍ରଥମ ପ୍ରଚାର ଏହି ମାଟି ରୁ ହିଁ ଅମିତ୍ ଶାହା ଜୀ ଶୁଭାରମ୍ଭ କରିଥିଲେ ଓ ଓଡ଼ିଶା ଶାସନ ରେ ମଧ୍ୟ କ୍ରାନ୍ତିକାରୀ ପରିବର୍ତ୍ତନ କରିଥଲେ l ସେଥିପାଇଁ ଆମେ ଆଶାବାଦୀ ଯେ  ନୂଆଁ ସରକାର ଏ ସମ୍ବେଦନଶୀଳ ଘଟଣା କୁ ଗୁରୁତର ସହ ବିଚାର କୁ ନେଇ ଦୋଷୀ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବେ ଓ ସାମ୍ୱାଦିକ ଙ୍କ ସୁରକ୍ଷା ଆଇନ୍ ରେ ପରିବର୍ତନ କରି ସାମ୍ୱାଦିକ ଙ୍କ ଦୀର୍ଘ ବର୍ଷ ର ବିଭିନ୍ନ ଦାବୀ ର ନିଶ୍ଚୟ ସମାଧାନ କରିବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026

You Might Also Like