-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||     

HOME   ରାଜ୍ୟ

ମନ୍ତ୍ରୀ କହିଲେ; ଆଉ ଟ୍ୱିନ ସିଟି ନୁହେଁ, ଏଥର ହେବ ଟ୍ରିପଲ୍ ସିଟି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନୂଆ ପରିକଳ୍ପନା । ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି

26-Jun-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳ) ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନୂଆ ପରିକଳ୍ପନା । ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି । ଦ୍ୱୈତ ନଗରୀ କଟକ-ଭୁବନେଶ୍ୱର ସହ ଯୋଡ଼ି ହେବ ପୁରୀ । ସହରର ଆକାର ବଢ଼ିବ । ଗମନାଗମନ ସୁବିଧା ସହ ଅର୍ଥନୈତିକ ଅଭିବୃଦ୍ଧି ହେବ । ଆଜି ବିଭାଗ ପକ୍ଷରୁ ସମୀକ୍ଷା ବେଳେ ଏଭଳି କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
ଏଥିସହ ଅଫିସରଙ୍କୁ ତାଗିଦ୍ କରିଛନ୍ତି ମନ୍ତ୍ରୀ । କେବଳ ଅଫିସରେ ବସି ରୁହନ୍ତୁ ନାହିଁ, ଫିଲ୍ଡ ଭିଜିଟ କରନ୍ତୁ । ଦିନକୁ ଅନ୍ତତଃ ୩-୪ ଘଣ୍ଟା ୱାର୍ଡକୁ ଯାଆନ୍ତୁ । ଲୋକଙ୍କ ସମସ୍ୟା ବୁଝନ୍ତୁ । ଅଭିଯୋଗ ଶୁଣନ୍ତୁ । ଅଭିଯୋଗକୁ ଫାଇଲରେ ଚାପି ରଖନ୍ତୁ ନାହିଁ ବୋଲି କହିଛନ୍ତି ମନ୍ତ୍ରୀ । ଭୁବନେଶ୍ୱର ଇସ୍କନ ପାଖରେ ସବୁବେଳେ ଅଳ୍ପ ବର୍ଷାରେ ପାଣି ଜମୁଛି ।
କେଉଁ କାରଣରୁ ସେ ସମସ୍ୟା ଉପୁଜିଛି, ସେ ସମସ୍ୟାର କିଭଳି ସମାଧାନ ହୋଇପାରିବ ସେଥିପ୍ରତି ନଜର ଦେବାକୁ ମନ୍ତ୍ରୀ କହିଛନ୍ତି । ସେପଟେ ପ୍ରତିବର୍ଷ ବର୍ଷା ଯୋଗୁଁ ରାଜଧାନୀରେ ଡ୍ରେନେଜ୍ ସମସ୍ୟା ଉପୁଜୁଛି । ଏହାକୁ ଦୃଷ୍ଟିରେ ରଖି ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛି ବିଏମସି । ଜୁଲାଇ ୧୫ ସୁଦ୍ଧା ବିଏମ୍‌ସି ଅଧିନରେ ଥିବା ସମସ୍ତ ଡ୍ରେନର ମରାମତି, ସଫେଇ ଏବଂ ଡ୍ରେନ ଚତୁର୍ପାଶ୍ୱରେ ତାରବାଡ କାମ ସାରିବାକୁ ତାଗିଦ୍ କରି

କରିଛନ୍ତି ମେୟର।ନଚେତ ସଂପୃକ୍ତ ଏଜେନ୍ସି ସମେତ ଅଧିକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ଏଭଳି ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ । ଗତକାଲି ବିଏମ୍‌ସି କାର୍ଯ୍ୟାଳୟରେ ମେୟରଙ୍କ ଅଧ୍ୟକ୍ଷତାରେ ବସିଥିବା ଡ୍ରେନ ଡିସେର୍ଲ୍ଟିଂ ବୈଠକରେ ନିଷ୍ପତ୍ତି ହୋଇଛି । ବୈଠକରେ ବିଏମସି ସମେତ ଆରଏଣ୍ଡଡି, ସମସ୍ତ ଏଜେନ୍ସି, ଷ୍ଟାଣ୍ଡିଂ କମିଟି ସଦସ୍ୟ, ଟିପିସିଓଡିଏଲ, ଇଡକୋ ଅଧିକାରୀ ଉପସ୍ଥିତ ଥିଲେ ।ପୂର୍ବରୁ ଜୁନ ୨୦ ତାରିଖ ସୁଦ୍ଧା ଭୁବନେଶ୍ୱରରେ ସମସ୍ତ ଡ୍ରେନ କାମ ସାରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ଏବେ ସମୟସୀମା ବଢାଯାଇଛି । ତେବେ ଡ୍ରେନ ସଫେଇ କାମରେ ଲାଗୁଥିବା ଲୋକଙ୍କ ଅଭାବ ପାଇଁ ସଠିକ ସମୟରେ କାମ ସରି ପାରୁନଥିବା କହିଛନ୍ତି ମେୟର । ୭୭ କିଲୋମିଟର ମେନ୍ ଡ୍ରେନ ସମେତ ୩୬୦ କିଲୋମିଟର ଆରଏଣ୍ଡଡି ଡ୍ରେନର ସମସ୍ତ କାମ ୧୫ ଜୁଲାଇ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖିଛି ବିଏମସି।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026

You Might Also Like