-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||     

HOME   ଜିଲ୍ଲା

ଫ୍ରେଣ୍ଡସ କ୍ଳବ ପକ୍ଷରୁ ନୂତନ ବିଧାୟକ କଳିକେଶ ଙ୍କୁ ସମ୍ବର୍ଦ୍ଧନା

26-Jun-2024



ବଲାଙ୍ଗୀର(ଚିତ୍ରସେନ ବେହେରା ): ଆଜି ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ଭବନ ଠାରେ ଫ୍ରେଣ୍ଡସ କ୍ଳବ ପକ୍ଷରୁ ନବ ନିର୍ବାଚିତ ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଅବସରରେ ବଲାଙ୍ଗୀରର ବିଭିନ୍ନ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଯୋଗଦେଇ ନୂତନ ବିଧାୟକ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ସମ୍ବର୍ଦ୍ଧନା ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ, ସମ୍ମାନିତ ଅତିଥି ଭାବରେ ପୌରାଧ୍ୟକ୍ଷା ଲିକା ସାହୁ, ଗୁରୁଃଶ୍ରୀ ଡ଼ଃ ଘାସିରାମ ମିଶ୍ର, ଫ୍ରେଣ୍ଡସ କ୍ଳବ ର ସଭାପତି ଲୋଟସ ଷଡ଼ଙ୍ଗୀ, ସମ୍ପାଦକ ଜଗନ୍ନାଥ ମିଶ୍ର ମଂଚାସୀନ ଥିଲେ.. ଏହି ସମ୍ବର୍ଦ୍ଧନା ସଭାକୁ ସୋମନାଥ ମିଶ୍ର ପରିଚାଳନା କରିଥିଲେ । ଏହି ସମ୍ବର୍ଦ୍ଧନା ସଭାରେ ନାଗରିକ କଲ୍ୟାଣ ସଂଘ,ବସ ମାଲିକ ସଂଘ, ହୋଟେଲ ସଂଘ, ସମ୍ପୂର୍ଣ୍ଣl, ମାହେଶ୍ୱରୀ ,ସ୍ମାଇଲ ଫର୍ ଅଲ୍,ନାଗରିକ କମିଟି,ପୂର୍ବତନ ସୈନିକ ସଂଘ୍,ଜିଲ୍ଲା ମେଡ଼ିକାଲ କ୍ରମଚାରୀ ସଂଘ, ଲାଇନ୍ସ କ୍ଲବ,ଜିଲ୍ଲା କେମିଷ୍ଟ ଡ୍ରଗିଷ୍ଟ ଏସୋସିଏସନ, ସହଯୋଗ ଫାଉଣ୍ଡେସନ, ମାରୱାଡି ଯୁବ ମଞ୍ଚ, ଜିଲ୍ଲା ଓଲିଲ ସଂଘ, ବଜରଙ୍ଗବାଲି ମାର୍କେଟ କମ୍ପ୍ଲେକ୍ସ, ସ୍ବେଛାସେବୀ ସଂଗଠନ, ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ, ୟୁଥ ଏକ୍ସନ କମିଟି, କୋଶଳ ମୁକ୍ତି ମୋର୍ଚା,

କର୍ତ୍ତବ୍ୟ ଫାଉଣ୍ଡେସନ, ପଶ୍ଚିମ ଓଡିଶା ଯୁବା ମଞ୍ଚ, ହନୁମାନ ଜନ୍ମସୋବ କମିଟି, ଯୁବ ପ୍ରତାପୀ ସେନା, ସ୍ୱାଭିମାନ ପରିବାର, ମାହେଶ୍ୱରୀ ସେନା, କଲେଜ ଛକ ଯୁବ କମିଟି, ମୈତ୍ରୀ ମହଲ, ଅସୀମ କେରଟେ ଏକମାଦେମୀ,ଜିଲ୍ଲା ଟାଇକୋଣ୍ଡୋ ଏଏକାଡେମୀ, ଭୁଲିଆ ସମାଜ, ଜିଲ୍ଲା ଫାର୍ମାସିଷ୍ଟ ସଙ୍ଘ, ଓଡିଶା ମଟର ଚାଲାକ ସଙ୍ଘ ବଲାଙ୍ଗୀର, ସଂସ୍କୃତ ପରିଷଦ ବଲାଙ୍ଗୀର, ଉତ୍କଳ ପ୍ରାଦେଶିକ ମାରୱାଡି ସମ୍ମେଳନ, ସିଦ୍ଧି ବିନାୟକ ସଂଘ ଆଦି ଶତାଧିକ ସଂଗଠନ ଯୋଗଦେଇ ବିଧାୟକ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ଶେଷରେ ସମ୍ପାଦକ ଜଗନ୍ନାଥ ମିଶ୍ର ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026

You Might Also Like