-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ରେ ବିଧାୟକଙ୍କ ସମିକ୍ଷା ବୈଠକ

27-Jun-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ବୁଧବାର ସମିକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୀରମହାରାଜପୁର ପଞ୍ଚାୟତ ସମିତିର ଅଧ୍ୟକ୍ଷା ଶାନ୍ତି ଲୁହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନବନିର୍ବାଚିତ ବିଧାୟକ ଇଂ ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ଏବଂ ବ୍ଳକର ଉନ୍ନୟନ କାର୍ଯ୍ୟ, ରାଜସ୍ବ, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ, ଖାଦ୍ୟ ଓ ଯୋଗାଣ, ମତ୍ସ୍ୟ ଓ ପଶୁପାଳନ, କୃଷି ଓ ଉଦ୍ୟାନ, ଜଙ୍ଗଲ ବିଭାଗ ସହିତ ଅନ୍ୟ ସମସ୍ତ ବିଭାଗ ଉପରେ ସମୀକ୍ଷା କରିଛନ୍ତି। ଶ୍ରୀ ଜଗଦଲା ବ୍ଳକର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା ସାରିବା ପରେ ଜଟେସିହା, ବାଗବର ଓ ହିଲୁଙ୍ଗ୍ ପଞ୍ଚାୟତର ଜାରି ଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ମଧ୍ୟ ସୀମକ୍ଷା କରିଥିଲ। ଦୁର୍ନୀତିକୁ ପ୍ରଶୟ ଦିଆଯିବ ନାହିଁ। ଏହା ସହିତ ବିକାଶମୂଳକ କାର୍ଯ୍ୟରେ ସ୍ବଚ୍ଛତା ଆଣିବା ସହିତ ଏଥିରେ ଯେଉଁ ବିଭାଗର ଅଧିକାରୀ ଅବହେଳା ପ୍ରଦର୍ଶନ କରିବେ ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ।ସମୀକ୍ଷା ବୈଠକରେ ତହସିଲଦାର ପୁନମ୍ ମହାପାତ୍ର, ବିଡ଼ିଓ ପ୍ରୀୟଦର୍ଶିନୀ ମିର୍ଦ୍ଧା, ଏବିଡିଓ ପୁରୁଷୋତ୍ତମ ଧରୁଆ, ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ପାଲୋ, ଜିଲ୍ଲା ବିଜେପି ସଙ୍ଗଠନ ମହାମନ୍ତ୍ରୀ ବେଣୁଧର ଦାସ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ, ଜିଲ୍ଲା ବିଜେପି ଉପସଭାନେତୀ ନଳିନୀ ପଣ୍ଡା, ସୁମନ୍ତ ଜଗଦଲା ପ୍ରମୁଖ ଯୋଗ ଦେଇଥିଲେ।ବୈଠକ ପୂର୍ବରୁ ବିଧାୟକ ଶ୍ରୀ ଜଗଦଲାଙ୍କୁ ବିଭିନ୍ନ ବିଭାଗର ମୁଖ୍ୟମାନେ ଫୁଲତୋଡା ଓ ଉପଢ଼ୌକନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ବ୍ଳକ ଉପାଧ୍ୟକ୍ଷ ନାରାୟଣ ଲୁହା ପ୍ରଥମେ ବିଧାୟକଙ୍କୁ ସ୍ବାଗତ କରିଥିଲେ। ଏହାପରେ ସମସ୍ତେ ନିଜନିଜ ପରିଚୟ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026

You Might Also Like