-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ଏକ୍ ପେଡ୍ ମାଁ କେ ନାମ୍ - ବୋଡ଼େନ ବ୍ଲକ

27-Jun-2024



ବୋଡ଼େନ  (ରାମନାଥ ପଣ୍ଡା )
ପ୍ରଧାନ ମନ୍ତ୍ରୀଙ୍କ ଆହ୍ବାନ କ୍ରମେ ଏବଂ ଓଡ଼ିଶା ସରକାରଙ୍କ ଉପମୁଖ୍ୟ ମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ,ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତି ପରିଡ଼ାଙ୍କ ନିର୍ଦ୍ଦେଶ କ୍ରମେ ' ଏକ୍ ପେଡ୍ ମାଁ କେ ନାମ୍ ' କାର୍ଯ୍ୟକ୍ରମ ଦ୍ବାରା ନାରୀ ଶକ୍ତି ମାଧ୍ୟମରେ ବୃକ୍ଷ ରୋପଣ କରିବାକୁ ସ୍ଥିର ହୋଇଛି ଯାହାକି ଜଣେ ମହିଳା ୫ ଟି ବୃକ୍ଷ ରୋପଣ କରିବେ । ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବୋଡ଼େନ ବ୍ଲକ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ଦ୍ବାରା ଆଜି ବୋଡ଼େନ ବ୍ଲକ ସଭା ଗୃହରେ ଆୟୋଜିତ ପ୍ରସ୍ତୁତି ବୈଠକରେ ବି ଡି ଓ ପ୍ରିୟରଞ୍ଜନ କୁମାରଙ୍କ ଅଧ୍ୟକ୍ଷତାରେ ପରିଚାଳିତ ସଭାରେ ଖରୀଆର ରେଞ୍ଜର ସଂସ୍କୃତା ବଡ଼ ନାୟକ,ବି ପି ସି ରାଜେଶ୍ କୁମାର ସାହୁ,ବି ଏଲ୍ ସି ସୁନୀତା ସୋନା,ବ୍ଲକ କୃଷି ଅଧିକାରୀ ଦୁଃଖୀରାମ ଟୁଡୁ,ଫରେଷ୍ଟର ଦୁର୍ଯ୍ୟୋଧନ ପ୍ରସାଦ ଦୀକ୍ଷିତ ଓ ଉଦ୍ୟାନ ବିଭାଗ ଅଧିକାରୀ ଘାସିରାମ ପଣ୍ଡା ମଞ୍ଚାସିନ ଥିଲେ ।ବ୍ଲକର ସମସ୍ତ ଜି ପି ଏଲ ଏଫ୍ ରୁ ଏମ ବି କେ ମାନେ ପ୍ରସ୍ତୁତି ବୈଠକରେ ଉପସ୍ଥିତ ଥିଲେ।ବ୍ଲକର ପ୍ରତ୍ୟେକ ସ୍ଵୟଂ ସହାୟିକା ଗୋଷ୍ଠୀର ମାଁ ମାନଙ୍କ ଦ୍ଵାରା ଆଗାମୀ ସାତ ଦିନ ମଧ୍ୟରେ ୭୦୩୩୩ ଟି ଚାରା ରୋପଣ କରିବାକୁ ଆଜି ସ୍ଥିର କରାଯାଇଛି ।ଜି ଏଲ ଏଫ୍ ର ସମସ୍ତ କ୍ୟାଡ଼ର ମାନଙ୍କ ମାଧ୍ୟମରେ ପ୍ରତି ମହିଳା ପାଖକୁ ସନ୍ଦେଶ ପହଞ୍ଚାଇବା ସହିତ ବୃକ୍ଷ ରୋପଣରେ ସମ୍ପୂର୍ଣ୍ଣ ଭୂମିକା ଗ୍ରହଣ କରିବାକୁ ମଞ୍ଚା ସିନ ଅଧିକାରୀ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like